Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଆ ଆଲବମ୍ ‘ଆଖି ବୁଜିଦେଲେ ତୋ ଚେହେରା’ ଓ ‘ପ୍ରିୟାରେ’ର ଅଡ଼ିଓ ରିଲିଜ୍‌
ଆଜିର ଖବର

ଓଡ଼ିଆ ଆଲବମ୍ ‘ଆଖି ବୁଜିଦେଲେ ତୋ ଚେହେରା’ ଓ ‘ପ୍ରିୟାରେ’ର ଅଡ଼ିଓ ରିଲିଜ୍‌

November 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଷ୍ଟାର ଫ୍ଲିକ୍ସ ପ୍ରଡ଼କ୍ସନ ଦ୍ୱାରା ପ୍ରସ୍ତୁତ ଦୁଇଟି ଓଡ଼ିଆ ଆଲବମ୍ ‘ଆଖି ବୁଜିଦେଲେ ତୋ ଚେହେରା’ ଓ ‘ପ୍ରିୟାରେ’ର ଅଡ଼ିଓ ରିଲିଜ ଉତ୍କଳ ସାମ୍ବାଦିକ ସଂଘଠାରେ ଅନୁଷ୍ଠିତ ହୋଇଯାଇଛି। ଅଭିନାଶ ନାୟକଙ୍କ ପ୍ରଯୋଜନାରେ ନିର୍ମିତ ଆଲବମ୍‌ରେ କଣ୍ଠଶିଳ୍ପୀ ଜୟଶ୍ରୀ ଧଳ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। ଏନ୍ ଶ୍ରୀନିବାସ, ରାକେଶ କୁମାର ଓ ରୋମା କଣ୍ଠଦାନ କରିଛନ୍ତି। ଗୀତ ଲେଖିଛନ୍ତି ରମାକାନ୍ତ ଦାସ।

ଏହି ଅଡ଼ିଓ ରିଲିଜ୍ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ କଣ୍ଠଶିଳ୍ପୀ ଡଃ ଜୟଶ୍ରୀ ଧଳ, ସମାଜସେବୀ ମୀରା ପରିଡ଼ା, ସମାଜସେବୀ ତଥା କବୟିତ୍ରୀ ଡଃ ବନ୍ଦନା ହରିଚନ୍ଦନ, ଚଳଚ୍ଚିତ୍ର ପ୍ରଯୋଜକ ଶ୍ରୀଧର ମାର୍ଥା, ଅନିନେତା ବୁଲୁ ପଣ୍ଡା, ବରଦା ପ୍ରସନ୍ନ ପାତ୍ର, ପ୍ରଧ୍ୟାପକ ଡଃ ଅସିତ୍ ଦାସ, ନିର୍ଦ୍ଦେଶକ ଚନ୍ଦ୍ରଭାନୁ କର, ସମାଜସେୀବ ଧୀରେନ ରାଉତରାୟ, ଆର୍ଜେ କେପି ପ୍ରମୁଖ ଯୋଗ ଦେଇଥିଲେ।

ଶେଷରେ ବିଭିନ୍ନ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ଆର. ଜେ.କେ.ପି, ସାମ୍ବାଦକ ଅରବିନ୍ଦ ତ୍ରିପାଠୀ, ମନୋରଞ୍ଜନ ମହାନ୍ତି, ଅଭିନେତା ଅବିନାଶ ପ୍ରମୁଖଙ୍କୁ ମାନପତ୍ର, ଉତ୍ତରୀୟ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ନିର୍ଦ୍ଦେଶକ ବାପୁ ଓଝା।

ଅଡିଓ ରିଲିଜ୍‌ ଓଡ଼ିଆ ଆଲବମ୍
Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.