Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏବେ ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କାରେ ଓଡିଆ ସାହିତ୍ୟର ଶ୍ରେଷ୍ଠ ସାଧକମାନଙ୍କ ଜୀବନ କାହାଣୀ
ଆଜିର ଖବର

ଏବେ ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କାରେ ଓଡିଆ ସାହିତ୍ୟର ଶ୍ରେଷ୍ଠ ସାଧକମାନଙ୍କ ଜୀବନ କାହାଣୀ

March 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଏପ୍ରିଲ ୧ ଉତ୍କଳ ଦିବସରେ ପ୍ରସାରଣ ହେବାକୁ ଯାଉଛି କଞ୍ଚାଲଙ୍କା ଓଟିଟି ପ୍ଲାଟଫର୍ମରେ ନୂଆ କ୍ଷୁଦ୍ର ଚଳଚ୍ଚିତ୍ର ବନ୍ଦେ ଉତ୍କଳ ଜନନୀ। ଓଡ଼ିଆ ସାହିତ୍ୟର ସର୍ବକାଳୀନ ଶ୍ରେଷ୍ଠ ସାଧକମାନଙ୍କୁ ନେଇ ଏବେ ଗବେଶଣାତ୍ମକ ଜୀବନ କାହାଣୀକୁ ପ୍ରଥମଥର ପାଇଁ ଓଟିଟି ପ୍ଲାଟଫର୍ମରେ ପ୍ରସାରଣ କରିବାପାଇଁ ଏକ ଅଭିନବ ପ୍ରୟାସ କରିଛି ଓଡିଶାର ସର୍ବାଧିକ ଆଦୃତ ଓ ଟିଟି ପ୍ଲାଟଫର୍ମ କଞ୍ଚାଲଙ୍କା!

ପଞ୍ଚସଖା ଯୁଗରୁ ଆଜିର ଆଧୁନିକ ଓଡ଼ିଆ ସାହିତ୍ୟ ପର୍ଯ୍ୟନ୍ତ ଏମିତି କିଛି ଲୋକପ୍ରିୟ ସାହିତ୍ୟକ, କବି,ଲେଖକଙ୍କ ଆତ୍ମଜୀବନୀକୁ ପରଦାରେ ଦେଖିବା ପାଇଁ ବେଶ୍ କଶ ସରତ୍ କରିବାକୁ ପଡିଛି! ବିଶ୍ଵର କୋଣ ଅନୁକୋଣ ରେ ଥିବା ଆମ ଦର୍ଶକ ମାନେ ଆମ ଓଡିଆ ସାହିତ୍ୟର ଏହି ମହାରଥୀ ଯଥା ଓଡିଆ ଭାଗବତର ରଚୟିତା ଅତିବଡି ଜଗନ୍ନାଥ ଦାଶ ,କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ, ବ୍ୟାସକବି ଫକୀରମୋହନ ସେନାପତି, ସ୍ୱାଭାବ କବି ଗଙ୍ଗାଧର ମେହେର ଏବଂ ଔପନ୍ୟାସିକ ଗୋପୀନାଥ ମହାନ୍ତିଙ୍କ ଆମଜୀବନୀ ଦେଖିପାରିବେ !ଯାହାର ପ୍ରଯୋଜନା କରିଛନ୍ତି ଅକ୍ଷୟ ପରିଜା ଓ ନିର୍ଦ୍ଦେଶନା ଦେଇଛନ୍ତି ଭିଶାଲ ମୋର୍ଯ୍ୟ ଦେବିପ୍ରସାଦ ଲେଙ୍କା ଆଉ ଚିତ୍ରନାଟ୍ୟ କରିଛନ୍ତି ହରପ୍ରସାଦ ଦାସ! ଓଡ଼ିଆ ସାହିତ୍ୟ ଓ ସଂସ୍କୃତିକୁ ଭଲ ପାଉଥିବା ଓଡ଼ିଆ ଦର୍ଶକ ଏହି ଅଭିନବ ପ୍ରୟାସକୁ ପସନ୍ଦ କରିବେ ବୋଲି ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କା ର ଆଶା ଓ ଭରସା।

ଉତ୍କଳ ଦିବସ ଓଟିଟି ପ୍ଲାଟଫର୍ମ ଓଡିଆ ସାହିତ୍ୟ କଞ୍ଚାଲଙ୍କା ଜୀବନ କାହାଣୀ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬ ଆଇପିଏଲ: ଏହି ଦଳକୁ ମିଳିଲା ୨୪ ବର୍ଷୀୟ ଅଧିନାୟକ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

March 16, 2026

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026
Latest News

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026

୨୦୨୬ ଆଇପିଏଲ: ଏହି ଦଳକୁ ମିଳିଲା ୨୪ ବର୍ଷୀୟ ଅଧିନାୟକ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

March 16, 2026

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.