Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଚ୍ଚନ ପରିବାରର ଆଉ ଦୁଇ ସଦସ୍ୟଙ୍କୁ କରୋନା : ଐଶ୍ବର୍ଯ୍ୟା ଓ ଆରାଧ୍ୟାଙ୍କ ରିପୋର୍ଟ ପଜିଟିଭ୍‌
ଆଜିର ଖବର

ବଚ୍ଚନ ପରିବାରର ଆଉ ଦୁଇ ସଦସ୍ୟଙ୍କୁ କରୋନା : ଐଶ୍ବର୍ଯ୍ୟା ଓ ଆରାଧ୍ୟାଙ୍କ ରିପୋର୍ଟ ପଜିଟିଭ୍‌

July 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ବଲିଉଡ୍‌ର ମିଲେନିୟମ ଷ୍ଟାର ଅମିତାଭ ଓ ଅଭିଷେକ କରୋନାରେ ପୀଡ଼ିତ ହେବା ପରେ ଅଭିନେତ୍ରୀ ଐଶ୍ବର୍ଯ୍ୟା ଓ ବେବି ଆରାଧ୍ୟା ବଚ୍ଚନ ଏବେ କରୋନାରେ ସଂକ୍ରମିତ ହୋଇଥିବାର ସୂଚନା ମିଳିଛି । ଐଶ୍ବର୍ଯ୍ୟା ଓ ଆରାଧ୍ୟାଙ୍କ ରିପୋର୍ଟ ପଜିଟିଭ୍‌ ନେଇ ବିଏମ୍‌ସି ସହକାରୀ କମିଶନର ସୂଚନା ଦେଇଛନ୍ତି ।ତେବେ ଜୟା ବଚ୍ଚନ ଓ ତାଙ୍କ ଝିଅ ନୀତୁଙ୍କ ରିପୋର୍ଟ କିନ୍ତୁ ନେଗେଟିଭ୍‌ ଆସିଛି ।

ଗତକାଲି ଅମିତାଭ ବଚ୍ଚନ ପଜିଟିଭ୍‌ ହୋଇଥିବା ନେଇ ଟୁଇଟ୍‌ ଯୋଗେ ସୂଚନା ଦେଇଥିଲେ । ଅମିତାଭ ଓ ଅଭିଷେକ ନାନାବତୀ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି । ଦୁହିଁଙ୍କଠାରେ କରୋନାର ସାମାନ୍ୟ ଲକ୍ଷଣ ଦେଖାଯାଇଛି ।

ବିଏମ୍ସି ତରଫରୁ ଅମିତାଭ ବଚ୍ଚନଙ୍କ ବଙ୍ଗଳା ’ଜଲ୍‌ସା’କୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି ।  ବଙ୍ଗଳା ବାହାରେ କଣ୍ଟେନମେଣ୍ଟ ଜୋନ୍‌ ନୋଟିସ୍‌ ଲଗାଯାଇ ସାନିଟାଇଜ୍‌ କରାଯାଇଛି ।

Aaradhya Aishwarya
Share. Facebook Twitter LinkedIn Email WhatsApp Copy Link

Related Posts

Nuapada Byelection: ବିଜେଡି ଛାଡି କଂଗ୍ରେସରେ ସାମିଲ ହେଲେ ନୂଆପଡା ଏନଏସିର ପୂର୍ବତନ ଅଧ୍ୟକ୍ଷ

October 10, 2025

ପାକିସ୍ତାନକୁ କ୍ଷେପଣାସ୍ତ୍ର ଯୋଗାଇବ ନାହିଁ ଆମେରିକା: ସ୍ପଷ୍ଟ ଭାବରେ ଖାରଜ କଲା ଯୁଦ୍ଧ ବିଭାଗ

October 10, 2025

ବାଇକ ଦୁର୍ଘଟଣାରେ ଚିଲିକା ତହସିଲଦାର ଗୁରୁତର, ଭୁବନେଶ୍ଵର ସ୍ଥାନାନ୍ତର

October 10, 2025

ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?

October 10, 2025
Latest News

Nuapada Byelection: ବିଜେଡି ଛାଡି କଂଗ୍ରେସରେ ସାମିଲ ହେଲେ ନୂଆପଡା ଏନଏସିର ପୂର୍ବତନ ଅଧ୍ୟକ୍ଷ

October 10, 2025

ପାକିସ୍ତାନକୁ କ୍ଷେପଣାସ୍ତ୍ର ଯୋଗାଇବ ନାହିଁ ଆମେରିକା: ସ୍ପଷ୍ଟ ଭାବରେ ଖାରଜ କଲା ଯୁଦ୍ଧ ବିଭାଗ

October 10, 2025

ବାଇକ ଦୁର୍ଘଟଣାରେ ଚିଲିକା ତହସିଲଦାର ଗୁରୁତର, ଭୁବନେଶ୍ଵର ସ୍ଥାନାନ୍ତର

October 10, 2025

ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?

October 10, 2025

ଭାରତର ଭବିଷ୍ୟତ ଗଢ଼ୁଛି ବାୟୋମେଡିକାଲ୍ ଗବେଷଣା

October 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.