Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସତ୍ୟଜିତ ରାୟ ଫିଲ୍ମ ଆଣ୍ଡ ଟେଲିଭିଜନ ଇନଷ୍ଟିଚ୍ୟୁଟରେ ଯୋଗଦେଲେ ହିଂମାଶୁ ଖଟୁଆ
ଆଜିର ଖବର

ସତ୍ୟଜିତ ରାୟ ଫିଲ୍ମ ଆଣ୍ଡ ଟେଲିଭିଜନ ଇନଷ୍ଟିଚ୍ୟୁଟରେ ଯୋଗଦେଲେ ହିଂମାଶୁ ଖଟୁଆ

August 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ସତ୍ୟଜିତ ରାୟ ଫିଲ୍ମ ଆଣ୍ଡ ଟେଲିଭିଜନ ଇନଷ୍ଟିଚ୍ୟୁରେ ଯୋଗଦେଲେ ହିଂମାଶୁ ଖଟୁଆ

ଭୁବନେଶ୍ବର: ଆଜି କୋଲକତା ସ୍ଥିତ ସତ୍ୟଜିତ ରାୟ ଫିଲ୍ମ ଆଣ୍ଡ ଟେଲିଭିଜନ ଇନଷ୍ଟିଚ୍ୟୁଟର ନିର୍ଦ୍ଦେଶକ ଭାବେ ଦାଇତ୍ୱ ନେଲେ ଚଳଚିତ୍ର ନିର୍ଦ୍ଦେଶକ ହିଂମାଶୁ ଖଟୁଆ । ଏହା ହେଉଛି  ଜାତୀୟ ଫିଲ୍ମ ଶିକ୍ଷା ଅନୁଷ୍ଠାନ। ଏଥିରେ ଦେଶର ବିଭିନ୍ନ ପ୍ରାନ୍ତରୁ ଚଳଚିତ୍ର ସଂପର୍କିତ ଶିକ୍ଷା ଲାଭ କରିବା ପାଇଁ ଯୋଗଦେଇଥାନ୍ତି।

ଦାୟିତ୍ବ ନେବା ପରେ ସେ କହିଛନ୍ତି ଯେ, ଏହି ପ୍ରତିଷ୍ଠାନ ଚଳଚିତ୍ର ସଂସ୍କୃତି ର ବିକାଶ ପାଇଁ ସମର୍ପିତ, ନିର୍ଦ୍ଦେଶକ ଭାବେ ଏହି ଧାରାକୁ ଆଗାମୀ ଦିନରେ ଆହୁରି ପ୍ରସାରିତ କରିବି ।ଚଳଚ୍ଚିତ୍ର ଜଗତରେ ନୂତନ ପ୍ରତିଭା ସୃଷ୍ଟି କରିବା ହେବ ମୋର ପ୍ରଥମ ପ୍ରାଥମିକତା ।କେନ୍ଦ୍ର ସରକାରଙ୍କ ସଂସ୍କୃତି ବିଭାଗ ର ଆଭିମୁଖ୍ୟ କୁ ଆହୁରି ଲୋକାଭିମୁଖୀ କରିବା ପାଇଁ ଚେଷ୍ଟା କରିବି ବୋଲି ସେ କହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କୁ ‘ଅର୍ଡର ଅଫ୍ ଓମାନ’ ସମ୍ମାନ

December 19, 2025

ଆଜି ଡିସେମ୍ବର ୧୯ ତାରିଖ, ପାଞ୍ଚୋଟି ରାଶି ପାଇଁ ରହିଛି ଧନ ବର୍ଷା, ଜାଣନ୍ତୁ ଶୁକ୍ରବାରର ରାଶିଫଳ

December 19, 2025

ବନ୍ଦେ ଭାରତ ଏକ୍ସପ୍ରେସରେ ଉପଲବ୍ଧ ସୁସ୍ୱାଦୁ ଓଡିଆ ଖାଦ୍ୟ

December 18, 2025

ଓମାନର ସୁଲତାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

December 18, 2025
Latest News

ପ୍ରଧାନମନ୍ତ୍ରୀଙ୍କୁ ‘ଅର୍ଡର ଅଫ୍ ଓମାନ’ ସମ୍ମାନ

December 19, 2025

ଆଜି ଡିସେମ୍ବର ୧୯ ତାରିଖ, ପାଞ୍ଚୋଟି ରାଶି ପାଇଁ ରହିଛି ଧନ ବର୍ଷା, ଜାଣନ୍ତୁ ଶୁକ୍ରବାରର ରାଶିଫଳ

December 19, 2025

ବନ୍ଦେ ଭାରତ ଏକ୍ସପ୍ରେସରେ ଉପଲବ୍ଧ ସୁସ୍ୱାଦୁ ଓଡିଆ ଖାଦ୍ୟ

December 18, 2025

ଓମାନର ସୁଲତାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

December 18, 2025

ଶିଶୁପାଳଗଡ଼ ଐତିହ୍ୟ ସ୍ଥଳରୁ ଜବରଦଖଲ ଉଚ୍ଛେଦ ପାଇଁ ପଦକ୍ଷେପ ନେଇଛି ଏଏସଆଇ: କେନ୍ଦ୍ର ସଂସ୍କୃତି ମନ୍ତ୍ରୀ

December 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.