Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ବିଜେଡି ଛାଡିଲେ ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା
ନିର୍ବାଚନ ଖବର

ବିଜେଡି ଛାଡିଲେ ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା

March 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡି ଛାଡିଲେ ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା

ଭୁବନେଶ୍ବର: ଶେଷରେ ବିଜେଡିରୁ ଇସ୍ତଫା ଦେଇଛନ୍ତି ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା। ସେ ଆଜି ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇ ଦେଇଛନ୍ତି। ସେ ଦଳର କାର୍ଯ୍ୟକଳାପ ଉପରେ ଅସନ୍ତୁଷ୍ଠ ହୋଇ ଏପରି ନିଷ୍ପତି ନେଇଛନ୍ତି ବୋଲି ସୁଦର୍ଶନ କହିଛନ୍ତି।

ସୁଦର୍ଶନ 2009 ମସିହାରେ ରେମୁଣାରୁ ବିଜେଡି ବିଧାୟକ ଥିଲେ। ଏହାପରେ ତାଙ୍କୁ 2014ରେ ଦଳ ଟିକେଟ ଦେଇଥିଲା। ହେଲେ ସେ ହାରିଯାଇଥିଲା। ଫଳରେ ଦଳ 2019 ରେ ତାଙ୍କୁ ଆଉ ଟିକେଟ ନ ଦେଇ ସୁଧାଂଶୁ ପରିଡାଙ୍କୁ ଟିକେଟ ଦେଇଥିଲା। ବର୍ତ୍ତମାନ ସେ ବିଧାୟକ ଅଛନ୍ତି।

ରେମୁଣା ସୁଦର୍ଶନ ଜେନା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026
Latest News

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026

ବିଭିନ୍ନ ପ୍ରକଳ୍ପଗୁଡ଼ିକ ଉପରେ ବିଦ୍ୟୁତ ଜନିତ ସମସ୍ୟାକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.