Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ମୁଙ୍ଗେର ଲୋକସଭା ଆସନର ୪୫ ଟି ବୁଥରେ ପୁନଃ ମତଦାନ ଦାବି: ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟଙ୍କ ନାଁ
ନିର୍ବାଚନ ଖବର

ମୁଙ୍ଗେର ଲୋକସଭା ଆସନର ୪୫ ଟି ବୁଥରେ ପୁନଃ ମତଦାନ ଦାବି: ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟଙ୍କ ନାଁ

May 31, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁପ୍ରିମକୋର୍ଟ
"ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନ ଜରୁରୀ: SIR ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ବିହାରର ମୁମୁଙ୍ଗେର ଲୋକସଭା ଆସନର ୪୫ ଟି ବୁଥରେ ପୁନଃ ମତଦାନ ପାଇଁ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ବିହାରର ମୁଙ୍ଗେର ଲୋକସଭା ଆସନରେ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଥିଲା ଯେଉଁଥିରେ ମତଦାନ କେନ୍ଦ୍ରରେ ଅନିୟମିତତା ଅଭିଯୋଗ ହୋଇଥିଲା ଏବଂ ମୁକ୍ତ ଓ ନିରପେକ୍ଷ ନିର୍ବାଚନ ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦାବି କରାଯାଇଥିଲା। ଆଜି ସୁପ୍ରିମକୋର୍ଟରେ ଏହି ମାମଲାର ଶୁଣାଣି ହୋଇଥିଲା। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନରେ ମୁଙ୍ଗେର ଲୋକସଭା ଆସନରେ ପୁନଃ-ମତଦାନ କରିବାକୁ ଦାବି କରାଯାଇଛି।

ଏହି ମାମଲାର ଶୁଣାଣିରେ ସୁପ୍ରିମକୋର୍ଟ କ’ଣ କହିଛନ୍ତି?:

ସୁପ୍ରିମକୋର୍ଟ ଆବେଦନକାରୀ ଆରଜେଡି ପ୍ରାର୍ଥୀ କୁମାରୀ ଅନୀତାଙ୍କୁ ହାଇକୋର୍ଟଙ୍କ ନିକଟକୁ ଯିବାକୁ କହିଥିଲେ। ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣିରେ କହିଛନ୍ତି ଯେ, ଆବେଦନ ନକରି ହାଇକୋର୍ଟରେ ଅଭିଯୋଗ କରିବା ଆଦୌ ଠିକ୍ ନୁହେଁ। ହାଇକୋର୍ଟ ଖୋଲା ଅଛି, ଆପଣ ସେଠାକୁ ଯାଆନ୍ତୁ, ଆମେ ଏହା ଶୁଣିବୁ ନାହିଁ। ଆରଜେଡି ପ୍ରାର୍ଥୀ କୁମାରୀ ଅନୀତା କୋର୍ଟରେ ଦାଖଲ ହୋଇଥିବା ଆବେଦନକୁ ପ୍ରତ୍ୟାହାର କରି ନେଇଛନ୍ତି।

election 2024 evm voting
Share. Facebook Twitter LinkedIn Email WhatsApp Copy Link

Related Posts

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସିଂଗଲ ୱିଣ୍ଡୋ କ୍ଲିୟରଆନ୍ସ ଆଥୋରିଟି ବୈଠକରେ ୨୪ ପ୍ରସ୍ତାବକୁ ମଞ୍ଜୁରୀ

June 6, 2026
Latest News

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.