Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ଚାନ୍ଦବାଲିରୁ ସଭାପତି ମନମୋହନ ସାମଲ, ବ୍ରହ୍ମଗିରିରୁ ଉପାସନା, ବ୍ରଜରାଜନଗରରୁ ସୁରେଶ ପୂଜାରୀ
ନିର୍ବାଚନ ଖବର

ଚାନ୍ଦବାଲିରୁ ସଭାପତି ମନମୋହନ ସାମଲ, ବ୍ରହ୍ମଗିରିରୁ ଉପାସନା, ବ୍ରଜରାଜନଗରରୁ ସୁରେଶ ପୂଜାରୀ

April 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉପାସନା ମହାପାତ୍ର
ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

ଭୁବନେଶ୍ବର: ଆଜି ବିଜେପି ତାହାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଦଳ ମୁଖ୍ୟତଃ ପୁରୁଣା ପ୍ରାର୍ଥୀଙ୍କୁ ଗୁରୁତ୍ବ ଦେଇଛି। ତେବେ ଏହି ତାଲିକାରେ କେତେକ ଚମକ କରିବା ପରେ ଘଟଣା ଘଟିଛି। ତାହା ହେଲା ଯେ, ବିଜେପି ସଭାପତି ମନମୋହନ ସାମଲ ଚାନ୍ଦବାଲିରୁ ଲଢେଇ କରିବେ।

ସେହିପରି ବ୍ରହ୍ମଗିରିରୁ ଲୁଲୁ ମହାପାତ୍ରଙ୍କ ଝିଅ ଉପାସନା ମହାପାତ୍ରଙ୍କୁ ଦଳ ଟିକେଟ ଦେଇଛି। ତାଙ୍କର ଦାଦା ଲଲାଟେନ୍ଦୁ ମହାପାତ୍ରଙ୍କୁ ଦଳ ଟିକେଟ ଦେଇ ନାହିଁ। ସେହିପରି ସାଂସଦ ଥିବା ସୁରେଶ ପୂଜାରୀଙ୍କୁ ଦଳ ବ୍ରଜରାଜ ନଗରରେ ପ୍ରାର୍ଥୀ କରିଛି। ସେହିପରି ସମ୍ବଲପୁରରେ ଦଳ ପୁଣିଥରେ ଜୟନାରାୟଣ ମିଶ୍ରଙ୍କ ଉପରେ ଭରସା କରି ଟିକେଟ ଦେଇଛି। ପୁରୀରୁ ଜୟନ୍ତ ଷଡଙ୍ଗୀଙ୍କୁ ପ୍ରାର୍ଥୀ କରିଛି।

odishaelection2024 ଉପାସନା ମହାପାତ୍ର ଓଡିଶାନିର୍ବାଚନ2024 ବିଜେପି ପ୍ରାର୍ଥୀ ତାଲିକା ସୁରେଶ ପୂଜାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026
Latest News

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.