Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ଜାଣନ୍ତୁ ପ୍ରଧାନମନ୍ତ୍ରୀଙ୍କ ହାତରେ ରହିଲା କେଉଁ କେଉଁ ବିଭାଗ, କେନ୍ଦ୍ରମନ୍ତ୍ରୀ ମଣ୍ଡଳର ସଂପୂର୍ଣ୍ଣ ତାଲିକା
ନିର୍ବାଚନ ଖବର

ଜାଣନ୍ତୁ ପ୍ରଧାନମନ୍ତ୍ରୀଙ୍କ ହାତରେ ରହିଲା କେଉଁ କେଉଁ ବିଭାଗ, କେନ୍ଦ୍ରମନ୍ତ୍ରୀ ମଣ୍ଡଳର ସଂପୂର୍ଣ୍ଣ ତାଲିକା

June 11, 2024No Comments5 Mins Read
Share Facebook Twitter LinkedIn Email WhatsApp Copy Link
ଜାଣନ୍ତୁ ପ୍ରଧାନମନ୍ତ୍ରୀଙ୍କ ହାତରେ ରହିଲା କେଉଁ କେଉଁ ବିଭାଗ, କେନ୍ଦ୍ରମନ୍ତ୍ରୀ ମଣ୍ଡଳର ସଂପୂର୍ଣ୍ଣ ତାଲିକା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ:- କାର୍ମିକ, ସାଧାରଣ ଅଭିଯୋଗ ଓ ପେନସନ ପ୍ରଶାସନ ମନ୍ତ୍ରଣାଳୟ; ଆଣବିକ ଶକ୍ତି ବିଭାଗ; ମହାକାଶ ବିଭାଗ; ସମସ୍ତ ଗୁରୁତ୍ୱପୂର୍ଣ୍ଣ ନୀତିଗତ ପ୍ରସଙ୍ଗ; ଏବଂ ଅନ୍ୟ ସମସ୍ତ ବିଭାଗ ଯାହା କୌଣସି ମନ୍ତ୍ରୀଙ୍କୁ ଦିଆଯାଇନାହିଁ।

କ୍ୟାବିନେଟ ମନ୍ତ୍ରୀ

୧. ଶ୍ରୀ ରାଜନାଥ ସିଂ- ପ୍ରତିରକ୍ଷା ମନ୍ତ୍ରୀ
୨. ଶ୍ରୀ ଅମିତ ଶାହ- ସ୍ୱରାଷ୍ଟ୍ର ମନ୍ତ୍ରୀ; ଏବଂ ସମବାୟ ମନ୍ତ୍ରୀ
୩. ଶ୍ରୀ ନୀତିନ ଜୟରାମ ଗଡକରୀ- ସଡ଼କ ପରିବହନ ଓ ରାଜପଥ
୪. ଶ୍ରୀ ଜଗତ ପ୍ରକାଶ ନଡ୍ଡା- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ; ଏବଂ ରସାୟନ ଓ ସାର ମନ୍ତ୍ରୀ
୫. ଶ୍ରୀ ଶିବରାଜ ସିଂ ଚୌହାନ- କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ; ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ
୬. ଶ୍ରୀମତୀ ନିର୍ମଳା ସୀତାରମଣ- ଅର୍ଥମନ୍ତ୍ରୀ; ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ
୭. ଡକ୍ଟର ସୁବ୍ରମଣ୍ୟମ ଜୟଶଙ୍କର- ବୈଦେଶିକ ବ୍ୟାପାର ମନ୍ତ୍ରୀ
୮. ଶ୍ରୀ ମନୋହର ଲାଲ- ଆବାସ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ; ଏବଂ ଶକ୍ତି ମନ୍ତ୍ରୀ
୯. ଶ୍ରୀ ଏଚ୍ ଡି କୁମାରସ୍ୱାମୀ- ଭାରୀ ଉଦ୍ୟୋଗ ମନ୍ତ୍ରୀ; ଏବଂ ଇସ୍ପାତ ମନ୍ତ୍ରୀ
୧୦. ଶ୍ରୀ ପୀୟୂଷ ଗୋୟଲ- ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ
୧୧. ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ- ଶିକ୍ଷା ମନ୍ତ୍ରୀ
୧୨. ଶ୍ରୀ ଜିତନ ରାମ ମାଞ୍ଝି- ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ
୧୩. ଶ୍ରୀ ରାଜୀବ ରଞ୍ଜନ ସିଂହ- ଓରଫ ଲଲନ ସିଂ ପଞ୍ଚାୟତିରାଜ ମନ୍ତ୍ରୀ; ଏବଂ ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରୀ
୧୪. ଶ୍ରୀ ସର୍ବାନନ୍ଦ ସୋନୱାଲ- ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରୀ
୧୫. ଡ. ବୀରେନ୍ଦ୍ର କୁମାର- ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ
୧୬. ଶ୍ରୀ କିଞ୍ଜରପୁ ରାମମୋହନ ନାଇଡୁ- ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ
୧୭. ଶ୍ରୀ ପ୍ରହ୍ଲାଦ ଯୋଶୀ- ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ; ଏବଂ
ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରୀ
୧୮. ଶ୍ରୀ ଜୁଏଲ ଓରାମ- ଆଦିବାସୀ ବ୍ୟାପାର ମନ୍ତ୍ରୀ
୧୯. ଶ୍ରୀ ଗିରିରାଜ ସିଂ- ବୟନ ଶିଳ୍ପ ମନ୍ତ୍ରୀ
୨୦. ଶ୍ରୀ ଅଶ୍ୱିନୀ ବୈଷ୍ଣବ- ରେଳ ମନ୍ତ୍ରୀ; ସୂଚନା ଓ ପ୍ରସାରଣ ମନ୍ତ୍ରୀ; ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ
୨୧. ଶ୍ରୀ ଜ୍ୟୋତିରାଦିତ୍ୟ ଏମ. ସିନ୍ଧିଆ- ଯୋଗାଯୋଗ ଏବଂ ଉତ୍ତର-ପୂର୍ବାଞ୍ଚଳ ବିକାଶ ମନ୍ତ୍ରୀ
୨୨. ଶ୍ରୀ ଭୁପେନ୍ଦ୍ର ଯାଦବ- ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ
୨୩. ଶ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ- ସଂସ୍କୃତି ମନ୍ତ୍ରୀ; ଏବଂ ପର‌୍ୟ୍ୟଟନ ମନ୍ତ୍ରୀ
୨୪. ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀ- ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ
୨୫. ଶ୍ରୀ କିରଣ ରିଜିଜୁ- ସଂସଦୀୟ ବ୍ୟାପାର ମନ୍ତ୍ରୀ; ଏବଂ ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ
୨୬. ଶ୍ରୀ ହରଦୀପ ସିଂ ପୁରୀ- ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରୀ
୨୭. ଡ. ମନସୁଖ ମାଣ୍ଡଭୀୟ- ଶ୍ରମ ଓ ନିୟୋଜନ ମନ୍ତ୍ରୀ; ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ାମନ୍ତ୍ରୀ
୨୮. ଶ୍ରୀ ଜି. କିଶନ ରେଡ୍ଡୀ- କୋଇଲା ମନ୍ତ୍ରୀ; ଏବଂ ଖଣି ମନ୍ତ୍ରୀ
୨୯. ଶ୍ରୀ ଚିରାଗ ପାଶୱାନ- ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରୀ
୩୦. ଶ୍ରୀ ସି ଆର ପାଟିଲ- ଜଳଶକ୍ତି ମନ୍ତ୍ରୀ

ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ)

୧. ରାଓ ଇନ୍ଦ୍ରଜିତ୍ ସିଂହ ପରିସଂଖ୍ୟାନ ଏବଂ କାର‌୍ୟ୍ୟକ୍ରମ ରୂପାୟନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ);ଯୋଜନା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ); ଏବଂ ସଂସ୍କୃତି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨. ଡକ୍ଟର ଜିତେନ୍ଦ୍ର ସିଂ- ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ); ଭୂବିଜ୍ଞାନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ); ପ୍ରଧାନମନ୍ତ୍ରୀଙ୍କ କାର‌୍ୟ୍ୟାଳୟରେ ରାଷ୍ଟ୍ରମନ୍ତ୍ରୀ; କାର୍ମିକ, ସାଧାରଣ ଅଭିଯୋଗ ଏବଂ ପେନସନ ପ୍ରଶାସନ ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ; ଆଣବିକ ଶକ୍ତି ବିଭାଗରେ ରାଷ୍ଟ୍ରମନ୍ତ୍ରୀ; ଏବଂ ମହାକାଶ ବିଭାଗରେ ରାଷ୍ଟ୍ରମନ୍ତ୍ରୀ
୩. ଶ୍ରୀ ଅର୍ଜୁନ ରାମ ମେଘୱାଲ- ଆଇନ ଓ ନ୍ୟାୟ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ); ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୪. ଶ୍ରୀ ଯାଦବ ପ୍ରତାପରାଓ ଗଣପତରାଓ- ଆୟୁଷ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ); ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୫. ଶ୍ରୀ ଜୟନ୍ତ ଚୌଧୁରୀ- ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ); ଏବଂ ଶିକ୍ଷା ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ

ରାଷ୍ଟ୍ରମନ୍ତ୍ରୀ

୧. ଶ୍ରୀ ଜିତିନ ପ୍ରସାଦ- ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨. ଶ୍ରୀ ଶ୍ରୀପଦ ୟେସୋ ନାଏକ- ଶକ୍ତି ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ; ଏବଂ ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ
୩. ଶ୍ରୀ ପଙ୍କଜ ଚୌଧୁରୀ- ଅର୍ଥ ମନ୍ତ୍ରଣାଳୟ ରାଷ୍ଟ୍ରମନ୍ତ୍ରୀ
୪. ଶ୍ରୀ କୃଷ୍ଣ ପାଲ- ସମବାୟ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୫. ଶ୍ରୀ ରାମଦାସ ଆଠୱାଲେ- ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୬. ଶ୍ରୀ ରାମନାଥ ଠାକୁର- କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ.
୭. ଶ୍ରୀ ନିତ୍ୟାନନ୍ଦ ରାୟ- ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୮. ଶ୍ରୀମତୀ ଅନୁପ୍ରିୟା ପଟେଲ- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ;ଏବଂ ରସାୟନ ଓ ସାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୯. ଶ୍ରୀ ଭି ସୋମନ୍ନା- ଜଳଶକ୍ତି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ
ରେଳ ମନ୍ତ୍ରଣାଳୟ ରାଷ୍ଟ୍ରମନ୍ତ୍ରୀ
୧୦. ଡା. ଚନ୍ଦ୍ରଶେଖର ପେମ୍ମସାନି- ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ
ଯୋଗାଯୋଗ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୧୧. ପ୍ରଫେସର ଏସ୍ ପି ସିଂହ ବାଘେଲ- ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ପଞ୍ଚାୟତିରାଜ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୧୨. ସୁଶ୍ରୀ ଶୋଭା କରନ୍ଦଲାଜେ- ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୧୩. ଶ୍ରୀ କୀର୍ତ୍ତିବର୍ଦ୍ଧନ ସିଂ- ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୧୪. ଶ୍ରୀ ବି.ଏଲ୍ ବର୍ମା- ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୧୫. ଶ୍ରୀ ଶାନ୍ତନୁ ଠାକୁର- ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୧୬. ଶ୍ରୀ ସୁରେଶ ଗୋପୀ- ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ପର‌୍ୟ୍ୟଟନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୧୭. ଡ. ଏଲ୍ ମୁରୁଗାନ୍- ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ
ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୧୮. ଶ୍ରୀ ଅଜୟ ଟାମଟା- ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୧୯. ଶ୍ରୀ ବାନ୍ଦୀ ସଞ୍ଜୟ କୁମାର- ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨୦. ଶ୍ରୀ କମଲେଶ ପାସୱାନ- ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨୧. ଶ୍ରୀ ଭଗୀରଥ ଚୌଧୁରୀ- କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨୨. ଶ୍ରୀ ସତୀଶ ଚନ୍ଦ୍ର ଦୁବେ- କୋଇଲା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ
ଖଣି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨୩. ଶ୍ରୀ ସଞ୍ଜୟ ସେଠ- ପ୍ରତିରକ୍ଷା ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ
୨୪. ଶ୍ରୀ ରବନୀତ ସିଂ- ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ
ରେଳ ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ
୨୫. ଶ୍ରୀ ଦୁର୍ଗାଦାସ ଉଇକେ- ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨୬. ଶ୍ରୀମତୀ ରକ୍ଷା ନିଖିଲ ଖଡ଼ସେ- ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨୭. ସୁକାନ୍ତ ମଜୁମଦାର- ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ଉତ୍ତର-ପୂର୍ବାଞ୍ଚଳ ବିକାଶ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨୮. ଶ୍ରୀମତୀ ସାବିତ୍ରୀ ଠାକୁର- ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୨୯. ଶ୍ରୀ ତୋଖନ ସାହୁ- ଆବାସ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୩୦. ଶ୍ରୀ ରାଜ ଭୂଷଣ ଚୌଧୁରୀ- ଜଳଶକ୍ତି ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୩୧. ଶ୍ରୀ ଭୂପତି ରାଜୁ ଶ୍ରୀନିବାସ ବର୍ମା- ଭାରୀ ଶିଳ୍ପ ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ; ଏବଂ
ଇସ୍ପାତ ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ
୩୨. ଶ୍ରୀ ହର୍ଷ ମାଲହୋତ୍ରା- କର୍ପୋରେଟ୍ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ
ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୩୩. ଶ୍ରୀମତୀ ନିରୁବେନ ଜୟନ୍ତୀ ଭାଇ ବମଭଣିଆ- ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୩୪. ଶ୍ରୀ ମୁରଲୀଧର ମୋହୋଲ- ସମବାୟ ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ; ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୩୫. ଶ୍ରୀ ଜର୍ଜ କୁରିଏନ୍- ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ
୩୬. ଶ୍ରୀ ପବିତ୍ର ମାର୍ଗେରିଟା- ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ; ଏବଂ
ବୟନ ଶିଳ୍ପ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ

Ministers List New Ministers List ନୂଆ ମନ୍ତ୍ରୀମଣ୍ଡଳ ତାଲିକା ମନ୍ତ୍ରୀ ମଣ୍ଡଳ ତାଲିକା ମନ୍ତ୍ରୀ ମଣ୍ଡଳ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡରେ ସ୍ଥାନ ପାଇଲା ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା ୨୦୨୫’: ଧର୍ମେନ୍ଦ୍ର ପ୍ରଧାନ

August 4, 2025

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025
Latest News

ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡରେ ସ୍ଥାନ ପାଇଲା ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା ୨୦୨୫’: ଧର୍ମେନ୍ଦ୍ର ପ୍ରଧାନ

August 4, 2025

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.