Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ବିବାହ ବନ୍ଧନରେ ବାନ୍ଧି ହେବେ ପ୍ରସିଦ୍ଧ ଅଭିନେତା ସବ୍ୟସାଚୀ ଏବଂ ଅଭିନେତ୍ରୀ ଅର୍ଚ୍ଚିତା
ଆଜିର ଖବର

ଆସନ୍ତାକାଲି ବିବାହ ବନ୍ଧନରେ ବାନ୍ଧି ହେବେ ପ୍ରସିଦ୍ଧ ଅଭିନେତା ସବ୍ୟସାଚୀ ଏବଂ ଅଭିନେତ୍ରୀ ଅର୍ଚ୍ଚିତା

February 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆସନ୍ତାକାଲି ଓଡିଆ ଚଳଚ୍ଚିତ୍ରର ପ୍ରସିଦ୍ଧ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ବିବାହ ବନ୍ଧନରେ ଯୋଡି ହେବାକୁ ଯାଉଛନ୍ତି। ଉଭୟଙ୍କ ମଧ୍ୟରେ ସଂପର୍କକୁ ନେଇ ବହୁଦିନ ଧରି ଚର୍ଚ୍ଚା ଲାଗି ରାଇଥିଲା।

ଓଡିଆ ଚଳଚ୍ଚିତ୍ର ଜଗତର ଏହି ସୁପର ହିଟ ଯୋଡି ଏବେ ବାସ୍ତବ ଜୀବନରେ ଯୋଡି ହେବାକୁ ଯାଉଛନ୍ତି। ରାଜସ୍ଥାନର ଏକ ବିଳାସପୂର୍ଣ୍ଣ ସ୍ଥାନରେ ଉଭୟଙ୍କ ବିବାହ ଉତ୍ସବ ଆୟୋଜନ କରାଯାଉଥିବା ସୂଚନା ରହିଛି। ପୂର୍ବରୁ ଉଭୟଙ୍କ ମଧ୍ୟରେ ନିର୍ବନ୍ଧ ଶେଷ ହୋଇଥିବା ବେଳେ ଆସନ୍ତାକାଲି ଉଭୟ ବିବାହ ବନ୍ଧନରେ ବାନ୍ଧି ହେଉଛନ୍ତି। ସାମାଜିକ ଗଣମାଧ୍ୟମରେ ଉଭୟ ଏନେଇ ସୂଚନା ଦେଇଛନ୍ତି।

ଅର୍ଚ୍ଚିତା ସାହୁ ସବ୍ୟସାଚୀ ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.