Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ନୂଆପଡା ଉପ ନିର୍ବାଚନ: ପ୍ରାରମ୍ଭିକ ଗଣତିରେ ବିଜେପି ଆଗୁଆ, ଜାଣନ୍ତୁ ଅନ୍ୟ ଦଳର ସ୍ଥିତି
ନିର୍ବାଚନ ଖବର

ନୂଆପଡା ଉପ ନିର୍ବାଚନ: ପ୍ରାରମ୍ଭିକ ଗଣତିରେ ବିଜେପି ଆଗୁଆ, ଜାଣନ୍ତୁ ଅନ୍ୟ ଦଳର ସ୍ଥିତି

November 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ନୂଆପଡା ଫଳାଫଳ
ନୂଆପଡା ନିର୍ବାଚନ: ପ୍ରାରମ୍ଭିକ ଗଣତିରେ ବିଜେପି ଆଗୁଆ, ଜାଣନ୍ତୁ ଅନ୍ୟ ଦଳର ସ୍ଥିତି

ଭୁବନେଶ୍ଵର: ଓଡିଶାର ଏକମାତ୍ର ନିର୍ବାଚନ ମଣ୍ଡଳୀ ନୂଆପଡା ବିଧାନସଭା ଆସନ ପାଇଁ ଭୋଟ ଗଣତି ଜାରି ରହିଛି। ପ୍ରାରମ୍ଭିକ ଗଣତିରେ ଶାସକ ଦଳ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗରେ ଅଛନ୍ତି। ନିର୍ବାଚନ କମିଶନ ଅନୁଯାୟୀ, ଜୟ ଢୋଲକିଆ ଏପର୍ଯ୍ୟନ୍ତ ୪୯୦୪ ଭୋଟ ପାଇଥିବା ବେଳେ ବିଜେଡ଼ି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ୧୩୫୭ ଟି ଭୋଟ ପାଇଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସି ରାମ ମାଝୀଙ୍କୁ ଏପର୍ଯ୍ୟନ୍ତ ୧୩୦୮ ଭୋଟ ମିଳିଛି।

ଏହିପରି ବିଜେଡ଼ି ପ୍ରାର୍ଥୀଙ୍କ ଠାରୁ ବିଜେପି ପ୍ରାର୍ଥୀ ୩୫୪୭ ଭୋଟରେ ଆଗରେ ଅଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

ଭାରତୀୟ ଏଆଇ ଷ୍ଟାର୍ଟଅପ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ

January 8, 2026

ସଡ଼କ ସୁରକ୍ଷାର ସନ୍ଦେଶ ସହ କବିତାର ଝରଣା: ରଣପୁର ମହୋତ୍ସବର ଚତୁର୍ଥ ଦିବସ

January 8, 2026

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମୂଲ୍ୟବାନ ସାମଗ୍ରୀ ଫେରାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

January 8, 2026
Latest News

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026

ଭାରତୀୟ ଏଆଇ ଷ୍ଟାର୍ଟଅପ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ

January 8, 2026

ସଡ଼କ ସୁରକ୍ଷାର ସନ୍ଦେଶ ସହ କବିତାର ଝରଣା: ରଣପୁର ମହୋତ୍ସବର ଚତୁର୍ଥ ଦିବସ

January 8, 2026

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମୂଲ୍ୟବାନ ସାମଗ୍ରୀ ଫେରାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.