Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁକା କଳାରେ ସରୋଜ ଖାନଙ୍କୁ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କଲେ ପ୍ରଖ୍ୟାତ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ
ଆଜିର ଖବର

ବାଲୁକା କଳାରେ ସରୋଜ ଖାନଙ୍କୁ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କଲେ ପ୍ରଖ୍ୟାତ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

July 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Tribute to Saroj Khan on Sand art by Sudarshan Patnaik

ପୁରୀ, ଗତକାଲି ପ୍ରତିଷ୍ଠିତ କୋରିଓଗ୍ରାଫର ସରୋଜ ଖାନଙ୍କ ଦେହାନ୍ତ ହୋଇଯାଇଛି। ତାଙ୍କ ପରଲୋକରେ ସାରା ଦେଶର ଚଳଚିତ୍ର ପ୍ରେମୀଙ୍କୁ ଆଘାତ ଦେଇଛି। ସେହିପରି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ମଧ୍ୟ ଏହା ବ୍ୟତିଥ କରିଛି। ତେବେ ସୁଦର୍ଶନ ପୁରୀ ବେଳାଭୂମିରେ ସରୋଜଙ୍କ ସ୍ଥାପତ୍ୟ ନିର୍ମାଣ କରି ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି।

ସୁଦର୍ଶନ ତାଙ୍କ କଳାରେ ଏକ ସିନେମା ରିଲ ଭିତରେ ସରୋଜଙ୍କ ଏକ ରଂଗୀନ ସ୍ଥାପତ୍ୟ ନିର୍ମାଣ କରିଛନ୍ତି। ଗତକାଲି ତାଙ୍କ ଦେହାନ୍ତ ପରେ ଗୋଟିଏ ଫଟୋ ବେଶ ଭାଇରାଲ ହୋଇଥିଲା। ସେହି ଫଟୋଟିରେ ସରୋଜ ମେରୁନ କଲରର ଚୁଡିଦାର ସହିତ ସବୁଜ ରଂଗର ଓଢଣୀ ପକାଇଥିଲେ। ସୁଦର୍ଶନ ସେହି ଫଟୋଟିର ଅବିକଳ ନକଲ ତାଙ୍କ ବାଲୁକା କଳାରେ ଫୁଟାଇ ପାରିଛନ୍ତି।

SudarsanPatnaik ସରୋଜ ଖାନ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ସ୍ୱାଧୀନତା ସଂଗ୍ରାମ ଥିମ୍‌ରେ ସଜ୍ଜିତ ସ୍ୱତନ୍ତ୍ର ମେଟ୍ରୋ ଟ୍ରେନ୍‌ର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ

August 28, 2026

‘ଗୁଜରାଟ ଗୌରବ ସରୋବର’ର ଉଦ୍‌ଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

August 28, 2026

ରାଶିଫଳ: ଅଗଷ୍ଟ ୨୮ ତାରିଖରେ ଏହି ରାଶି ଉପରେ ମା’ଲକ୍ଷ୍ମୀଙ୍କ ରହିଛି ଆଶୀର୍ବାଦ

August 28, 2026

କାନପୁରରେ ଟ୍ରେନିଂ ବିମାନ ଦୁର୍ଘଟଣା, ପାଇଲଟ୍‌-କୋ-ପାଇଲଟ୍‌ ମୃତ

August 28, 2026
Latest News

ଭାରତର ସ୍ୱାଧୀନତା ସଂଗ୍ରାମ ଥିମ୍‌ରେ ସଜ୍ଜିତ ସ୍ୱତନ୍ତ୍ର ମେଟ୍ରୋ ଟ୍ରେନ୍‌ର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ

August 28, 2026

‘ଗୁଜରାଟ ଗୌରବ ସରୋବର’ର ଉଦ୍‌ଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

August 28, 2026

ରାଶିଫଳ: ଅଗଷ୍ଟ ୨୮ ତାରିଖରେ ଏହି ରାଶି ଉପରେ ମା’ଲକ୍ଷ୍ମୀଙ୍କ ରହିଛି ଆଶୀର୍ବାଦ

August 28, 2026

କାନପୁରରେ ଟ୍ରେନିଂ ବିମାନ ଦୁର୍ଘଟଣା, ପାଇଲଟ୍‌-କୋ-ପାଇଲଟ୍‌ ମୃତ

August 28, 2026

ଗଞ୍ଜାମରେ ବିସ୍ଥାପିତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି : ୧,୩୭୧ ପରିବାର ପାଇଁ  ୭୫.୬୦ କୋଟିର ପ୍ୟାକେଜ ଘୋଷଣା

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.