Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ରସଗୋଲା ଦିବସ, ମା’ ଲକ୍ଷ୍ମୀଙ୍କୁ ରସଗୋଲା ଦେଇ ପ୍ରଭୁ ଶ୍ରୀଜଗନ୍ନାଥ କରାଇବେ ମାନଭଂଜନ
ଜାତୀୟ ଖବର

ଆଜି ରସଗୋଲା ଦିବସ, ମା’ ଲକ୍ଷ୍ମୀଙ୍କୁ ରସଗୋଲା ଦେଇ ପ୍ରଭୁ ଶ୍ରୀଜଗନ୍ନାଥ କରାଇବେ ମାନଭଂଜନ

July 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ, ଆଜି ହେଉଛି ରସଗୋଲା ଦିବସ। ଏହି ଦିବସଟି ମିଠା ବ୍ୟବସାୟୀଙ୍କ ପାଇଁ ଯେତିକି ଗୁରୁତ୍ବ, ଜଗନ୍ନାଥ ପ୍ରେମୀଙ୍କ ପାଇଁ ସେତିକି ଗୁରୁତ୍ବ। କାରଣ ଆଜି  ମା ଲକ୍ଷ୍ମୀଙ୍କ ମାନଭଂଜନ ପାଇଁ ତାଙ୍କୁ ପ୍ରଭୁ ଶ୍ରୀ ଜଗନ୍ନାଥ ରସଗୋଲା ପ୍ରଦାନ କରିବେ। ଏହି ପରଂପରା କାହିଁ କେଉଁ କାଳରୁ ଜଗନ୍ନାଥ ସଂସ୍କୃତିରେ ପ୍ରଚଳିତ ହୋଇ ଆସୁଛି। ପ୍ରତି ବର୍ଷ ପ୍ରଭୁଙ୍କ ନୀଳାଦ୍ରୀବିଜେ ବେଳେ ଏହି ପର୍ବ ପାଳିତ ହୋଇଥାଏ।

ପରଂପରା ଅନୁସାରେ ପ୍ରତିବର୍ଷ ରଥଯାତ୍ରାରେ ତିନିଠାକୁର ଶ୍ରୀମନ୍ଦିର ପରିତ୍ୟାଗ କରି ଗୁଣ୍ଡିଚା ମନ୍ଦିର ଆସିଥାନ୍ତି। ଏହି ସମୟରେ ମା ଲକ୍ଷ୍ମୀଙ୍କୁ ଜଗନ୍ନାଥ ସାଥୀରେ ଆଣନ୍ତି ନାହିଁ। ଫଳରେ ମା ଲକ୍ଷ୍ମୀ ରାଗିଯାଇ ପ୍ରଭୃଙ୍କ ରଥକୁ ଭାଙ୍ଗି ଦିଅନ୍ତି। ମା ଙ୍କ ଏପରି ରାଗ ଦେଖି ପ୍ରଭୁ ମନ୍ଦିର ପ୍ରତ୍ୟାବର୍ତ୍ତନ ବେଳେ ଲକ୍ଷ୍ମୀ ଠାକୁରାଣୀଙ୍କୁ ରସଗୋଲା ଦେଇ ତାଙ୍କ ରାଗକୁ ଶାନ୍ତ କରାନ୍ତି।

ରସଗୋଲା ଦିବସ ଉପଲକ୍ଷେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳା ଭୂମିରେ କରିଛନ୍ତି ଏକ ବାଲାୁକା କଳା। ଏଥିରେ ସୁଦର୍ଶନ ତାଙ୍କ କଳାରେ ଜଗନ୍ନାଥ, ଶ୍ରୀମନ୍ଦିର, ରଥ ଏବଂ ପତିତପାବନ ବାନା ସହିତ ରସଗୋଲା ଭୋଗକୁ ସ୍ଥାନିତ କରିଛନ୍ତି। ବାଲିକୁ ରଂଗୀନ କରି ଏହି ରସଗୋଲା ଦିବସ ସ୍ଥାପତ୍ୟ ବେଶ୍ ଆକର୍ଷଣୀୟ ହୋଇପାରିଛି।

ରସଗୋଲା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ହରିଶ ରାୱତଙ୍କ ଇସ୍ତଫା ପଛରେ ବଡ଼ ରାଜନୈତିକ ଟ୍ୱିଷ୍ଟ! ୨୦୨୭ ପୂର୍ବରୁ ଉଷ୍ମ ଉତ୍ତରାଖଣ୍ଡ ରାଜନୀତି

September 12, 2026

ପୁଣି ଭୂକମ୍ପରେ ଥରିଲା ଇଣ୍ଡୋନେସିଆ: ୨୪ ଘଣ୍ଟାରେ ଦ୍ୱିତୀୟ ଭୂକମ୍ପ

September 12, 2026

ଦିଲ୍ଲୀରେ ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ ଆରମ୍ଭ

September 12, 2026

ଇତିହାସରେ ପ୍ରଥମ : ନିଜ ଦେଶରେ ଅତିଥି ଡ୍ରେସିଂ ରୁମ୍‌ରେ ରହିବ ଇଣ୍ଡିଆ

September 12, 2026
Latest News

ସାମାନ୍ୟ ବଚସାରୁ ତାତିଲା ଗାଁ, ଖଣ୍ଡା ଧରି ଯୁବକଙ୍କ ତାଣ୍ଡବ

September 12, 2026

ହରିଶ ରାୱତଙ୍କ ଇସ୍ତଫା ପଛରେ ବଡ଼ ରାଜନୈତିକ ଟ୍ୱିଷ୍ଟ! ୨୦୨୭ ପୂର୍ବରୁ ଉଷ୍ମ ଉତ୍ତରାଖଣ୍ଡ ରାଜନୀତି

September 12, 2026

ବଦଳାନ୍ତୁ ଶୋଇବାର ଶୈଳୀ, ନଚେତ୍ ରୋଗରେ ପଡ଼ିପାରନ୍ତି

September 12, 2026

ଆମେରିକାରେ UPIର ନୂଆ ଅଧ୍ୟାୟ, Zelle ସହ ହେବ ଡିଜିଟାଲ୍‌ ପେମେଣ୍ଟ ବ୍ରିଜ୍‌

September 12, 2026

ପୁଣି ଭୂକମ୍ପରେ ଥରିଲା ଇଣ୍ଡୋନେସିଆ: ୨୪ ଘଣ୍ଟାରେ ଦ୍ୱିତୀୟ ଭୂକମ୍ପ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.