Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ରଥରେ ବିଜେ ହେବେ ଆଜ୍ଞାମାଳ
ଆଜିର ଖବର

ଆସନ୍ତାକାଲି ରଥରେ ବିଜେ ହେବେ ଆଜ୍ଞାମାଳ

June 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ: ଆସନ୍ତାକାଲି ରଥରେ ଆଜ୍ଞାମାଳ ବିଜେ ହେବା ନେଇ ସୂଚନା ରହିଛି। ଏନେଇ ଶ୍ରୀମନ୍ଦିର ପରିଚାଳାନା କମିଟି ତରଫରୁ କୁହାଯାଇଛି। କାଲି ସକାଳ ଧୂପ ପରେ ଆଜ୍ଞାମାଳ ବିଜେ ନୀତି ହେବା ନେଇ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦେଇଛି ଶ୍ରୀମନ୍ଦିର ପରିଚାଳାନା କମିଟି। ଆଜ୍ଞାମାଳ ପରେ ରଥ ନଗଡିଲେ ନୀତି ବନ୍ଦ ଆଶଙ୍କା ରହିଥିବାରୁ ରଥ ଯାତ୍ରା କରିବା ପାଇଁ ରାଜ୍ୟ ସରକାରକୁ ଅନୁରୋଧ କରାଯାଇଛି। ଏକ୍ଷେତ୍ରରେ ଛତିଶା ନିଯୋଗ ତରଫରୁ ସଂପୂର୍ଣ୍ଣ ସହଯୋଗ କରାଯିବ ବୋଲି କମିଟି ପ୍ରକାଶ କରିଛି। ସେଥିପାଇଁ ମୁଖ୍ୟମନ୍ତ୍ରୀ ରଥଯାତ୍ରା ବିଷୟରେ ନିଜେ ହସ୍ତକ୍ଷେପ କରନ୍ତୁ ବୋଲି କମିଟି ତରଫରୁ ନିବେଦନ କରାଯାଇଛି। ରଥଯାତ୍ରାର କୌଣସି ବିକଳ୍ପ ନଥିବାରୁ ସରକାର ହସ୍ତକ୍ଷେପ କରି ସୁପ୍ରିମ କୋର୍ଟରେ ପୁନଃବିଚାର ପିଟିସନ ଦାଖଲ କରନ୍ତୁ କିମ୍ବା ସରକାର ଆର୍ଡିନାନ୍ସ ମାଧ୍ୟମରେ ରଥଯାତ୍ରା କରନ୍ତୁ ବୋଲି କମିଟି ଅନୁରୋଧ କରିଛି। ବିନା ଭକ୍ତରେ ରଥାଯାତ୍ରା କରାଯାଉ ବୋଲି ଏହି କମିଟି ପ୍ରସ୍ତାବ ଦେଇଛି।

Puri rathayatra ଶ୍ରୀମନ୍ଦିର ପରିଚାଳନା କମିଟି
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026
Latest News

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.