Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»Lok Sabha Elections 3rd Phase: ୧୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଶାନ୍ତିପୂର୍ଣ୍ଣ ମତଦାନ
ନିର୍ବାଚନ ଖବର

Lok Sabha Elections 3rd Phase: ୧୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଶାନ୍ତିପୂର୍ଣ୍ଣ ମତଦାନ

May 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Lok Sabha Elections 3rd Phase
Lok Sabha Elections 3rd Phase: ୧୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଶାନ୍ତିପୂର୍ଣ୍ଣ ମତଦାନ

Lok Sabha Elections 3rd Phase: ଆଜି ସକାଳ ୭ଟାରୁ ଆରମ୍ଭ ହୋଇଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୯୩ଟି ସଂସଦୀୟ କ୍ଷେତ୍ରରେ ରାତି ୮ଟା ସୁଦ୍ଧା ୬୧.୪୫ ପ୍ରତିଶତ ମତଦାନ ହୋଇଛି। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହୋଇଥିଲେ ମଧ୍ୟ ଅନେକ ମତଦାନ କେନ୍ଦ୍ରରେ ମତଦାତାମାନେ ଧାଡ଼ିରେ ଛିଡ଼ା ହୋଇଥିବା ଦେଖିବାକୁ ମିଳିଥିଲା।

କେତେକ ଅଞ୍ଚଳରେ ଗରମ ପାଗ ଅନୁଭୂତ ହୋଇଥିଲେ ମଧ୍ୟ ୧୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମତଦାତାମାନେ ଉତ୍ସାହର ସହ ମତଦାନ କେନ୍ଦ୍ରରେ ମତଦାନ କରିବା ପାଇଁ ଅଂଶଗ୍ରହଣ କରିଥିଲେ।

ନିର୍ବାଚନ ଆୟୋଗ ଏହି ପର୍ଯ୍ୟାୟଠାରୁ ମତଦାତାଙ୍କ ଅଂଶଗ୍ରହଣକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରମୁଖ ଟେଲିକମ୍ ସେବା ପ୍ରଦାନକାରୀଙ୍କ ସହାୟତାରେ ଜାତୀୟ ଓ ରାଜ୍ୟ ଆଇକନମାନଙ୍କ ଠାରୁ ଏସ୍ଏମ୍ଏସ୍ ଆଲର୍ଟ, ହ୍ୱାଟ୍ସଆପ୍ ମେସେଜ୍ ଏବଂ ଭଏସ୍ କଲ୍ ବ୍ୟବସ୍ଥା ଆରମ୍ଭ କରିଛନ୍ତି। ତୃତୀୟ ପର୍ଯ୍ୟାୟ ଶେଷ ହେବା ପରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଏବଂ ୨୮୩ଟି ସଂସଦୀୟ କ୍ଷେତ୍ରରେ ସାଧାରଣ ନିର୍ବାଚନ ୨୦୨୪ ପାଇଁ ମତଦାନ ଶେଷ ହୋଇଛି ।ଏହି ପର୍ଯ୍ୟାୟରେ ମୋଟ ୧୩୩୧ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି।

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲୋକସଭା ନିର୍ବାଚନ ୨୦୨୪
Share. Facebook Twitter LinkedIn Email WhatsApp Copy Link

Related Posts

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026
Latest News

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.