Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ଅନୁଭବକୁ ପାନେ ଦେବା ପାଇଁ ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ
ନିର୍ବାଚନ ଖବର

ଅନୁଭବକୁ ପାନେ ଦେବା ପାଇଁ ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

April 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅନୁଭବକୁ ପାନେ ଦେବା ପାଇଁ ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ବର: ଶେଷରେ ବିଜେଡିରେ ମିଶିଲେ ଅଭିନେତ୍ରୀ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ପୂର୍ବତନ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ। ସେ ଆଜି ଶଙ୍ଖ ଭବନ ଆସି ବିଧିବଧ ଭାବେ ଦଳରେ ସାମିଲ ହୋଇଛନ୍ତି। ପୂର୍ବରୁ ବର୍ଷା ବିଜେଡି ପାଇଁ ପ୍ରଚାର କରିଥିଲେ। ଗତ ପଞ୍ଚାୟତ ତଥା ପୌର ନିର୍ବାଚନରେ ବର୍ଷା ବିଜେଡି ପାଇଁ କାର୍ଯ୍ୟ କରିଥିଲେ ମଧ୍ୟ ଦଳରେ ସାମିଲ ହୋଇ ନ ଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ତରଫରୁ ତାଙ୍କୁ ଦଳକୁ ସ୍ୱାଗତ କଲେ ସାଂସଦ ସସ୍ମିତ ପାତ୍ର। ସେ କହିଲେ, ଆଜି ଏକ ଖୁସିର ଦିନ, ବର୍ଷା ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିର ତାରକା, ଲେଖିକା, ସମାଜ ସେବି, ନାରୀ ସଶକ୍ତିକରଣ କ୍ଷେତ୍ରରେ ଵି ତାଙ୍କ ଯୋଗଦାନ ଉଲ୍ଲେଖନୀୟ। ନିମକି ଫିଲ୍ମରେ ବର୍ଷା ଯେପରି ନବୀନ ବାବୁ ଓ ବିଜୁ ବାବୁଙ୍କ ନେତୃତ୍ୱ ପାଇଁ ଏକ ପ୍ରେରଣା। ଋତୁଶ୍ରାବ ନେଇ ଝିଅ ମାନଙ୍କ ଜୀବନ ସୁଧାରିବା, ଭିନ୍ନକ୍ଷମଙ୍କ ସେବା, ମହାମାରୀ ସମୟରେ ମହିଳା ମାନଙ୍କ ଜୀବନ ଜୀବିକା ସୁଦୃଢ କରିଛନ୍ତି।

ତେଣୁ ବିଜେଡି ଦଳୀୟ କାର୍ଯ୍ୟକ୍ରମ ଓ କାମ କରିଛନ୍ତି, ତାହା ଉଲ୍ଲେଖନୀୟ. ପାଠାଗାର ଆନ୍ଦୋଳନ କରି ଶିକ୍ଷାର ବିକାଶ କରିବା ପାଇଁ ତାଙ୍କ ଉଦ୍ୟମ ଯୁବ ପିଢ଼ି ପାଇଁ ଆଦର୍ଶ। ମୁଖ୍ୟମନ୍ତ୍ରୀଙ୍କ ମହିଳା ସଶକ୍ତିକରଣ, ବିକଶିତ ଓଡିଶାର ଯାତ୍ରା ବର୍ଷାଙ୍କ ଯୋଗଦାନ ଦ୍ୱାରା ସଫଳ ହେବ।

ବର୍ଷା ପ୍ରିୟଦର୍ଶିନୀ କହିଲେ, ମୁଁ ନବୀନ ପଟ୍ଟନାୟକଙ୍କ ଫ୍ୟାନ। ଯେବେ ଵି ପ୍ରଚାର ପାଇଁ ଯାଇଛି ନବୀନ ପଟ୍ଟନାୟକଙ୍କ ଉଦେଶ୍ୟରେ ନିମକି ଫିଲ କରିଥିଲା। ତାଙ୍କ ବ୍ୟକ୍ତିତ୍ୱ ମତେ ଅନୁପ୍ରାଣିତ କରିଛି। ସେ ବହୁତ ସରଳ, କମ କଥା, କାର୍ଯ୍ୟ କଥା କୁହେ। ସେ ଅପ୍ରତିଦ୍ବଦ୍ଵି, ସେ କାହା ବିରୋଧରେ କିଛି କୁହନ୍ତି ନାହିଁ। ସ୍ୱଚ୍ଛ ଓ ହୃଦୟବନ ମଣିଷ ହେଉଛନ୍ତି ନବୀନ ପଟ୍ଟନାୟକ। ସେଥିପାଇଁ ମୁଁ ଦଳରେ ଯୋଗଦେଲି ବୋଲି ବର୍ଷା କହିଛନ୍ତି।

odishaelection2024 ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓଡିଶା ନିର୍ବାଚନ2024 ବର୍ଷା ପ୍ରିୟଦର୍ଶନୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026
Latest News

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.