Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରୁଷରେ ଜଗନ୍ନାଥ ଭକ୍ତମାନେ ନିର୍ମାଣ କଲେ ବରଫର ଜଗନ୍ନାଥ, ବଳଭଦ୍ର ଏବଂ ମା ସୁଭଦ୍ରାଙ୍କ ପ୍ରତିମୂର୍ତ୍ତି
ଆଜିର ଖବର

ରୁଷରେ ଜଗନ୍ନାଥ ଭକ୍ତମାନେ ନିର୍ମାଣ କଲେ ବରଫର ଜଗନ୍ନାଥ, ବଳଭଦ୍ର ଏବଂ ମା ସୁଭଦ୍ରାଙ୍କ ପ୍ରତିମୂର୍ତ୍ତି

September 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜଗନ୍ନାଥ ଭକ୍ତମାନେ ରୁଷରେ ନିର୍ମାଣ କଲେ ବରଫର ଜଗନ୍ନାଥ ବଳଭଦ୍ର ଏବଂ ମା ସୁଭଦ୍ରାଙ୍କ ପ୍ରତିମୂର୍ତ୍ତି

ସାଇବେରିଆ, ରୁଷିଆରେ ଥିବା ଜଗନ୍ନାଥ ଭକ୍ତମାନେ ଏକ ଅଭିନବ ପରକଳ୍ପନା କରିଛନ୍ତି। ସେମାନେ ବରଫାବୃତ ସାଇବେରିଆ ଅଞ୍ଚଳରେ ନିର୍ମାଣ କରିଛନ୍ତି ଜଗନ୍ନାଥ, ବଳଭଦ୍ର ଏବଂ ମା ସୁଭଦ୍ରାଙ୍କ ପ୍ରତିମୂର୍ତ୍ତି। ତେବେ ପଥର କିମ୍ବା କାଠରେ ନୁହେଁ। ସେମାନେ ସେଠାରେ ଜମାଟ ବନ୍ଧି ରହିଥିବା ବରଫ ଉପରେ ଏହି ତ୍ରିମୂର୍ତ୍ତି ନିର୍ମାଣ କରିଛନ୍ତି।

ଆଶ୍ଚର୍ଯ୍ୟର କଥା ଏହି ବରଫରେ ସେମାନେ ବିଭିନ୍ନ ରଂଗ ଦେଇ ମୂର୍ତ୍ତି ତିନୋଟି ବେଶ୍ ଆକର୍ଷଣୀୟ କରିଛନ୍ତି। ଏଥିସହିତ ସେମାନେ ଏହି ବରଫରେ ଅନେକ ସୁକ୍ଷ୍ମ କାରୁକାର୍ଯ୍ୟ କରିଛନ୍ତି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ମୂର୍ତ୍ତି ତିନୋଟି ଏପରି ଅବିକଳ ହୋଇଛି ଯେ, ସେଠାକୁ ତିନିଠାକୁରଙ୍କୁ ଦର୍ଶନ କରିବା ପାଇଁ ବର୍ତ୍ତମାନ ଜଗନ୍ନାଥ ଭକ୍ତଙ୍କ ଆଗମନ ହେବାରେ ଲାଗିଛି।

ଜୟ ଜଗନ୍ନାଥ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.