Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ମୋସନ୍ ପିକ୍‌ଚର୍ ଆୱାର୍ଡ଼, ଶ୍ରେଷ୍ଠ ଅଭିନେତ୍ରୀ ଦିବ୍ୟାଦିଶା ମହାନ୍ତି
ଆଜିର ଖବର

ଓଡ଼ିଶା ମୋସନ୍ ପିକ୍‌ଚର୍ ଆୱାର୍ଡ଼, ଶ୍ରେଷ୍ଠ ଅଭିନେତ୍ରୀ ଦିବ୍ୟାଦିଶା ମହାନ୍ତି

February 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶା ମୋସନ୍ ପିକ୍‌ଚର୍ ଆୱାର୍ଡ଼, ଶ୍ରେଷ୍ଠ ଅଭିନେତ୍ରୀ ଦିବ୍ୟାଦିଶା ମହାନ୍ତି

ଭୁବନେଶ୍ୱର : ମାସ୍ ଇଭେଣ୍ଟସ୍ ତରଫରୁ ଓଡ଼ିଶା ମୋସନ୍ ପିକ୍‌ଚର୍ ଆୱାର୍ଡ଼ ଭୁବନେଶ୍ୱରସ୍ଥିତ ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିଥି ରୂପେ ବରିଷ୍ଠ ସାମ୍ବାଦିକ ଶ୍ରୀ ପ୍ରଦୋଷ ପଟ୍ଟନାୟକ, ପୂର୍ବତନ ବିଧାୟକ ଶ୍ରୀଯୁକ୍ତ ଦିଲ୍ଲୀପ ଶ୍ରୀଚନ୍ଦନ, ବରିଷ୍ଠ ଅଭିନେତା ପ୍ରଦ୍ୟୁମ୍ନ ଲେଙ୍କା, ବରିଷ୍ଠ ସ୍ତମ୍ଭକାର ଅମିୟ ପାଣ୍ଡବ ଓ ବିଜୁ ଛାତ୍ର ଜନତା ଦଳ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର ସଭାପତି ଶକ୍ତି ପ୍ରସାଦ ପତି ପ୍ରମୁଖ ଯୋଗ ଦେଇଥିଲେ ।

ଏହି ସମ୍ମାନ ପ୍ରଦାନ କାର୍ଯ୍ୟକ୍ରମରେ ଶ୍ରେଷ୍ଠ ଅଭିନେତା ଭାବେ ଚନ୍ଦନ କର, ଶ୍ରେଷ୍ଠ ଅଭିନେତ୍ରୀ ଦିବ୍ୟାଦିଶା ମହାନ୍ତି, ଶ୍ରେଷ୍ଠ ପାଶ୍ୱର୍ ଅଭିନେତା ଭାବେ ହର ରଥ, ଶ୍ରେଷ୍ଠ ଖଳନାୟକ ଭାବେ ଶ୍ରୀତମ ଦାଶ, ଶ୍ରେଷ୍ଠ ଲେଖକ ଭାବେ ନିର୍ମଳ ନାୟକ, ଶ୍ରେଷ୍ଠ ହାସ୍ୟାଭିନେତା ଭାବେ ଜୀବନ ପଣ୍ଡା, ଶ୍ରେଷ୍ଠ ସିନେମାଟୋଗ୍ରାଫର ଭାବେ ପ୍ରଦୀପ କୁମାର, ଶ୍ରେଷ୍ଠ ନିର୍ଦ୍ଦେଶକ ଭାବେ ରାକେଶ ସାମଲ, ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ଭାବେ ମଳୟ ମିଶ୍ର, ଶ୍ରେଷ୍ଠ ଶିଶୁ ପ୍ରତିଭା ଭାବେ ପ୍ରିୟାଂଶୀ ଜେନା, ଶ୍ରେଷ୍ଠ ନବାଗତା ନାୟିକା ଭାବେ ପିଆଲି ଦାଶ, ଶ୍ରେଷ୍ଠ ସିନେ ସାମ୍ବାଦିକ ଭାବେ ସୁବ୍ରତ କୁମାର ମହାନି, ଶ୍ରେଷ୍ଠ ଆଙ୍କର ଭାବେ ମୁକେଶ କୁମାର ଓ ଶେଷ୍ଠ ଚଳଚ୍ଚିତ୍ର ଭାବେ “ତୋ ପାଇଁ ଫେରିବି ବସୁଧା ଚିରି’କୁ ସମ୍ମାନିତ କରାଯାଇଥିଲା ।

ଏହା ସହ ଅନେକ ବର୍ଷ ଧରି ଓଡ଼ିଆ ଚଳଚ୍ଚିତ୍ର ସହିତ ଜଡ଼ିତ ଥିବା କିଛି ବରିଷ୍ଠ କଳାକାର – ଭକ୍ତ ପ୍ରହ୍ଲାଦ ଚରଣ ପଟ୍ଟନାୟକ (ହାଡ଼ୁ), ଚୌଧୁରୀ ଜୟ ପ୍ରକାଶ ଦାସ, ଦେବୀ ବାରିକ, ଭିକାରୀ ସ୍ୱାଇଁ ପ୍ରମୁଖଙ୍କୁ ଓଡ଼ିଆ ଚଳଚ୍ଚିତ୍ର ଗର୍ବ ସମ୍ମାନ ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମଟିକୁ ମୁକେଶ କୁମାର ଓ ମାସ୍ ଇଭେଣ୍ଟସ୍‌ର ସଂଯୋଜକ ମିର୍ ଅହମ୍ମଦ ଅଲ୍ଲୀ ପରିଚାଳନା କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

Clean Energy Transition: ଓଡ଼ିଶା ଓ ଗ୍ଲୋବାଲ୍ ଏନର୍ଜି ଆଲାଏନ୍ସ ମଧ୍ୟରେ ବୁମଣାପତ୍ର ସ୍ୱାକ୍ଷରିତ

November 25, 2025

IFFI 2025: ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ଯୋଗ ଦେଲେ ନିର୍ଦ୍ଦେଶକ ରାଜୁ ହିରାନୀ, କହିଲେ..

November 25, 2025

Mobile Customer: ମୋବାଇଲ ଗ୍ରାହକମାନଙ୍କୁ ସରକାର କଲେ ସଚେତନ, ବ୍ୟବହାର ନ କରିବାକୁ ପରାମର୍ଶ

November 25, 2025

ରାଜ୍ୟର ୭ଟି ସରକାରୀ ଆୟୁଷ ମହାବିଦ୍ୟାଳୟ ରେ ଛାତ୍ର ଧର୍ମଘଟ ଆରମ୍ଭ, କଲେଜ ବନ୍ଦ 

November 25, 2025
Latest News

Samruddha Odisha Conclave: ୟୁସିସିଆଇଏଲ କନ୍‌କ୍ଲେଭ୍‌କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

November 25, 2025

Ethiopia Volcano Impact: ଜ୍ୱାଳାମୁଖୀ ବିସ୍ଫୋରଣ ପରେ ପ୍ରଭାବିତ ହେଲା ବିମାନ ସେବା

November 25, 2025

ଓଡିଶା ଆସିବେ ରାଷ୍ଟ୍ରପତି, ବିଧାନସଭାରେ ରଖିବେ ଅଭିଭାଷଣ, ସୁରକ୍ଷା ବ୍ୟବସ୍ଥା କଡାକଡି

November 25, 2025

Clean Energy Transition: ଓଡ଼ିଶା ଓ ଗ୍ଲୋବାଲ୍ ଏନର୍ଜି ଆଲାଏନ୍ସ ମଧ୍ୟରେ ବୁମଣାପତ୍ର ସ୍ୱାକ୍ଷରିତ

November 25, 2025

Utkalika Handloom: ଭୁବନେଶ୍ଵର ବିମାନ ବନ୍ଦର ଖୋଲିଲା ନୂତନ ବିକ୍ରୟ କେନ୍ଦ୍ର “ଉତ୍କଳିକା ଆତିଥ୍ୟ” 

November 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.