Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ନୂଆପଡା ଉପ ନିର୍ବାଚନ: ଷଷ୍ଠ ପର୍ଯ୍ୟାୟ ଗଣତିରେ ମଧ୍ୟ ବିଜେପି ଆଗୁଆ
ନିର୍ବାଚନ ଖବର

ନୂଆପଡା ଉପ ନିର୍ବାଚନ: ଷଷ୍ଠ ପର୍ଯ୍ୟାୟ ଗଣତିରେ ମଧ୍ୟ ବିଜେପି ଆଗୁଆ

November 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପି
୨୦୧୪ ପୂର୍ବରୁ ବିଜେପିର ଖାତାରେ କେତେ ଟଙ୍କା ଥିଲା, ୧୧ ବର୍ଷ ମଧ୍ୟରେ ଏହା କେତେ ବୃଦ୍ଧି ପାଇଛି?: ଜାଣନ୍ତୁ

ଭୁବନେଶ୍ଵର: ନୂଆପଡା ବିଧାନସଭା ଆସନ ପାଇଁ ଭୋଟ ଗଣତି ଜାରି ରହିଛି। ଷଷ୍ଠ ପର୍ଯ୍ୟାୟ ଗଣତିରେ ଶାସକ ଦଳ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗରେ ଅଛନ୍ତି। ନିର୍ବାଚନ କମିଶନ ଅନୁଯାୟୀ, ଜୟ ଢୋଲକିଆ ଏପର୍ଯ୍ୟନ୍ତ ୩୦,୬୪୧ ଭୋଟ ପାଇଥିବା ବେଳେ ବିଜେଡ଼ି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ୮୬୪୬ ଟି ଭୋଟ ପାଇଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସି ରାମ ମାଝୀଙ୍କୁ ଏପର୍ଯ୍ୟନ୍ତ ୭୮୯୧ ଭୋଟ ମିଳିଛି।

ଏହିପରି ବିଜେଡ଼ି ପ୍ରାର୍ଥୀଙ୍କ ଠାରୁ ବିଜେପି ପ୍ରାର୍ଥୀ ୨୧୯୯୫ ଭୋଟରେ ଆଗରେ ଅଛନ୍ତି।

BJD BJP Congress
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ୩ ଟି ଷ୍ଟେସନରେ ଟ୍ରେନଗୁଡ଼ିକର ହେଲା ପରୀକ୍ଷାମୂଳକ ରହଣି 

March 19, 2026

ଏହି ରାଜ୍ୟରେ ପରିବର୍ତ୍ତନ ହେବ ସରକାର?: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ବଢାଇଲା ପୋଲ ମନ୍ତ୍ରା ସର୍ଭେ

March 19, 2026

ୟୁଏଇର ମେରୁଦଣ୍ଡ ଭାଙ୍ଗିଲା ଇରାନ!: ସର୍ବବୃହତ ଗ୍ୟାସ କମ୍ପ୍ଲେକ୍ସ ଉପରେ ମାଡ଼ କଲା କ୍ଷେପଣାସ୍ତ୍ର

March 19, 2026

ଟ୍ରକ୍ ଧକ୍କାରେ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ

March 19, 2026
Latest News

ଏହି ୩ ଟି ଷ୍ଟେସନରେ ଟ୍ରେନଗୁଡ଼ିକର ହେଲା ପରୀକ୍ଷାମୂଳକ ରହଣି 

March 19, 2026

ନୋରା ଫତେହିଙ୍କ ବିବାଦୀୟ ଗୀତ ମାମଲା: ଫତୱା ଜାରି କଲା ମୁସଲିମ ପର୍ସନାଲ ଦାରୁଲ ଇଫ୍ତା

March 19, 2026

ଏହି ରାଜ୍ୟରେ ପରିବର୍ତ୍ତନ ହେବ ସରକାର?: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ବଢାଇଲା ପୋଲ ମନ୍ତ୍ରା ସର୍ଭେ

March 19, 2026

ୟୁଏଇର ମେରୁଦଣ୍ଡ ଭାଙ୍ଗିଲା ଇରାନ!: ସର୍ବବୃହତ ଗ୍ୟାସ କମ୍ପ୍ଲେକ୍ସ ଉପରେ ମାଡ଼ କଲା କ୍ଷେପଣାସ୍ତ୍ର

March 19, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଅଜିତ ଅଗରକରଙ୍କ ଅନନ୍ୟ ଦାବି: ସ୍ଵୀକାର କରିବ କି ବିସିସିଆଇ?

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.