Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ଭୋଟ ଗ୍ରହଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର
ନିର୍ବାଚନ ଖବର

ଭୋଟ ଗ୍ରହଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର

April 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୋଟ ଗ୍ରହଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଭୋଟ ଗ୍ରହଣ ଦିନକୁ ଛୁଟି ଘୋଷଣା କରିଛନ୍ତି। ଏଥିରେ ସମସ୍ତ ରାଜ୍ୟ ସରକାର କର୍ମଚାରୀ ଏବଂ ମାଜିଷ୍ଟ୍ରେଟ କୋର୍ଟ କର୍ମଚାରୀଙ୍କୁ ଏହି ଛୁଟି ମିଳିବ। ଏ ନେଇ ଆଜି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ, ଯେଉଁ ଦିନ ତାଙ୍କ ଅଞ୍ଚଳରେ ଭୋଟ ଗ୍ରହଣ ହେବ ସେହିଦିନ ସେମାନେ ଛୁଟି ନେବେ।

ନିର୍ବାଚନ କମିଶନରଙ୍କ ଘୋଷଣା ଅନୁସାରେ ନିମ୍ନଲିଖିତ ତାରିଖ ଅନୁସାରେ ଭୋଟ ଗ୍ରହଣ ହେବ

13/05/2024– କଳାହାଣ୍ଡି, ନବରଂଗପୁର, ବ୍ରହ୍ମପୁର, କୋରାପୁଟ

20/05/2024- ବରଗଡ, ସୁନ୍ଦରଗଡ, ବଲାଙ୍ଗିର, କନ୍ଧମାଳ, ଆସ୍କା

25/05/2024- ସମ୍ବଲପୁର, କେଉଁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ବର

26/05/2024- ମୟୁରଭଂଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର

odishaelection2024 ଭୋଟ ଗ୍ରହଣ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026
Latest News

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026

ପଶ୍ଚିମ ଏସିଆର ପରିସ୍ଥିତି ନେଇ ପ୍ରମୁଖ କ୍ଷେତ୍ରଗୁଡ଼ିକ ଉପରେ ଅପଡେଟ୍

April 5, 2026

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.