Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଲିଉଡ ଅଭିନେତା ସଲମାନ ଖାନଙ୍କୁ କାମୁଡିଲା ସାପ, ଡାକ୍ତରଖାନାରେ ଭର୍ତ୍ତି
ଆଜିର ଖବର

ବଲିଉଡ ଅଭିନେତା ସଲମାନ ଖାନଙ୍କୁ କାମୁଡିଲା ସାପ, ଡାକ୍ତରଖାନାରେ ଭର୍ତ୍ତି

December 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ବଲିଉଡ ଅଭିନେତା ସଲମାନ ଖାନଙ୍କୁ ସାପ କାମୁଡ଼ିଥିବା ଖବର ଶୁଣିବାକୁ ମିଳିଛି। ଶନିବାର ଏବଂ ରବିବାର ମଧ୍ୟବର୍ତ୍ତୀ ରାତିରେ ସଲମାନ ଖାନଙ୍କୁ ସାପ କାମୁଡ଼ି ଦେଇଛି। ମିଳିଥିବା ସୂଚନା ଅନୁଯାୟୀ, ପନଭେଲର ଫାର୍ମହାଉସରେ ସଲମାନ ଖାନଙ୍କୁ କୌଣସି ଏକ ସାପ କାମୁଡ଼ି ଦେଇଥିଲା। ଏହାପରେ ତାଙ୍କୁ ନଭି ମୁମ୍ବାଇର କାମୋଠେ ଅଞ୍ଚଳର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଏହି ସାପ ବିଷାକ୍ତ ନୁହେଁ ବୋଲି ଜଣାପଡିଛି। ତେଣୁ ଏହା ଦବଙ୍ଗ ଖାନଙ୍କୁ ଅଧିକ ପ୍ରଭାବିତ କରିପାରିବ ନାହିଁ ବୋଲି କୁହାଯାଇଛି।

ଡାକ୍ତରଖାନାରେ ଭର୍ତ୍ତି ସଲମାନ ଖାନ ସାପ କାମୁଡିବା
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ମହାନଦୀ ଜଳ ବିବାଦ, ଆସନ୍ତା ଦୀପାବଳୀ ବେଳକୁ ଶୁଭ ଖବର ମିଳିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

August 1, 2026

ଖୋର୍ଦ୍ଧା ଜିଲ୍ଲାର A1 ଗ୍ରେଡ୍ ପ୍ରାପ୍ତ କୃତୀ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 1, 2026

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026
Latest News

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ଯୁବତୀ ଅପହରଣ ମାମଲାରେ ୩ ଯୁବକଙ୍କୁ ନିର୍ଦ୍ଧୁମ ମାଡ଼, ପୋଲିସ ଭୂମିକାକୁ ନେଇ ପ୍ରଶ୍ନ

August 1, 2026

ମହାନଦୀ ଜଳ ବିବାଦ, ଆସନ୍ତା ଦୀପାବଳୀ ବେଳକୁ ଶୁଭ ଖବର ମିଳିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

August 1, 2026

ଖୋର୍ଦ୍ଧା ଜିଲ୍ଲାର A1 ଗ୍ରେଡ୍ ପ୍ରାପ୍ତ କୃତୀ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 1, 2026

ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ, ୫ଟି ଜିଲ୍ଲାର ୧୨ରୁ ଅଧିକ ବ୍ଲକରେ ବନ୍ୟାସ୍ଥିତି ଅନୁଧ୍ୟାନ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.