Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»Nuapada Bypoll: ନୂଆପଡାରୁ ଜବତ ହେଲା ବହୁ ପରିମାଣର ମଦ, ଏହାର ମୂଲ୍ୟ କେତେ ହେବ ଜାଣନ୍ତି?
ନିର୍ବାଚନ ଖବର

Nuapada Bypoll: ନୂଆପଡାରୁ ଜବତ ହେଲା ବହୁ ପରିମାଣର ମଦ, ଏହାର ମୂଲ୍ୟ କେତେ ହେବ ଜାଣନ୍ତି?

November 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Nuapada Bypoll
Nuapada Bypoll: ନୂଆପଡାରୁ ଜବତ ହେଲା ବହୁ ପରିମାଣର ଦେଶୀ ବିଦେଶୀ ମଦ, ଜାଣନ୍ତୁ କେତେ ଟଙ୍କାର..

Nuapada Bypoll: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ବ୍ୟାପକ ତଲାସୀ ଅଭିଯାନ ଚାଲିଛି । ଗତ ମଙ୍ଗଳବାର ଦିନ ବିଭାଗୀୟ ଅଧିକାରୀମାନେ ଯାଞ୍ଚ କରି ୧୫୦ଲିଟର ହାତ ରନ୍ଧା ମଦ, ୧୦୭ଲିଟର ବାହାର ଭାଟି ମଦ, ୪୩୦୦ କେଜି ମହୁଲ ପୋଚ ଏବଂ ଗୋଟିଏ ବାଇକ ଜବତ କରିଛନ୍ତି । ଏସବୁର ଆନୁମାନିକ ମୂଲ୍ୟ ୦୩ ଲକ୍ଷ ୨୧ ହଜାର ୮୫୦ ଟଙ୍କା ହେବ।

ଅଦ୍ୟାବଧି ଅବକାରୀ ବିଭାଗ ୭୭ ଲିଟର ବିଅର୍, ୪୨ ଲିଟର ବିଦେଶୀ ମଦ, ୬୭୬୫ ଲିଟର ହାତ ରନ୍ଧା ମଦ, ୧୪୧୯ ଲିଟର ବାହାର ଭାଟି ମଦ, ୬୦କେଜି ଗଞ୍ଜେଇ ଏବଂ ୧,୬୬ ,୬ ୫୦ କେଜି ମହୁଲ ପୋଚ ଜବତ କରିଛନ୍ତି । ଏସବୁର ଆନୁମାନିକ ମୂଲ୍ୟ ୧ କୋଟି ୧୬ ଲକ୍ଷ ୦୬ ହଜାର ୩୮୬ ଟଙ୍କା ହେବ।

ଏହା ସହିତ ଛଅ ଗୋଟି ବାଇକ୍ ଏବଂ ଏକ ଚାରିଚକିଆ ଯାନ ମଧ୍ୟ ଅବକାରୀ ବିଭାଗ ଜବତ କରିଛନ୍ତି । ନିର୍ବାଚନ ସମୟରେ ବେଆଇନ୍ ଅବକାରୀ ସାମଗ୍ରୀ ଚାଲାଣ ଓ କାର୍ଯ୍ୟକଳାପ ସମ୍ପୂର୍ଣ ବନ୍ଦ କରିବା ପାଇଁ ଜିଲ୍ଲାପାଳ ନିୟୋଜିତ ସମସ୍ତ ଟିମ୍ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Nuapada Bypoll ଅବକାରୀ ବିଭାଗ ନୂଆପଡାରୁ ମଦ ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026
Latest News

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.