Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ୨ ହଜାର ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ୨ ହଜାର ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

March 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୪୩ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୩ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୮ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୦  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୪

ବାଲେଶ୍ଵର ଜିଲ୍ଲାରୁ- ୬

ବଲାଙ୍ଗୀରି ଜିଲ୍ଲାରୁ- ୩

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୫

ଗଜପତି ଜିଲ୍ଲାରୁ- ୧୮

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୩

ଝାରସୁଗୁଡା ଜିଲ୍ଲାରୁ- ୧୩

କେନ୍ଦ୍ରାପଡା ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୭

କୋରାପୁଟ ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୧୧

ନବରଙ୍ଗପୁର ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୩୧

ସୁନ୍ଦରଗଡ ଜିଲ୍ଲାରୁ- ୧୧

ଷ୍ଟେଟ ପୁଲରୁ- ୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୪୮୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୪ ହଜାର ୪୨୬ ଏବଂ ବର୍ତ୍ତମାନ ୧ ହଜାର ୯୨୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଓଡିଶା କ୍ୱାରେଣ୍ଟାଇନ ସକ୍ରିୟ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଲଞ୍ଚ ହେବ ଓବେନ୍ ଇଲେକ୍ଟ୍ରିକ୍‌ର ନୂଆ ବାଇକ୍!: କମ ମୂଲ୍ୟରେ ମିଳିବ ଲମ୍ବା ରେଞ୍ଜ

April 30, 2026

ଆଜି ଘରୋଇ ଗ୍ରାଉଣ୍ଡରେ ଆରସିବି ବିରୋଧରେ ଲଢିବ ଗୁଜରାଟ: ଜାଣନ୍ତୁ ହେଡ୍-ଟୁ-ହେଡ୍ ରେକର୍ଡ

April 30, 2026

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

April 30, 2026
Latest News

ଆଜି ଲଞ୍ଚ ହେବ ଓବେନ୍ ଇଲେକ୍ଟ୍ରିକ୍‌ର ନୂଆ ବାଇକ୍!: କମ ମୂଲ୍ୟରେ ମିଳିବ ଲମ୍ବା ରେଞ୍ଜ

April 30, 2026

ଆଜି ଘରୋଇ ଗ୍ରାଉଣ୍ଡରେ ଆରସିବି ବିରୋଧରେ ଲଢିବ ଗୁଜରାଟ: ଜାଣନ୍ତୁ ହେଡ୍-ଟୁ-ହେଡ୍ ରେକର୍ଡ

April 30, 2026

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

April 30, 2026

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.