Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ଆଜି ଶଙ୍ଖ ଭବନରେ ଶଙ୍ଖ ଫୁଙ୍କିବେ କଂଗ୍ରେସର ଭେଟରାନ ଚିରଞ୍ଜୀବ ଏବଂ ବିଜେପିର ସୁକାନ୍ତ କୁମାର
ନିର୍ବାଚନ ଖବର

ଆଜି ଶଙ୍ଖ ଭବନରେ ଶଙ୍ଖ ଫୁଙ୍କିବେ କଂଗ୍ରେସର ଭେଟରାନ ଚିରଞ୍ଜୀବ ଏବଂ ବିଜେପିର ସୁକାନ୍ତ କୁମାର

March 31, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଶଙ୍ଖ ଭବନରେ ଶଙ୍ଖ ଫୁଙ୍କିବେ କଂଗ୍ରେସର ଭେଟରାନ ଚିରଞ୍ଜୀବ ଏବଂ ବିଜେପିର ସୁକାନ୍ତ କୁମାର

ଭୁବନେଶ୍ବର: ଆଜି ବିଜେଡିରେ ସାମିଲ ହେବେ କଂଗ୍ରେସ ଦଳର ଭେଟରାନ ଲିଡର ଚିରଞ୍ଜୀବ ବିଶ୍ବାଳ। ସେ ଗତକାଲି କଂଗ୍ରେସରୁ ଇସ୍ତଫା ପ୍ରଦାନ କରିଥିଲେ। ସେ ହେଉଛନ୍ତି ଜଗତସିଂହପୁର ର ପୂର୍ବତନ ବିଧାୟକ। ଏଥିସହିତ ସେ ହେଉଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ ବସନ୍ତ ବିଶ୍ବାଳଙ୍କ ପୁଅ। ବର୍ତ୍ତମାନ ଜଗତସିଂହପୁରରୁ ଚିରଞ୍ଜୀବ ତାଙ୍କ ସମର୍ଥକଙ୍କ ସହିତ ଭୁବନେଶ୍ବର ଆସୁଥିବାର ଜଣାପଡିଛି।

ସେହିପରି ଆଜି ବିଜେଡିରେ ଯୋଗ ଦେବେ ନୀଳଗିରିର ବିଧାୟକ ସୁକାନ୍ତ କୁମାର ନାୟକ। ସେ ଗତକାଲି ବିଜେପିରୁ ବିଧିବଧ ଭାବେ ଇସ୍ତଫା ପ୍ରଦାନ କରିଛନ୍ତି। ସେ ପୂର୍ବରୁ ବିଜେଡିର ବିଧାୟକ ଥିଲେ। ହେଲେ ଗତ ବିଧାନସଭା ନିର୍ବାଚନରେ ତାଙ୍କୁ ଦଳ ଟିକେଟ ନ ଦେବାରୁ ସେ ବିଜେପିରେ ସାମିଲ ହୋଇ ନିର୍ବାଚତ ହୋଇଛନ୍ତି। ବର୍ତ୍ତମାନ ତାଙ୍କର ଘର ବାହୁଡା ହେବ।

odishaelection2024 ଓଡିଶାନିର୍ବାଚନ2024 ଚିରଞ୍ଜୀବି ବିଶ୍ବାଳ ଜଗତସିଂହପୁର ନୀଳଗିରି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

May 14, 2026

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026
Latest News

ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

May 14, 2026

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.