Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲୋକପ୍ରିୟ କୋରିୟଗ୍ରାଫର ସରୋଜ ଖାନଙ୍କ ହୃଦଘାତରେ ପରଲୋକ, ବଲିଉଡରେ ଶୋକର ଛାୟା
ଆଜିର ଖବର

ଲୋକପ୍ରିୟ କୋରିୟଗ୍ରାଫର ସରୋଜ ଖାନଙ୍କ ହୃଦଘାତରେ ପରଲୋକ, ବଲିଉଡରେ ଶୋକର ଛାୟା

July 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Choreographer Saroj Khan. Express archive photo

ମୁମ୍ବାଇ, ବଲିଉଡର ପ୍ରଖ୍ୟାତ ତଥା ଲୋକପ୍ରିୟ କୋରିୟଗ୍ରାଫର ସରୋଜ ଖାନଙ୍କ ଗତକାଲି ରାତିରେ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ 71 ବର୍ଷ ବୟସ ହୋଇଥିଲା। ସେ ଗତ ମାସରେ ଶ୍ବାସ ପ୍ରଶ୍ବାସ ନେବାରେ କଷ୍ଟ ଅନୁଭବ କରିଥିଲେ। ଫଳରେ ତାଙ୍କୁ ମୁମ୍ବାଇସ୍ଥିତ ଗୁରୁ ନାନକ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ କୋଭିଡ19 ପରୀକ୍ଷା ମଧ୍ୟ କରାଯାଇଥିଲା। ହେଲେ ରିପୋର୍ଟ ନେଗେଟିଭ ଆସିଥିଲା।

ସରୋଜ ବଲିଉଡ ଏବଂ କେତେକ ଆଞ୍ଚଳିକ ଭାଷାର ଚଳଚିତ୍ରରେ କୋରିୟଗ୍ରାଫର ଭାବେ କାମ କରିଛନ୍ତି। ସେ ପ୍ରାୟ ଦୁଇ ହଜାରରୁ ଅଧିକ ଗୀତରେ ନୃତ୍ୟ ସଂଯୋଜନା କରିଛନ୍ତି। ମୁଖ୍ୟତଃ ଶ୍ରୀଦେବୀ ଅଭିନିତ ନାଗୀନା, ମିଃ ଇଣ୍ଡିଆ, ମାଧୁରୀଙ୍କ ଅଭିନିତ ତେଜାବ ପ୍ରଭୃତି ଚଳଚିତ୍ର ପାଇଁ ସେ ବେଶ ଲୋକପ୍ରିୟ। ସରୋଜ ଖାନ 1974 ମସିହାରେ ଗୀତା ମେରା ନାମ ଚଳଚିତ୍ରରୁ ନିଜର କ୍ୟାରିୟର ଆରମ୍ଭ କରିଥିଲେ।

ତାଙ୍କ ବିୟୋଗରେ ପୁରା ଚଳଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି।

Saroj Khan ସରୋଜ ଖାନ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026
Latest News

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.