ଜାଣନ୍ତୁ ପ୍ରଧାନମନ୍ତ୍ରୀଙ୍କ ହାତରେ ରହିଲା କେଉଁ କେଉଁ ବିଭାଗ, କେନ୍ଦ୍ରମନ୍ତ୍ରୀ ମଣ୍ଡଳର ସଂପୂର୍ଣ୍ଣ ତାଲିକା

Published: Jun 11, 2024, 10:39 am IST

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ:- କାର୍ମିକ, ସାଧାରଣ ଅଭିଯୋଗ ଓ ପେନସନ ପ୍ରଶାସନ ମନ୍ତ୍ରଣାଳୟ; ଆଣବିକ ଶକ୍ତି ବିଭାଗ; ମହାକାଶ ବିଭାଗ; ସମସ୍ତ ଗୁରୁତ୍ୱପୂର୍ଣ୍ଣ ନୀତିଗତ ପ୍ରସଙ୍ଗ; ଏବଂ ଅନ୍ୟ ସମସ୍ତ ବିଭାଗ ଯାହା କୌଣସି ମନ୍ତ୍ରୀଙ୍କୁ ଦିଆଯାଇନାହିଁ।

କ୍ୟାବିନେଟ ମନ୍ତ୍ରୀ

୧. ଶ୍ରୀ ରାଜନାଥ ସିଂ- ପ୍ରତିରକ୍ଷା ମନ୍ତ୍ରୀ
୨. ଶ୍ରୀ ଅମିତ ଶାହ- ସ୍ୱରାଷ୍ଟ୍ର ମନ୍ତ୍ରୀ; ଏବଂ ସମବାୟ ମନ୍ତ୍ରୀ
୩. ଶ୍ରୀ ନୀତିନ ଜୟରାମ ଗଡକରୀ- ସଡ଼କ ପରିବହନ ଓ ରାଜପଥ
୪. ଶ୍ରୀ ଜଗତ ପ୍ରକାଶ ନଡ୍ଡା- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ; ଏବଂ ରସାୟନ ଓ ସାର ମନ୍ତ୍ରୀ
୫. ଶ୍ରୀ ଶିବରାଜ ସିଂ ଚୌହାନ- କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ; ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ
୬. ଶ୍ରୀମତୀ ନିର୍ମଳା ସୀତାରମଣ- ଅର୍ଥମନ୍ତ୍ରୀ; ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ
୭. ଡକ୍ଟର ସୁବ୍ରମଣ୍ୟମ ଜୟଶଙ୍କର- ବୈଦେଶିକ ବ୍ୟାପାର ମନ୍ତ୍ରୀ
୮. ଶ୍ରୀ ମନୋହର ଲାଲ- ଆବାସ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ; ଏବଂ ଶକ୍ତି ମନ୍ତ୍ରୀ
୯. ଶ୍ରୀ ଏଚ୍ ଡି କୁମାରସ୍ୱାମୀ- ଭାରୀ ଉଦ୍ୟୋଗ ମନ୍ତ୍ରୀ; ଏବଂ ଇସ୍ପାତ ମନ୍ତ୍ରୀ
୧୦. ଶ୍ରୀ ପୀୟୂଷ ଗୋୟଲ- ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ
୧୧. ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ- ଶିକ୍ଷା ମନ୍ତ୍ରୀ
୧୨. ଶ୍ରୀ ଜିତନ ରାମ ମାଞ୍ଝି- ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ
୧୩. ଶ୍ରୀ ରାଜୀବ ରଞ୍ଜନ ସିଂହ- ଓରଫ ଲଲନ ସିଂ ପଞ୍ଚାୟତିରାଜ ମନ୍ତ୍ରୀ; ଏବଂ ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରୀ
୧୪. ଶ୍ରୀ ସର୍ବାନନ୍ଦ ସୋନୱାଲ- ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରୀ
୧୫. ଡ. ବୀରେନ୍ଦ୍ର କୁମାର- ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ
୧୬. ଶ୍ରୀ କିଞ୍ଜରପୁ ରାମମୋହନ ନାଇଡୁ- ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ
୧୭. ଶ୍ରୀ ପ୍ରହ୍ଲାଦ ଯୋଶୀ- ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ; ଏବଂ
ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରୀ
୧୮. ଶ୍ରୀ ଜୁଏଲ ଓରାମ- ଆଦିବାସୀ ବ୍ୟାପାର ମନ୍ତ୍ରୀ
୧୯. ଶ୍ରୀ ଗିରିରାଜ ସିଂ- ବୟନ ଶିଳ୍ପ ମନ୍ତ୍ରୀ
୨୦. ଶ୍ରୀ ଅଶ୍ୱିନୀ ବୈଷ୍ଣବ- ରେଳ ମନ୍ତ୍ରୀ; ସୂଚନା ଓ ପ୍ରସାରଣ ମନ୍ତ୍ରୀ; ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ
୨୧. ଶ୍ରୀ ଜ୍ୟୋତିରାଦିତ୍ୟ ଏମ. ସିନ୍ଧିଆ- ଯୋଗାଯୋଗ ଏବଂ ଉତ୍ତର-ପୂର୍ବାଞ୍ଚଳ ବିକାଶ ମନ୍ତ୍ରୀ
୨୨. ଶ୍ରୀ ଭୁପେନ୍ଦ୍ର ଯାଦବ- ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ
୨୩. ଶ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ- ସଂସ୍କୃତି ମନ୍ତ୍ରୀ; ଏବଂ ପର‌୍ୟ୍ୟଟନ ମନ୍ତ୍ରୀ
୨୪. ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀ- ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ
୨୫. ଶ୍ରୀ କିରଣ ରିଜିଜୁ- ସଂସଦୀୟ ବ୍ୟାପାର ମନ୍ତ୍ରୀ; ଏବଂ ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ
୨୬. ଶ୍ରୀ ହରଦୀପ ସିଂ ପୁରୀ- ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରୀ
୨୭. ଡ. ମନସୁଖ ମାଣ୍ଡଭୀୟ- ଶ୍ରମ ଓ ନିୟୋଜନ ମନ୍ତ୍ରୀ; ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ାମନ୍ତ୍ରୀ
୨୮. ଶ୍ରୀ ଜି. କିଶନ ରେଡ୍ଡୀ- କୋଇଲା ମନ୍ତ୍ରୀ; ଏବଂ ଖଣି ମନ୍ତ୍ରୀ
୨୯. ଶ୍ରୀ ଚିରାଗ ପାଶୱାନ- ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରୀ
୩୦. ଶ୍ରୀ ସି ଆର ପାଟିଲ- ଜଳଶକ୍ତି ମନ୍ତ୍ରୀ

ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ)

୧. ରାଓ ଇନ୍ଦ୍ରଜିତ୍ ସିଂହ ପରିସଂଖ୍ୟାନ ଏବଂ କାର‌୍ୟ୍ୟକ୍ରମ ରୂପାୟନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ);ଯୋଜନା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ); ଏବଂ ସଂସ୍କୃତି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨. ଡକ୍ଟର ଜିତେନ୍ଦ୍ର ସିଂ- ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ); ଭୂବିଜ୍ଞାନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ); ପ୍ରଧାନମନ୍ତ୍ରୀଙ୍କ କାର‌୍ୟ୍ୟାଳୟରେ ରାଷ୍ଟ୍ରମନ୍ତ୍ରୀ; କାର୍ମିକ, ସାଧାରଣ ଅଭିଯୋଗ ଏବଂ ପେନସନ ପ୍ରଶାସନ ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ; ଆଣବିକ ଶକ୍ତି ବିଭାଗରେ ରାଷ୍ଟ୍ରମନ୍ତ୍ରୀ; ଏବଂ ମହାକାଶ ବିଭାଗରେ ରାଷ୍ଟ୍ରମନ୍ତ୍ରୀ
୩. ଶ୍ରୀ ଅର୍ଜୁନ ରାମ ମେଘୱାଲ- ଆଇନ ଓ ନ୍ୟାୟ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ); ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୪. ଶ୍ରୀ ଯାଦବ ପ୍ରତାପରାଓ ଗଣପତରାଓ- ଆୟୁଷ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ); ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୫. ଶ୍ରୀ ଜୟନ୍ତ ଚୌଧୁରୀ- ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ); ଏବଂ ଶିକ୍ଷା ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ

ରାଷ୍ଟ୍ରମନ୍ତ୍ରୀ

୧. ଶ୍ରୀ ଜିତିନ ପ୍ରସାଦ- ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨. ଶ୍ରୀ ଶ୍ରୀପଦ ୟେସୋ ନାଏକ- ଶକ୍ତି ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ; ଏବଂ ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ
୩. ଶ୍ରୀ ପଙ୍କଜ ଚୌଧୁରୀ- ଅର୍ଥ ମନ୍ତ୍ରଣାଳୟ ରାଷ୍ଟ୍ରମନ୍ତ୍ରୀ
୪. ଶ୍ରୀ କୃଷ୍ଣ ପାଲ- ସମବାୟ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୫. ଶ୍ରୀ ରାମଦାସ ଆଠୱାଲେ- ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୬. ଶ୍ରୀ ରାମନାଥ ଠାକୁର- କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ.
୭. ଶ୍ରୀ ନିତ୍ୟାନନ୍ଦ ରାୟ- ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୮. ଶ୍ରୀମତୀ ଅନୁପ୍ରିୟା ପଟେଲ- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ;ଏବଂ ରସାୟନ ଓ ସାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୯. ଶ୍ରୀ ଭି ସୋମନ୍ନା- ଜଳଶକ୍ତି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ
ରେଳ ମନ୍ତ୍ରଣାଳୟ ରାଷ୍ଟ୍ରମନ୍ତ୍ରୀ
୧୦. ଡା. ଚନ୍ଦ୍ରଶେଖର ପେମ୍ମସାନି- ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ
ଯୋଗାଯୋଗ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୧୧. ପ୍ରଫେସର ଏସ୍ ପି ସିଂହ ବାଘେଲ- ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ପଞ୍ଚାୟତିରାଜ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୧୨. ସୁଶ୍ରୀ ଶୋଭା କରନ୍ଦଲାଜେ- ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୧୩. ଶ୍ରୀ କୀର୍ତ୍ତିବର୍ଦ୍ଧନ ସିଂ- ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୧୪. ଶ୍ରୀ ବି.ଏଲ୍ ବର୍ମା- ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୧୫. ଶ୍ରୀ ଶାନ୍ତନୁ ଠାକୁର- ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୧୬. ଶ୍ରୀ ସୁରେଶ ଗୋପୀ- ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ପର‌୍ୟ୍ୟଟନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୧୭. ଡ. ଏଲ୍ ମୁରୁଗାନ୍- ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ
ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୧୮. ଶ୍ରୀ ଅଜୟ ଟାମଟା- ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୧୯. ଶ୍ରୀ ବାନ୍ଦୀ ସଞ୍ଜୟ କୁମାର- ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨୦. ଶ୍ରୀ କମଲେଶ ପାସୱାନ- ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨୧. ଶ୍ରୀ ଭଗୀରଥ ଚୌଧୁରୀ- କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨୨. ଶ୍ରୀ ସତୀଶ ଚନ୍ଦ୍ର ଦୁବେ- କୋଇଲା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ
ଖଣି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨୩. ଶ୍ରୀ ସଞ୍ଜୟ ସେଠ- ପ୍ରତିରକ୍ଷା ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ
୨୪. ଶ୍ରୀ ରବନୀତ ସିଂ- ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ
ରେଳ ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ
୨୫. ଶ୍ରୀ ଦୁର୍ଗାଦାସ ଉଇକେ- ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨୬. ଶ୍ରୀମତୀ ରକ୍ଷା ନିଖିଲ ଖଡ଼ସେ- ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨୭. ସୁକାନ୍ତ ମଜୁମଦାର- ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ଉତ୍ତର-ପୂର୍ବାଞ୍ଚଳ ବିକାଶ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨୮. ଶ୍ରୀମତୀ ସାବିତ୍ରୀ ଠାକୁର- ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨୯. ଶ୍ରୀ ତୋଖନ ସାହୁ- ଆବାସ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୩୦. ଶ୍ରୀ ରାଜ ଭୂଷଣ ଚୌଧୁରୀ- ଜଳଶକ୍ତି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୩୧. ଶ୍ରୀ ଭୂପତି ରାଜୁ ଶ୍ରୀନିବାସ ବର୍ମା- ଭାରୀ ଶିଳ୍ପ ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ; ଏବଂ
ଇସ୍ପାତ ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ
୩୨. ଶ୍ରୀ ହର୍ଷ ମାଲହୋତ୍ରା- କର୍ପୋରେଟ୍ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ
ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୩୩. ଶ୍ରୀମତୀ ନିରୁବେନ ଜୟନ୍ତୀ ଭାଇ ବମଭଣିଆ- ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୩୪. ଶ୍ରୀ ମୁରଲୀଧର ମୋହୋଲ- ସମବାୟ ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ; ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୩୫. ଶ୍ରୀ ଜର୍ଜ କୁରିଏନ୍- ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୩୬. ଶ୍ରୀ ପବିତ୍ର ମାର୍ଗେରିଟା- ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ
ବୟନ ଶିଳ୍ପ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ

Related posts