Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ମୁଖ୍ୟମନ୍ତ୍ରୀ ସିନ୍ଦେଙ୍କୁ ବିଧାୟକ ଭାଙ୍ଗିବା ଭୟ କି?: ଏବେ ଦଳ ନେଲା ବଡ ନିଷ୍ପତ୍ତି
ନିର୍ବାଚନ ଖବର

ମୁଖ୍ୟମନ୍ତ୍ରୀ ସିନ୍ଦେଙ୍କୁ ବିଧାୟକ ଭାଙ୍ଗିବା ଭୟ କି?: ଏବେ ଦଳ ନେଲା ବଡ ନିଷ୍ପତ୍ତି

November 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନର ଫଳାଫଳ ମହାୟୁତୀ ସହଯୋଗୀ ଦଳ ସପକ୍ଷରେ ଆସିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କର ବିଧାୟକଙ୍କ ଭାଙ୍ଗିବା ଭୟ ରହିଛି। ଏହାକୁ ଦୃଷ୍ଟିରେ ରଖି ଶିବସେନା ଏକ ବଡ ନିଷ୍ପତ୍ତି ନେଇଛି। ସୂଚନାନୁସାରେ, ସିନ୍ଦେ ଦଳର ସମସ୍ତ ଶିବସେନା ବିଧାୟକମାନେ ବାନ୍ଦ୍ରାସ୍ଥିତ ତାଜ ଲ୍ୟାଣ୍ଡସ ଏଣ୍ଡ ହୋଟେଲରେ ରହିବେ। ଶପଥ ଗ୍ରହଣ ସମାରୋହ ପର୍ଯ୍ୟନ୍ତ ସମସ୍ତଙ୍କୁ ହୋଟେଲରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଦଳର ନେତା ଚୟନ ପ୍ରକ୍ରିୟା ମଧ୍ୟ ହୋଟେଲରେ ହେବ।

ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ​​ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଦଳ ଶିବସେନା ଚମତ୍କାର ପ୍ରଦର୍ଶନ କରିଛନ୍ତି। ଶିବସେନା ୫୭ ଟି ବିଧାନସଭା ଆସନରେ ଜିତିଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଥାନେର କୋପ୍ରି-ପଚପାଖଡି ବିଧାନସଭା ଆସନରେ ୧.୨ ଲକ୍ଷ ଭୋଟରେ ଜିତିଛନ୍ତି।

eknath shinde Elections 2024 Maharashtra Assembly Election Result 2024 Maharashtra Election 2024 Maharashtra Election Result 2024
Share. Facebook Twitter LinkedIn Email WhatsApp Copy Link

Related Posts

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025

ବିଫଳ ହେଲା ପାକିସ୍ତାନର ଶାହିନ-୩ କ୍ଷେପଣାସ୍ତ୍ର!: ପରୀକ୍ଷଣ ସମୟରେ ନିଜ ଦେଶରେ ହେଲା ବିସ୍ଫୋରଣ

July 23, 2025

ଆଜିଠାରୁ ଚତୁର୍ଥ ଟେଷ୍ଟ: ମ୍ୟାଚ ପୂର୍ବରୁ ଟିମ୍ ଇଣ୍ଡିଆକୁ ଇଂଲଣ୍ଡ ଅଧିନାୟକଙ୍କ ଚେତାବନୀ, ଦେଲେ ଏହି ବଡ଼ ବୟାନ

July 23, 2025
Latest News

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025

ବିଫଳ ହେଲା ପାକିସ୍ତାନର ଶାହିନ-୩ କ୍ଷେପଣାସ୍ତ୍ର!: ପରୀକ୍ଷଣ ସମୟରେ ନିଜ ଦେଶରେ ହେଲା ବିସ୍ଫୋରଣ

July 23, 2025

ଆଜିଠାରୁ ଚତୁର୍ଥ ଟେଷ୍ଟ: ମ୍ୟାଚ ପୂର୍ବରୁ ଟିମ୍ ଇଣ୍ଡିଆକୁ ଇଂଲଣ୍ଡ ଅଧିନାୟକଙ୍କ ଚେତାବନୀ, ଦେଲେ ଏହି ବଡ଼ ବୟାନ

July 23, 2025

ସୃଷ୍ଟି ହେଲା ୨୦୮୦ ନୂତନ ପଦବୀ, ଓଆଇଏସଏଫ ପାଇଁ ଆଉ ଦୁଇ ବାଟାଲିଅନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.