Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ଭୋଟ ଦେବାକୁ ଜନସାଧାରଣଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ନିର୍ବାଚନ ଖବର

ଭୋଟ ଦେବାକୁ ଜନସାଧାରଣଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

May 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୋଟ ଦେବାକୁ ଜନସାଧାରଣଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ଓଡିଶାରେ ଆରମ୍ଭ ହୋଇଛି ମତଦାନ ପକ୍ରିୟା। ପ୍ରଥମ ପର୍ଯ୍ୟାୟରେ ମୋଟ ଚାରିଟି ଲୋକସଭା ଆସନରେ ଭୋଟ ଗ୍ରହଣ ହେଉଛି। ଏଥିସହିତ ଏହା ଅଧିନରେ ଥିବା 28ଟି ବିଧାନସଭା ପାଇଁ ମଧ୍ୟ ଭୋଟ ଗ୍ରହଣ ଚାଲିଛି। ତେବେ ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ସେ କହିଛନ୍ତି ଯେ, ଆପଣମାନଙ୍କ ପ୍ରତିଟି ଭୋଟ୍ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ। ବିକାଶର ଧାରାକୁ ଆଗେଇ ନେବ। ସାଧାରଣ ନିର୍ବାଚନ ୨୦୨୪ରେ ବହୁ ସଂଖାରେ ମତଦାନ କରି ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ।

ଓଡିଶା ଭୋଟ ଓଡିଶାରେ ମତଦାନ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ କେରଳମ୍, ରାଜସ୍ଥାନ ଓ ପଞ୍ଜାବର ସାମ୍ବାଦିକ ପ୍ରତିନିଧି ଦଳ ସହ ପିଆଇବିର ଆଲୋଚନା

September 15, 2026

ରାସନ କାର୍ଡଧାରୀମାନଙ୍କୁ ମାଗଣା ଏସି: କ’ଣ ନୂତନ ଯୋଜନା ଆଣିଲେ ମୋଦି ସରକାର?

September 15, 2026

ସଜନା ଶାଗ ତୋଳିବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

September 15, 2026

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

September 15, 2026
Latest News

ଭୁବନେଶ୍ୱରରେ କେରଳମ୍, ରାଜସ୍ଥାନ ଓ ପଞ୍ଜାବର ସାମ୍ବାଦିକ ପ୍ରତିନିଧି ଦଳ ସହ ପିଆଇବିର ଆଲୋଚନା

September 15, 2026

ଏସୀୟ କ୍ରୀଡ଼ା-୨୦୨୬: ସେପ୍ଟେମ୍ବର ୧୭ରୁ ଭାରତର ଅଭିଯାନ, ଜାଣନ୍ତୁ କାର୍ଯ୍ୟସୂଚୀ

September 15, 2026

ରାସନ କାର୍ଡଧାରୀମାନଙ୍କୁ ମାଗଣା ଏସି: କ’ଣ ନୂତନ ଯୋଜନା ଆଣିଲେ ମୋଦି ସରକାର?

September 15, 2026

ସଜନା ଶାଗ ତୋଳିବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

September 15, 2026

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.