Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ଟିକେଟ ପାଇବା ପରେ ଧନ୍ୟବାଦ ଦେବାକୁ ନବୀନ ନିବାସରେ ଭିଡ କଲେ ବିଜେଡି ପ୍ରାର୍ଥୀ
ନିର୍ବାଚନ ଖବର

ଟିକେଟ ପାଇବା ପରେ ଧନ୍ୟବାଦ ଦେବାକୁ ନବୀନ ନିବାସରେ ଭିଡ କଲେ ବିଜେଡି ପ୍ରାର୍ଥୀ

March 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ନବୀନ ନିବାସରେ ବେଶ ଭିଡ ପରିଲକ୍ଷିତ ହୋଇଥିଲା। ତେବେ ଟିକେଟ ପାଇବା ପାଇଁ ନୁହେଁ ବରଂ ଟିକେଟ ପାଇବା ପରେ ପ୍ରାର୍ଥୀଙ୍କ ଏହି ଭିଡ ଜମିଛି। ଗତକାଲି ନବୀନ ପଟ୍ଟନାୟକ 72 ଟି ବିଧାନସଭା ଏବଂ 15ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏହା ପରେ ଆଜି ସକାଳୁ ସକାଳୁ ପ୍ରାର୍ଥୀଙ୍କ ଭିଡ ପରିଲକ୍ଷିତ ହୋଇଥିଲା।

ଏଥିରେ ଅଛନ୍ତି ରୀତା ସାହୁ, ସ୍ନେହାଙ୍ଗିନୀ ଛୁରିଆ, ସୁବାସ ବେହେରା, ନିରଞ୍ଜନ ପୂଜାରୀ, ବିପ୍ଳବ ପାତ୍ର। ସେହିପରି କଟକ ସାଂସଦ ପ୍ରାର୍ଥୀ ସଂତୃପ୍ତ ମିଶ୍ର, କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି, ମୟୂରଭଂଜ ଲୋକସଭା ପ୍ରାର୍ଥୀ ସୁଦାମ ମାରାଣ୍ଡି, ବିକ୍ରମ କେଶରୀ ଆରୁଖ, ପ୍ରତାପ ଦେ. ପ୍ରମୋଦ ମଲ୍ଲିକ, ସୁଶାନ୍ତ ସିଂ ପହଞ୍ଚିି ଧନ୍ୟବାଦ ଜଣାଇଛନ୍ତି।

ଅନ୍ୟ ଏକ ସମୟରେ ପ୍ରଫୁଲ୍ଲ ସାମଲ, ଅରବିନ୍ଦ ମହାପାତ୍ର, ମାନସ ମଙ୍ଗରାଜ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଟୁକୁନି ସାହୁ, ସାଲୁଗା ପ୍ରଧାନ, ଅତନୁ ସବ୍ୟସାଚ୍ଚୀ, ଦେବୀ ରଞ୍ଜନ ତ୍ରିପାଠୀ, ବିଷ୍ଣୁଦତ ରାଉତରାୟ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବାକୁ ପହଞ୍ଚିଥିଲେ ।

ଏହା ସହ ଭାଗୀରଥୀ ସେଠୀ, ଜଗନ୍ନାଥ ନାୟକ, ବଦ୍ରୀ ପାତ୍ର, ପ୍ରଫୁଲ୍ଲ ମଲ୍ଲିକ ଓ ବ୍ୟୋମକେଶ ରାୟ ପ୍ରମୁଖ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇଛନ୍ତି ।‌ ଦିଲ୍ଲୀପ ତିର୍କୀ, ଶ୍ରୀକାନ୍ତ ସାହୁ, ଚନ୍ଦ୍ର ସାରଥୀ ବେହେରା, ସୌଭିକ ବିଶ୍ୱାଳ, ପ୍ରତାପ ଦେବ, ସୁଶାନ୍ତ ସିଂ, ଜଗନ୍ନାଥ ନାୟକ ପ୍ରମୁଖ ନବୀନ ନିବାସରେ ଭିଡ କରିଥିଲେ।

odishaelection2024
Share. Facebook Twitter LinkedIn Email WhatsApp Copy Link

Related Posts

“PMFME ଯୋଜନା” ର କାର୍ଯ୍ୟକାରିତା ସଂପର୍କିତ ଅନୁମୋଦନ କମିଟି ବୈଠକ

February 26, 2026

ନିର୍ମାଣ ବିଭାଗ ପକ୍ଷରୁ ଏଆଇର ଉପଯୋଗ ନେଇ ଏକ ଦିନିକିଆ ତାଲିମ କାର୍ଯ୍ୟକ୍ରମ

February 26, 2026

ଆଜି ଫେବୃୟାରୀ ୨୬ ଗୁରୁବାର ଦିନ ଏହି ରାଶିର ବ୍ୟକ୍ତିମାନେ ସକାଳୁ ପାଇବେ ଶୁଭ ଖବର

February 26, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026
Latest News

“PMFME ଯୋଜନା” ର କାର୍ଯ୍ୟକାରିତା ସଂପର୍କିତ ଅନୁମୋଦନ କମିଟି ବୈଠକ

February 26, 2026

ନିର୍ମାଣ ବିଭାଗ ପକ୍ଷରୁ ଏଆଇର ଉପଯୋଗ ନେଇ ଏକ ଦିନିକିଆ ତାଲିମ କାର୍ଯ୍ୟକ୍ରମ

February 26, 2026

ଆଜି ଫେବୃୟାରୀ ୨୬ ଗୁରୁବାର ଦିନ ଏହି ରାଶିର ବ୍ୟକ୍ତିମାନେ ସକାଳୁ ପାଇବେ ଶୁଭ ଖବର

February 26, 2026

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.