Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ବିଜେଡି ଘୋଷଣା କଲା ନୂଆପଡା ଉପନିର୍ବାଚନ ପାଇଁ କମିଟି, ବବି ଦାସ ଆଉଟ
ନିର୍ବାଚନ ଖବର

ବିଜେଡି ଘୋଷଣା କଲା ନୂଆପଡା ଉପନିର୍ବାଚନ ପାଇଁ କମିଟି, ବବି ଦାସ ଆଉଟ

October 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡି ଘୋଷଣା କଲା ନୂଆପଡା ଉପନିର୍ବାଚନ ପାଇଁ କମିଟ, ବବି ଦାସ ଆଉଟ

ଭୁବନେଶ୍ବର: ନୂଆପଡା ଉପନିର୍ବାଚନ ପାଇଁ ବିଜେଡି ଘୋଷଣା କଲା ତିନୋଟି କମିଟି। ଏହି କମିଟ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପରିଚାଳନା କରିବେ। ଏହି କମିଟଗୁଡିକ ହେଲା ଷ୍ଟିଅରିଂ କମିଟି, ଜୋନାଲ୍ କମିଟି ଏବଂ ଲୋକାଲ୍ ଆକ୍ସନ କମିଟି। ଏଥିରେ ଯେଉଁମାନେ ଅଛନ୍ତି ସେମାନେ ହେଲେ

ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ଏହି କମିଟ ଗଠନ କରାଯାଇଛି। ତେବେ ଏହି କମିଟରେ ବିଜେଡିର ଟାଣୁଆ ନେତା ବବି ଦାସଙ୍କୁ ଆଉଟ କରାଯାଇଛି। ଅର୍ଥାତ ସେ ଏହି ତିନି କମିଟରେ ସ୍ଥାନ ପାଇ ନାହାଁନ୍ତି। ପୂର୍ବରୁ ସେ ପୁରା ଉପନିର୍ବାଚନକୁ ପରିଚାଳନା କରୁଥିଲେ। ତାଙ୍କ ନେତୃତ୍ବରେ ଦଳ ନିର୍ବାଚନରେ ଲଢେଇ କରୁଥିଲା। ହେଲେ ଏଥର ତାଙ୍କୁ ଏଥିରୁ ବାଦ ଦିଆଯାଇଛି।

India Mobile Congress 2025: Prime Minister Narendra Modi Addresses

Nuapada Byelection ନୂଆପଡା ଉପନିର୍ବାଚନ ବିଜେଡି ଘୋଷଣା
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକମାନଙ୍କ ସମସ୍ୟା ସମାଧାନ ପାଇଁ ଗଠିତ କମିଟ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କଲେ ସାକ୍ଷାତ, କହିଲେ….

January 9, 2026

ଆଠ ଟିଏମସି ସାଂସଦଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ: ଗୃହ ମନ୍ତ୍ରଣାଳୟ ବାହାରେ କରୁଥିଲେ ପ୍ରତିବାଦ

January 9, 2026

ଆଜିଠୁ WPL 2026 ର ଉଦଘାଟନୀ ଉତ୍ସବ: ଜାଣନ୍ତୁ କେବେ ଏବଂ କେଉଁଥିରେ ଦେଖିବେ ମ୍ୟାଚ

January 9, 2026

ବୋମା ଧମକ ମିଛ: ଏସଓପି ଜାରି କରିବାକୁ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

January 9, 2026
Latest News

ଶିକ୍ଷକମାନଙ୍କ ସମସ୍ୟା ସମାଧାନ ପାଇଁ ଗଠିତ କମିଟ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କଲେ ସାକ୍ଷାତ, କହିଲେ….

January 9, 2026

ଆଠ ଟିଏମସି ସାଂସଦଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ: ଗୃହ ମନ୍ତ୍ରଣାଳୟ ବାହାରେ କରୁଥିଲେ ପ୍ରତିବାଦ

January 9, 2026

ଆଜିଠୁ WPL 2026 ର ଉଦଘାଟନୀ ଉତ୍ସବ: ଜାଣନ୍ତୁ କେବେ ଏବଂ କେଉଁଥିରେ ଦେଖିବେ ମ୍ୟାଚ

January 9, 2026

ବୋମା ଧମକ ମିଛ: ଏସଓପି ଜାରି କରିବାକୁ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

January 9, 2026

ଆନ୍ତର୍ଜାତୀୟ ମାନୁଆଲ୍ ଥେରାପି ସମ୍ମିଳନୀ ଉଦଘାଟିତ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.