Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି ଅନଲାଇନରେ ବୁକିଂ ହେବ ସଂସ୍କୃତି ବିଭାଗର ଉତ୍କଳ, ଭଂଜକଳା ଏବଂ ରବିନ୍ଦ୍ର ମଣ୍ଡପ
ଆଜିର ଖବର

ଏଣିକି ଅନଲାଇନରେ ବୁକିଂ ହେବ ସଂସ୍କୃତି ବିଭାଗର ଉତ୍କଳ, ଭଂଜକଳା ଏବଂ ରବିନ୍ଦ୍ର ମଣ୍ଡପ

August 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏଣିକି ଅନଲାଇନରେ ବୁକିଂ ହେବ ସଂସ୍କୃତି ବିଭାଗର ଉତ୍କଳ, ଭଂଜକଳା ଏବଂ ରବିନ୍ଦ୍ର ମଣ୍ଡପ

ଭୁବନେଶ୍ବର, ଏଣିକି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ରହିଥିବା ଭୁବନେଶ୍ୱରର ତିନୋଟି ମଣ୍ଡପ ଯଥା ରବିନ୍ଦ୍ରମଣ୍ଡପ, ଉତ୍କଳମଣ୍ଡପ ଓ ଭଞ୍ଜକଳା ମଣ୍ଡପର ସଂରକ୍ଷଣ ଅନ୍‌ଲାଇନ୍‌ରେ ହୋଇ ପାରିବ । ଆଜି ଅପରାହ୍ନରେ ସ୍ଥାନୀୟ ସଂସ୍କୃତିଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ଭର୍ଚୁଆଲ୍‌ କାର୍ଯ୍ୟକ୍ରମରେ ଏହି ଅନ୍‌ଲାଇନ୍‌ ବୁକିଂ ବ୍ୟବସ୍ଥାକୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଉଦ୍‌ଘାଟନ କରିଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ କରାଯାଇ ବିଭାଗକୁ ଅଧିକ କି୍ରୟାଶୀଳ ଓ ଚଳଚଞ୍ଚଳ କରାଯିବାକୁ ଉଦ୍ୟମ ଅବ୍ୟାହତ ରହିଛି। ଏହି ତିନୋଟି ମଣ୍ଡପର ସଂରକ୍ଷଣ ପାଇଁ ଏବେ କୌଣସି ବ୍ୟକ୍ତିବିଶେଷ କିମ୍ବା ଅନୁଷ୍ଠାନକୁ ଅଯଥା ଧାଁଦଉଡ଼ କରିବାକୁ ପଡ଼ିବ ନାହିଁ । ଯେକୌଣସି ସ୍ଥାନରେ ରହି ଅନ୍‌ଲାଇନ୍‌ ସଂରକ୍ଷଣ କରାଯାଇ ପାରିବ ଓ ଏହା ଫଳରେ କାର୍ଯ୍ୟ ସଂପାଦନ ସହଜ ଓ ଉପାଦେୟ ହୋଇ ପାରିବ ବୋଲି ସେ ଆଶା ପ୍ରକାଶ କରିବା ସହିତ ଏହି କାର୍ଯ୍ୟ ପାଇଁ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ସହାୟତା ଯୋଗାଇ ଦେଇଥିବାରୁ ସେ ଧନ୍ୟବାଦ ଅର୍ପଣ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଏକତା ପରିଷଦ ଟ୍ରଷ୍ଟରେ ଓଡ଼ିଆ ପକ୍ଷର “କଳାକାର ସମ୍ବର୍ଦ୍ଧନା ଦିବସ” ପାଳିତ

April 10, 2026

ମହାନଦୀ ଟ୍ରିବୁନାଲ ପାଖରୁ ଅନ୍ତରୀଣ ରାୟ ପାଇଁ ଅଧ୍ୟକ୍ଷଙ୍କୁ ଚିଠି

April 10, 2026

ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

April 10, 2026

ଆଜିର RR ଏବଂ RCB ମଧ୍ୟରେ ଲଢେଇ: ଜାଣନ୍ତୁ ପ୍ଲେଇଂ ଇଲେଭେନ ଏବଂ ପିଚ ରିପୋର୍ଟ

April 10, 2026
Latest News

ଏକତା ପରିଷଦ ଟ୍ରଷ୍ଟରେ ଓଡ଼ିଆ ପକ୍ଷର “କଳାକାର ସମ୍ବର୍ଦ୍ଧନା ଦିବସ” ପାଳିତ

April 10, 2026

ମହାନଦୀ ଟ୍ରିବୁନାଲ ପାଖରୁ ଅନ୍ତରୀଣ ରାୟ ପାଇଁ ଅଧ୍ୟକ୍ଷଙ୍କୁ ଚିଠି

April 10, 2026

ଯୁଦ୍ଧ ସମସ୍ତଙ୍କ ପାଇଁ କ୍ଷତିକାରକ

April 10, 2026

ଯୁଦ୍ଧବିରତି ପରେ ଶେଷ ହେବ କି LPG ଚିନ୍ତା, ଜାଣନ୍ତୁ କ’ଣ କହିଲେ ସରକାର?

April 10, 2026

ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.