Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»Election News: ନିର୍ବାଚନ ପାଇଁ ରାଜ୍ୟରେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ଫୋର୍ସ ମୁତୟନ
ନିର୍ବାଚନ ଖବର

Election News: ନିର୍ବାଚନ ପାଇଁ ରାଜ୍ୟରେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ଫୋର୍ସ ମୁତୟନ

March 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶାରେ ଏକକାଳୀନ ଅନୁଷ୍ଠିତ ହେବାକୁ ଥିବା ଲୋକସଭା ଓ ରାଜ୍ୟ ବିଧାନସଭା ନିର୍ବାଚନ ପାଇଁ ଗୃହ ମନ୍ତ୍ରଣାଳୟ ତରଫରୁ ୭୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ଫୋର୍ସ (ସିଆର୍‌ପିଏଫ୍‌) ମୁତୟନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି।

ପ୍ରଥମ ପର୍ଯ୍ୟାୟ ଅର୍ଥାତ୍‌ ମାର୍ଚ୍ଚ ୧ ତାରିଖ ସୁଦ୍ଧା ରାଜ୍ୟରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ ଓ ସୀମା ସୁରକ୍ଷା ବାହିନୀର ୫୦ କମ୍ପାନୀ ଫୋର୍ସ ନିର୍ବାଚନ ପାଇଁ ବିଭିନ୍ନ ସ୍ଥାନରେ ମୁତୟନ ହୋଇଛନ୍ତି ।

ଦ୍ୱିତୀୟ ପର୍ଯ୍ୟାୟରେ ମାର୍ଚ୍ଚ ୭ ତାରିଖ ସୁଦ୍ଧା ଅବଶିଷ୍ଟ ସୀମା ସୁରକ୍ଷା ବାହିନୀ (ବିଏସ୍‌ଏଫ୍‌), କେନ୍ଦ୍ରୀୟ ରିଜର୍ଭ ପୋଲିସ୍‌ ଫୋର୍ସ (ସିଆର୍‌ପିଏଫ୍‌) ଓ କେନ୍ଦ୍ରୀୟ ଇଣ୍ଡଷ୍ଟି୍ରଆଲ୍‌ ସିକୁ୍ୟରିଟି ଫୋର୍ସ (ସିଆଇଏସ୍‌ଏଫ୍‌)ର ୨୫ ଗୋଟି କମ୍ପାନୀ ରାଜ୍ୟର ବିଭିନ୍ନ ଅଞ୍ଚଳରେ ମୁତୟନ କରାଯିବା ପାଇଁ ସ୍ଥିର ହୋଇଛି।

ଏତଦ୍‌ବ୍ୟତୀତ ପୁରୀ, ଯାଜପୁର, ସମ୍ବଲପୁର, ଭୁବନେଶ୍ୱର ଓ କଟକ ଜିଲ୍ଲା ପାଇଁ ଗୋଟିଏ ଲେଖାଏଁ କମ୍ପାନୀ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସିଆର୍‌ପିଏଫ୍‌) ଓ ରାଉରକେଲା, ବାଲେଶ୍ୱର, ଭଦ୍ରକ, ଅନୁଗୋଳ ଓ ବ୍ରହ୍ମପୁର ପାଇଁ ଗୋଟିଏ ଲେଖାଏଁ କମ୍ପାନୀ ସୀମା ସୁରକ୍ଷା ବାହିନୀ ମୁତୟନ କରାଯିବା ପାଇଁ ସ୍ଥିର କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

Election2024 ନିର୍ବାଚନ2024
Share. Facebook Twitter LinkedIn Email WhatsApp Copy Link

Related Posts

ପିଏମ କିଷାନ ଯୋଜନା: ଶୀଘ୍ର କରନ୍ତୁ ଏହି କାମ, ନଚେତ୍ ବନ୍ଦ ହୋଇଯିବ ଆପଣଙ୍କର 22ତମ କିସ୍ତି

January 10, 2026

ଅଜଣା ଗାଡ଼ି ଧକ୍କାରେ ମହିଳାଙ୍କ ମୃତ୍ୟୁ

January 10, 2026

ଦୁଇ ଦିନରେ ସୁନା ଦର ୨୪,୬୦୦କୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

January 10, 2026

ଜାନୁଆରି ୨୦୨୬ ଶିକ୍ଷା ସତ୍ର ପାଇଁ ‘ଇଗ୍ନୋ’ ରେ ନାମଲେଖା ଆରମ୍ଭ

January 10, 2026
Latest News

ପିଏମ କିଷାନ ଯୋଜନା: ଶୀଘ୍ର କରନ୍ତୁ ଏହି କାମ, ନଚେତ୍ ବନ୍ଦ ହୋଇଯିବ ଆପଣଙ୍କର 22ତମ କିସ୍ତି

January 10, 2026

ଅଜଣା ଗାଡ଼ି ଧକ୍କାରେ ମହିଳାଙ୍କ ମୃତ୍ୟୁ

January 10, 2026

ଦୁଇ ଦିନରେ ସୁନା ଦର ୨୪,୬୦୦କୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

January 10, 2026

ଜାନୁଆରି ୨୦୨୬ ଶିକ୍ଷା ସତ୍ର ପାଇଁ ‘ଇଗ୍ନୋ’ ରେ ନାମଲେଖା ଆରମ୍ଭ

January 10, 2026

ଟ୍ରମ୍ପଙ୍କ ଶୁଳ୍କର ପ୍ରଭାବ ଯୋଗୁଁ ବଢୁଛି ଚୀନ-ଭାରତ ସମ୍ପର୍କ: ବୃଦ୍ଧି ହେଲା ବାଣିଜ୍ୟ କାରବାର

January 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.