Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ଆଜି ଲେଉଟିବ ତାତି, ଦିନର ତାପମାତ୍ରା ୫ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ସମ୍ଭାବନା
ନିର୍ବାଚନ ଖବର

ଆଜି ଲେଉଟିବ ତାତି, ଦିନର ତାପମାତ୍ରା ୫ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ସମ୍ଭାବନା

April 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଲେଉଟିବ ତାତି, ଦିନର ତାପମାତ୍ରା ୫ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ସମ୍ଭାବନା

ଭୁବନେଶ୍ବର: କିଛି ଦିନ ଧରି ରାଜ୍ୟରେ ତାତି ହ୍ରାସ ପାଇଥିବା ବେଳେ ପୁଣି ଥରେ ତାହା ଲେଉଟିବ ବୋଲି ଜଣାପଡିଛି। ଭୁବନେଶ୍ବର ପାଣିପାଗ ବିଭାଗ ସୂଚନା ଅନୁସାରେ ଆଜିଠାରୁ ରାଜ୍ୟରେ ତାତି ବୃଦ୍ଧି ପାଇବ। ଦିନର ତାପମାତ୍ରା ପ୍ରାୟ 5 ରୁ 6 ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ ବୋଲି ପାଣିପାଗ ବିଭାଗ କହିଛି। ତେବେ ଏହି ତାତି ପ୍ରାୟ 4 ଦିନ ଧରି ଲାଗିରହିବ।

ରାଜ୍ୟରେ କାଳ ବୈଶାଖୀ ଯୋଗୁଁ କିଛି ଦିନ ଧରି ତାପମାତ୍ର ହ୍ରାସ ପାଇଛି। ଦିନରେ କୋହଲା ପବନ ସହିତ ଝିପିଝିପି ବର୍ଷା ପୁରା ପରିବେଶକୁ ଶୀତଳ କରିଦେଇଛି। ଯାହାଫଳରେ ଲୋକଙ୍କୁ ପ୍ରବଳ ତାତିରୁ ନିସ୍ତାର ମିଳିଥିଲା। ଏପ୍ରିଲ ମାସରେ ସବୁଠାରୁ ଥଣ୍ଡା ଅନୁଭୂତ ହୋଇଥିଲା। ହେଲେ ପରବର୍ତ୍ତି ସମୟରେ ଏହି ତାତି ବୃଦ୍ଧି ପାଇବ ବୋଲି ଜଣାପଡିବା ପରେ ସତର୍କ ରହିବା ପାଇଁ କୁହାଯାଇଛି।

temp ତାପମାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026
Latest News

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026

ଖୋରଧା ବ୍ଲକ୍ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.