Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୂର୍ଚ୍ଛନାର ସଂଗୀତ ପ୍ରତିଯୋଗିତା
ଆଜିର ଖବର

ମୂର୍ଚ୍ଛନାର ସଂଗୀତ ପ୍ରତିଯୋଗିତା

September 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ଭୁବନେଶ୍ଵର ଜୟଦେବ ଭବନ ଠାରେ ମୂର୍ଚ୍ଛନାର ସଂଗୀତ ପ୍ରତିଯୋଗିତା ବିଭିନ୍ନ ସ୍କୁଲ ଓ କଲେଜ ଛାତ୍ର ଓ ଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ହୋଇ ଯାଇଛି। କୃତି ପ୍ରତିଯୋଗୀ ମାନଙ୍କୁ ମୂର୍ଚ୍ଛନାର ୧୮ତମ ବାର୍ଷିକୋତ୍ସବ ଓ ସଂଗୀତ ଉତ୍ସବ ଦିନ ସରେ ଜୟଦେବ ଭବନଠାରେ ନଗଦ ରାଶି, ଫଳକ ଓ ସାର୍ଟିଫିକେଟ ପ୍ରଦାନ କରାଯିବ।

ସଭାପତି ପ୍ରଦୋଷ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ସଂଗୀତ ପ୍ରତିଯୋଗୀତାକୁ ଉଦ୍‌ଘାଟନ କରିଥିଲେ। ମୂର୍ଚ୍ଛନାର କର୍ମକର୍ତ୍ତା ଅଜୟ ମହାନ୍ତି, ମହେନ୍ଦ୍ର ଆଚାର୍ଯ୍ୟ, ସତରୂପା ଦେବେନ୍ଦ୍ର ସାହୁ, ହେମନ୍ତ ପରମଗୁରୁ, ପ୍ରଣୟ ଜେଠୀ, ଗୋଲକ ଚରଣ ମାର୍ଥା ଓ ତୁଷାର କାନ୍ତି ଚୌଧୁରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସଂଗୀତ ପ୍ରତିଯୋଗୀତା ସୁରୁଖୁରୁରେ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମକୁ ଅନନ୍ୟା ମହାନ୍ତି ଓ ଦୀପୟିକା ମିଶ୍ର ସଂଚାଳନ କରିଥିଲେ।

ଜୟଦେବ ଭବନ ଭୁବନେଶ୍ଵର
Share. Facebook Twitter LinkedIn Email WhatsApp Copy Link

Related Posts

ଜୟଦେବ ଭବନରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ

April 17, 2026

ହର୍ମୁଜ୍ ଖୋଲିଲା ଇରାନ: ଧନ୍ୟବାଦ ଜଣାଇଲେ ଡୋନାଲ୍ଡ ଟ୍ରମ୍ପ

April 17, 2026

ଲୁଣା ଜଙ୍ଗଲ ସଂରକ୍ଷଣ ଓ ପୁନରୁଦ୍ଧାର କ୍ଷେତ୍ରରେ ଭାରତର ଅନ୍ୟତମ ସଫଳ ମଡେଲ୍ ପାଲଟିଛି ‘ଓଡ଼ିଶା’

April 17, 2026

ଦ୍ୱୈତ ନାଗରିକତା ମାମଲାରେ ରାହୁଲ ଗାନ୍ଧୀଙ୍କ ବଢିପାରେ ସମସ୍ୟା: ହାଇକୋର୍ଟ ଦେଲେ ତଦନ୍ତ ନିର୍ଦ୍ଦେଶ

April 17, 2026
Latest News

ଜୟଦେବ ଭବନରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ

April 17, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ହର୍ମୁଜ୍ ଖୋଲିଲା ଇରାନ: ଧନ୍ୟବାଦ ଜଣାଇଲେ ଡୋନାଲ୍ଡ ଟ୍ରମ୍ପ

April 17, 2026

ଲୁଣା ଜଙ୍ଗଲ ସଂରକ୍ଷଣ ଓ ପୁନରୁଦ୍ଧାର କ୍ଷେତ୍ରରେ ଭାରତର ଅନ୍ୟତମ ସଫଳ ମଡେଲ୍ ପାଲଟିଛି ‘ଓଡ଼ିଶା’

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.