Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Cyclone News: ଆଗାମୀ ୬ ଘଣ୍ଟାରେ ବଙ୍ଗୋପସାଗରରେ ବାତ୍ୟା, ଜାରୀ ହେଲା ସତର୍କ ସୂଚନା
ଆଜିର ଖବର

Cyclone News: ଆଗାମୀ ୬ ଘଣ୍ଟାରେ ବଙ୍ଗୋପସାଗରରେ ବାତ୍ୟା, ଜାରୀ ହେଲା ସତର୍କ ସୂଚନା

October 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
BigNews: ଆଗାମୀ ୬ ଘଣ୍ଟାରେ ବଙ୍ଗୋପସାଗରରେ ବାତ୍ୟା, ଜାରୀ ହେଲା ବନ୍ଦର ସତର୍କ ସୂଚନା

ଭୁବନେଶ୍ବର: ଅକ୍ଟୋବରରେ ବାତ୍ୟା ନେଇ ସୂଚନା ପ୍ରଦାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ବିଭାଗ ଅନୁସାରେ ଆଗାମୀ ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି।

ଗତ ୬ ଘଣ୍ଟାରେ ଘଣ୍ଟାପ୍ରତି ବେଗ ୧୩ କିମି ବେଗରେ ଉତ୍ତର-ପୂର୍ବ ଦିଗରେ ଅଗ୍ରସର ହେଉଛି ଗଭୀର ଅବପାତ, ଏହା ବର୍ତ୍ତମାନ ପାରାଦ୍ୱୀପ ଠାରୁ ଦକ୍ଷିଣ ଦିଗରେ ୩୬୦ କିମି ଦୂରରେ କେନ୍ଦ୍ରୀଭୂତ ଅଛି।

ବାତ୍ୟା ଆଶଙ୍କା ନେଇ ରାଜ୍ୟର ସମସ୍ତ ସାମୁଦ୍ରିକ ବନ୍ଦର ଗୋପାଳପୁର, ପୁରୀ (ସିଗ୍ନାଲ ପୋର୍ଟ), ପାରାଦ୍ୱୀପ ଏବଂ ଧାମରା ପାଇଁ ବିପଦ ସଂକେତ ୩- ଜାରି କରାଯାଇଛି। ମତ୍ସ୍ୟଜୀବୀ ସମୁଦ୍ରକୁ ନ ଯିବା ପାଇଁ ମଧ୍ୟ ବାରଣ କରାଯାଇଛି।

cyclone ବଙ୍ଗୋପସାଗର ବାତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ପକ୍ଷରୁ ପୁରୀ–ସୋଲାପୁର ସ୍ପେଶାଲ୍ ଏକ୍ସପ୍ରେସ୍ ଟ୍ରେନ

August 6, 2026

ପାଇରେସୀ ବିରୋଧରେ ନିର୍ଣ୍ଣାୟକ ପଦକ୍ଷେପ: ୧୨୬୩ ୱେବସାଇଟ୍ ହେଲା ନିଷ୍କ୍ରିୟ

August 6, 2026

ଓଡ଼ିଶାର ସମସ୍ତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ

August 6, 2026

ରେଢ଼ାଖୋଲ ଅଞ୍ଚଳରୁ ଫେରିବାଲା ଓ ମିସ୍ତ୍ରୀଙ୍କୁ ଚିହ୍ନଟ କରି ବିଦା କରାଯାଉ: ବିଜେପି ନେତାଙ୍କ ଦାବି

August 6, 2026
Latest News

ପୂର୍ବତଟ ରେଳପଥ ପକ୍ଷରୁ ପୁରୀ–ସୋଲାପୁର ସ୍ପେଶାଲ୍ ଏକ୍ସପ୍ରେସ୍ ଟ୍ରେନ

August 6, 2026

ପାଇରେସୀ ବିରୋଧରେ ନିର୍ଣ୍ଣାୟକ ପଦକ୍ଷେପ: ୧୨୬୩ ୱେବସାଇଟ୍ ହେଲା ନିଷ୍କ୍ରିୟ

August 6, 2026

ଓଡ଼ିଶାର ସମସ୍ତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ

August 6, 2026

ରେଢ଼ାଖୋଲ ଅଞ୍ଚଳରୁ ଫେରିବାଲା ଓ ମିସ୍ତ୍ରୀଙ୍କୁ ଚିହ୍ନଟ କରି ବିଦା କରାଯାଉ: ବିଜେପି ନେତାଙ୍କ ଦାବି

August 6, 2026

ଅଗଷ୍ଟ ୬ ତାରିଖ ରାଶିଫଳ: ପଢନ୍ତୁ ଆଜିର ଦିନଟି କିପରି ରହିବ?

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.