Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆ ଓଡ଼ିଆ ଚଳଚ୍ଚିତ୍ର “ପ୍ରେମରେ ରିସ୍କ ହେଲା ମତେ ଇସ୍କ” ର ଅଡିଓ ଲୋକାର୍ପଣ
ଆଜିର ଖବର

ନୂଆ ଓଡ଼ିଆ ଚଳଚ୍ଚିତ୍ର “ପ୍ରେମରେ ରିସ୍କ ହେଲା ମତେ ଇସ୍କ” ର ଅଡିଓ ଲୋକାର୍ପଣ

March 12, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ୟୁଏସ୍ ମୋସନ୍ ପିକଚର୍ସ ଓ କେ.ମୁରଲୀ କ୍ରିଷ୍ଣା ଫିଲ୍ମ ମିଳିତ ସହଯୋଗ ରେ ନିର୍ମାଣ ନୂଆ ଓଡ଼ିଆ ଚଳଚ୍ଚିତ୍ର ” ପ୍ରେମରେ ରିସ୍କ ହେଲା ମତେ ଇସ୍କ ” ର ଅଡିଓ ଲୋକାର୍ପଣ ଭୂବନେଶ୍ୱର ସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡଶୀ ରିସର୍ଚ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅଡିଓ ଲୋକାର୍ପଣ ରେ ମୁଖ୍ୟ ଅତିଥି ଭାବେ ୟୁନିୟନ୍ ବ୍ୟାଙ୍କ ଚନ୍ଦ୍ରଶେଖରପୁର ର ଶାଖା ପରିଚାଳକ ମାନସ ରଞ୍ଜନ ଦାସ ସମ୍ମାନିତ ଅତିଥି ଭାବେ ମଞ୍ଜରୀ ଟିଭି ର ଚ୍ୟାନେଲ ମୁଖ୍ୟ ରତିକାନ୍ତ ଶତପଥି, ଜୀ ସାର୍ଥକ ର ନନ୍ ଫିକସନ୍ ହେଡ ସାଇ ମଙ୍ଗକିରଣ ମଙ୍ଗରାଜ , କଲର୍ସ ଓଡ଼ିଆ ର ଚ୍ୟାନେଲ ମୁଖ୍ୟ ପ୍ରିୟ ରଞ୍ଜନ ପଣ୍ଡା, ଅଭିନେତା ସୂର୍ଯ୍ୟକାନ୍ତ ସାମଲ ଓ ଅଭିନେତ୍ରୀ ମାମା ସାମିଲ ପ୍ରମୁଖ ଉପସ୍ଥିତ ରହି ଚଳଚ୍ଚିତ୍ର ର ଅଡିଓ କୁ ଲୋକାର୍ପଣ କରିଥିଲେ।

ୟୁଏସ୍ ମୋସନ୍ ପିକଚର୍ସ ବ୍ୟାନର ରେ ନିର୍ମିତ ଏହି ଚଳଚ୍ଚିତ୍ର ରେ ନିର୍ଦ୍ଦେଶନା ଦାଇତ୍ଵ ରେ ଅଛନ୍ତି କେ.ମୁରଲୀ କ୍ରିଷ୍ଣା, ସଂଳାପ ରଚନା କରିଛନ୍ତି ଡଃ ରଜନୀରଞ୍ଜନ,ସଙ୍ଗୀତ ନିର୍ଦ୍ଦେଶନା ଦାଇତ୍ଵ ରେ ଅଛନ୍ତି ସଞ୍ଜୟ ଓ ସିତୁ କଣ୍ଠଦାନ କରିଛନ୍ତି ହ୍ୟୁମାନ ସାଗର, ଅସୀମା ପଣ୍ଡା, କୁଳଦୀପ,ଅରପିତା ଚୌଧୁରୀ,ସତ୍ୟଜିତ୍,ନାଭ୍ୟା,ଲିପ୍ସା, ସୁଶାନ୍ତ ଙ୍କ ସହ ଗୀତ ରଚନା କରିଛନ୍ତି ସତ୍ୟାନନ୍ଦ ନାୟକ, ଉମେଶ ସାହୁ,ଏମ୍ ଜେବି ବଣ୍ଟି,ପିଣ୍ଟୁ ଏଥିସହିତ ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ସୁରୟାନ୍ ରଥ। ଏଥିରେ ମୁଖ୍ୟ ଭୂମିକା ରେ ଅଭିନୟ କରିଛନ୍ତି ଶୈଳେନ୍ଦ୍ର, ଦିବ୍ୟା, ଟୁଲୁ, ଶୁଭ୍ରାଂଶୁ, ଚିନ୍ତାମଣି, ଅଞ୍ଜନା ମିଶ୍ର, ରବି ମିଶ୍ର, ରତନ ମେହେର, କାଳିଆ ଷଣ୍ଢ ପ୍ରମୁଖ।

ସଙ୍ଗୀତ ଲୋକାର୍ପଣ ସହ ଚଳଚ୍ଚିତ୍ର ର ଫାଷ୍ଟ ଲୁକ୍ ମଧ୍ୟ ଦର୍ଶକ ମାନଙ୍କ ଉଦ୍ଦେଶ୍ୟ ରେ ଅତିଥି ମାନେ ଲୋକାର୍ପଣ କରିଥିଲେ। ଚଳଚ୍ଚିତ୍ର ଅତି ଶିଘ୍ର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ ବୋଲି ପ୍ରଯୋଜନା ସଂସ୍ଥା ତରଫରୁ କ୍ରିଏଟିଭ ହେଡ୍ ପ୍ରଣୟ ଜେଠୀ ସୂଚନା ଦେଇଛନ୍ତି।

ଅଡିଓ ଲୋକାର୍ପଣ ଓଡିଆ ଚଳଚ୍ଚିତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

July 17, 2026

ଭାରତରେ ନମାଜ ସମ୍ପୂର୍ଣ୍ଣ ନିଷେଧ ହେବ କି?: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ଅଯୋଧ୍ୟାର ସନ୍ଥ

July 17, 2026

ପ୍ରଭୃ ଜଗନ୍ନାଥଙ୍କ ସଂଗୀତକୁ ନେଇ ରବିନ୍ଦ୍ର ମଣ୍ଡପରେ ହେବ ତିନିଦିନିଆ ଉତ୍ସବ-ଗୁହାରି

July 17, 2026

ଟ୍ରମ୍ଫଙ୍କ ହତ୍ୟା ପାଇଁ ପୁରସ୍କାର ଘୋଷଣା କଲା ଇରାନ ସମର୍ଥିତ ଇରାକୀ ଆତଙ୍କବାଦୀ ସଂଗଠନ

July 17, 2026
Latest News

ଜିନ୍ଦ୍‌ଠାରେ ପ୍ରାୟ ୧୪,୭୦୦ କୋଟିର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

July 17, 2026

ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

July 17, 2026

କେବଳ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନୁହେଁ, ଜାଣନ୍ତୁ ସୋନମ ୱାଙ୍ଗଚୁକଙ୍କ ଦାବି କ’ଣ?

July 17, 2026

ଭାରତରେ ନମାଜ ସମ୍ପୂର୍ଣ୍ଣ ନିଷେଧ ହେବ କି?: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ଅଯୋଧ୍ୟାର ସନ୍ଥ

July 17, 2026

ପ୍ରଭୃ ଜଗନ୍ନାଥଙ୍କ ସଂଗୀତକୁ ନେଇ ରବିନ୍ଦ୍ର ମଣ୍ଡପରେ ହେବ ତିନିଦିନିଆ ଉତ୍ସବ-ଗୁହାରି

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.