Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ନିର୍ବାଚନ ଖବର»ନୂଆପଡା ଉପ ନିର୍ବାଚନ ଫଳାଫଳ: ସରିଲା ୧୫ ରାଉଣ୍ଡ ଗଣତି, ଜାଣନ୍ତୁ ବିଜେପି-ବିଜେଡ଼ି-କଂଗ୍ରେସର ସ୍ଥିତି
ନିର୍ବାଚନ ଖବର

ନୂଆପଡା ଉପ ନିର୍ବାଚନ ଫଳାଫଳ: ସରିଲା ୧୫ ରାଉଣ୍ଡ ଗଣତି, ଜାଣନ୍ତୁ ବିଜେପି-ବିଜେଡ଼ି-କଂଗ୍ରେସର ସ୍ଥିତି

November 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆପଡ଼ା ଉପନିର୍ବାଚନ
ନୂଆପଡା ଉପ ନିର୍ବାଚନ ଫଳାଫଳ: ସରିଲା ୧୫ ରାଉଣ୍ଡ ଗଣତି, ଜାଣନ୍ତୁ ବିଜେପି-ବିଜେଡ଼ି-କଂଗ୍ରେସର ସ୍ଥିତି

ଭୁବନେଶ୍ଵର: ନୂଆପଡା ବିଧାନସଭା ଆସନ ପାଇଁ ଭୋଟ ଗଣତି ଜାରି ରହିଛି। ୧୫ ରାଉଣ୍ଡ ଗଣତିରେ ଶାସକ ଦଳ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗରେ ଅଛନ୍ତି। ପ୍ରଥମ ପର୍ଯ୍ୟାୟରୁ ୧୫ ରାଉଣ୍ଡ ପର୍ଯ୍ୟନ୍ତ ଶ୍ରୀ ଢୋଲକିଆ ଆଗରେ ରହିଛନ୍ତି।

ନିର୍ବାଚନ କମିଶନ ଅନୁଯାୟୀ, ଜୟ ଢୋଲକିଆ ଏପର୍ଯ୍ୟନ୍ତ ୭୩,୭୪୫ ଭୋଟ ପାଇଥିବା ବେଳେ ବିଜେଡ଼ି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ୨୩,୦୮୯ ଟି ଭୋଟ ପାଇଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସି ରାମ ମାଝୀଙ୍କୁ ଏପର୍ଯ୍ୟନ୍ତ ୨୨,୬୧୮ ଭୋଟ ମିଳିଛି।

ଏହିପରି ବିଜେଡ଼ି ପ୍ରାର୍ଥୀଙ୍କ ଠାରୁ ବିଜେପି ପ୍ରାର୍ଥୀ ୫୦,୬୫୬ ଭୋଟରେ ଆଗରେ ଅଛନ୍ତି।

କଂଗ୍ରେସ ଘାସି ରାମ ମାଝୀ ଜୟ ଢୋଲକିଆ ନୂଆପଡା ଉପ ନିର୍ବାଚନ ବିଜେଡି ବିଜେପି ସ୍ନେହାଙ୍ଗିନୀ ଛୁରିଆ
Share. Facebook Twitter LinkedIn Email WhatsApp Copy Link

Related Posts

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.