Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ବିଜେପି ଛାଡିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା, ଜାଣନ୍ତୁ ସେ କୁଆଡେ ଯିବେ
ନିର୍ବାଚନ ଖବର

ବିଜେପି ଛାଡିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା, ଜାଣନ୍ତୁ ସେ କୁଆଡେ ଯିବେ

March 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପି ଛାଡିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା, ଜାଣନ୍ତୁ ସେ କୁଆଡେ ଯିବେ

ଭୁବନେଶ୍ବର: ଶେଷରେ ବିଜେପିରୁ ଇସ୍ତଫା ଦେଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ ଆଜି ନିଜର ଇସ୍ତଫା ପତ୍ର ଦଳର ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି।

ପ୍ରକାଶ କଟକ ଜିଲ୍ଲା ବିଜେପି ସଭାପତି ଥିଲେ। 2014 ରେ ସେ କଂଗ୍ରେସରୁ ସାଲେପୁର ବିଧାୟକ ହୋଇଥିଲେ। ପରେ 2019 ରେ ସେ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇ ବିଧାୟକ ପ୍ରାର୍ଥୀ ହୋଇ ଥିଲେ। ହେଲେ ସେ ହାରିଯାଇଥିଲେ।

ପ୍ରକାଶ ଖୁବଶୀଘ୍ର ବିଜେଡିରେ ମିଶିବାର ସମ୍ଭାବନା ରହିଛି। ସାଲେପୁର ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପାର୍ଥୀ ଘୋଷଣା କରି ନଥିବାରୁ ସେ ସେହି ଆସନରୁ ବିଜେଡି ଟିକେଟରେ ଲଢ଼ିବା ନେଇ ଚର୍ଚ୍ଚା ହେଉଛି।

ପ୍ରକାଶ ବେହେରା ସାଲେପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର କାର୍ଯ୍ୟକାରିତା ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

July 9, 2026

ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ ଲିଷ୍ଟ: ମନୋନୀତ ହାର ପ୍ରାୟ ୯୩.୦୪%

July 9, 2026

ଆଜି ଜୁଲାଇ ୯ ତାରିଖ ଗୁରୁବାରରେ ଏହି ସାତଟି ରାଶିର ଭାଗ୍ୟ ହେବ ଉଦୟ

July 9, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ପ୍ରଥମ ପର୍ଯ୍ୟାୟରେ ହେବ ୨୨୦୦ଟି ସ୍କୁଲ,ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

July 8, 2026
Latest News

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର କାର୍ଯ୍ୟକାରିତା ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

July 9, 2026

ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ ଲିଷ୍ଟ: ମନୋନୀତ ହାର ପ୍ରାୟ ୯୩.୦୪%

July 9, 2026

ଆଜି ଜୁଲାଇ ୯ ତାରିଖ ଗୁରୁବାରରେ ଏହି ସାତଟି ରାଶିର ଭାଗ୍ୟ ହେବ ଉଦୟ

July 9, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ପ୍ରଥମ ପର୍ଯ୍ୟାୟରେ ହେବ ୨୨୦୦ଟି ସ୍କୁଲ,ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

July 8, 2026

ଦେଶର ପ୍ରମୁଖ ବିମାନବନ୍ଦରରେ ସୁରକ୍ଷା, ଇମିଗ୍ରେସନ୍ ଓ ଯାତ୍ରୀ ସୁବିଧା ଉପରେ ଗୃହମନ୍ତ୍ରୀଙ୍କ ସମୀକ୍ଷା

July 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.