Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ବିଜେଡି ନିର୍ବାଚନ ଇସ୍ତାହାରରେ ନିଜ ମତ ରଖିବା ପାଇଁ ଜନସାଧାରଣଙ୍କୁ ନିବେଦନ କଲେ ପାଣ୍ଡିଆନ
ନିର୍ବାଚନ ଖବର

ବିଜେଡି ନିର୍ବାଚନ ଇସ୍ତାହାରରେ ନିଜ ମତ ରଖିବା ପାଇଁ ଜନସାଧାରଣଙ୍କୁ ନିବେଦନ କଲେ ପାଣ୍ଡିଆନ

April 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡି ନିର୍ବାଚନ ଇସ୍ତାହାରରେ ଆପଣଙ୍କ ମତ ରଖିବେ କି ? ଲୋକଙ୍କୁ ନିବେଦନ କଲେ ପାଣ୍ଡିଆନ

ଭୁବନେଶ୍ବର: ନିର୍ବାଚନ ସମୟରେ ସବୁ ରାଜନୈତିକ ଦଳ ସେମାନଙ୍କର ଇସ୍ତାହାର ପ୍ରକାଶ କରିଥାନ୍ତି। ସେଥିରେ ଭୋଟରଙ୍କୁ ଦଳ ତରଫରୁ ବହୁ ପ୍ରତିଶୃତି ଦିଆଯାଇଥାଏ। ସେହି ଅନୁସାରେ ଭୋଟର ସେମାନଙ୍କ ଦଳକୁ ମନୋନିତ କରିଥାନ୍ତି। ସେହିପରି ବିଜେଡି ତାହାର ଇସ୍ତାହାର ଏକ ଭିନ୍ନ ପ୍ରକାରରେ ପ୍ରସ୍ତୁତ କରିବାକୁ ଚାହିୁଁଛି।

ବିଜେଡି ଏଥର ଲୋକମାନଙ୍କୁ ଇସ୍ତାହାରରେ ସେମାନଙ୍କ ମତ ରଖିବା ପାଇଁ ଆହ୍ବାନ କରିଛି। ଦଳର ନେତା ତଥା 5ଟି ଏବଂ ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଆଜି ସକାଳେ ସେ ମର୍ଣ୍ଣିଂ ୱାର୍କ କରୁଥିବା ବେଳେ ସେ ଲୋକଙ୍କୁ ନିବେଦନ କରିଛନ୍ତି। ଯାହାର ଭିଡିଓ ସାମାଜିକ ଗଣମାଧ୍ୟମରେ ଘୁରି ବୁଲୁଛି।

ପାଣ୍ଡିଆନ କହିଛନ୍ତି ଯେ, ବିଜୁ ଜନତା ଦଳ ବର୍ତ୍ତମାନ ତାହାର ଇସ୍ତାହାର ପ୍ରସ୍ତୁତ କରୁଛି। ଆପଣମାନେ ଆପଣଙ୍କ ମତ ଦେଇପାରିବେ। ଆପଣଙ୍କ ମତଙ୍କୁ ମୁଖ୍ୟମନ୍ତ୍ରୀ ବେଶ ଗୁରୁତ୍ବ ପ୍ରଦାନ କରନ୍ତି। ଏହା ହେଉଛି ଆପଣଙ୍କ ସରକାର। ଆପଣଙ୍କ ମତକୁ ମୁଖ୍ୟମନ୍ତ୍ରୀ ଗୁରୁତର ସହ ବିଚାର କରି ସେଥିରେ ସ୍ଥାନିତ କରିବେ।

ଏଠାରେ ସୂଚନା ଦିଆଯାଇପାରେ କି ଯେଉଁମାନେ ବିଜେଡି ଇସ୍ତାହାରରେ ସେମାନଙ୍କ ମତାମତ ଦେବା ପାଇଁ ଚାହାଁନ୍ତି ସେମାନେ bjdmanifesto2024@gmail.com କୁ ମେଲ କରିପାରିବେ।

bjd manifesto KartikPandian odishaelection2024 ଓଡିଶା ନିର୍ବାଚନ 2024 କାର୍ତ୍ତିକ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକଭବନ ଉଦ୍ୟାନ ପରିଦର୍ଶନରେ ଆସିଥିବା ପିଲାମାନଙ୍କ ସହ ଖୁସି ବାଣ୍ଟିଲେ ରାଜ୍ୟପାଳ

January 15, 2026

ଭାରତୀୟ ନାଗରିକଙ୍କୁ ଇରାନ ଛାଡିବାକୁ ପରାମର୍ଶ ଦେଲା ଭାରତ: ହେଲ୍ପଲାଇନ୍ ନମ୍ବର ଜାରି

January 15, 2026

ଉଦଘାଟିତ ହେଲା ଅଟ୍ରି ମକର ମହୋତ୍ସବ

January 15, 2026

ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବଙ୍କ ବିଭାଗୀୟ କାର୍ଯ୍ୟ ସମୀକ୍ଷା

January 15, 2026
Latest News

ଲୋକଭବନ ଉଦ୍ୟାନ ପରିଦର୍ଶନରେ ଆସିଥିବା ପିଲାମାନଙ୍କ ସହ ଖୁସି ବାଣ୍ଟିଲେ ରାଜ୍ୟପାଳ

January 15, 2026

ଭାରତୀୟ ନାଗରିକଙ୍କୁ ଇରାନ ଛାଡିବାକୁ ପରାମର୍ଶ ଦେଲା ଭାରତ: ହେଲ୍ପଲାଇନ୍ ନମ୍ବର ଜାରି

January 15, 2026

ଉଦଘାଟିତ ହେଲା ଅଟ୍ରି ମକର ମହୋତ୍ସବ

January 15, 2026

ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବଙ୍କ ବିଭାଗୀୟ କାର୍ଯ୍ୟ ସମୀକ୍ଷା

January 15, 2026

ଜାନୁୟାରୀ ୧୫ ତାରିଖ, ଜାଣନ୍ତୁ କ’ଣ ରହିଛି ଆଜିର ରାଶିଫଳର ପ୍ରଭାବ?

January 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.