Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କା ନେଇ ଆସୁଛି ନୂଆ ୱେବ୍ ସିରିଜ୍‌ “SIX”
ଆଜିର ଖବର

ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କା ନେଇ ଆସୁଛି ନୂଆ ୱେବ୍ ସିରିଜ୍‌ “SIX”

October 27, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କାରେ ଆଉ ଏକ ନୂଆ ନୂଆ ୱେବ୍ ସିରିଜ୍‌ “SIX” ଆସୁଅଛି। ଏହି ୱେବ୍‌ସିରିଜ୍‌ ର ଟ୍ରେଲର ରିଲିଜ୍‌ ପରେ ସବୁ ଦର୍ଶକଙ୍କ ମୁଁହରେ ଗୋଟିଏ କଥା ଏ ସିରିଜ୍‌ ଯେବେ ରିଲିଜ୍‌ ହବ ଓଡିଶା ଚଳଚିତ୍ର ଜଗତରେ ଆଉ ଏକ ପରିବର୍ତ୍ତିନର ଧାରା ସୃଷ୍ଟି ହବ।

ଏହାକୁ ନେଇ ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କାର କ୍ରିଏଟିଭ୍ ଟିମ୍ କୁହନ୍ତି: ଏହି ୱେବ୍‌ସିରିଜ୍‌ରେ ଆପଣ ମାନେ ଦେଖିପାରିବେ ଗୋଟେ ପରିବାରରୁ ସମସ୍ତ ୬ ସଦସ୍ୟଙ୍କର ଗୋଟିଏ ଦିନରେ ମୃତ୍ୟୁ। ଏବେ ସବୁ ଆଡେ ଚର୍ଚା, ଏହା ଆତ୍ମ୍ୟ ହତ୍ୟା ନା ଗଣହତ୍ୟା? ଏହି ମୃତ୍ୟୁକୁ ନେଇ ସରକାର ଥରହର। ବର୍ତ୍ତମାନ ପୋଲିସ୍ ର ତଦନ୍ତକୁ ନେଇ ପ୍ରଶ୍ନବାଚୀ? ତଦନ୍ତ ଭାରପ୍ରାପ୍ତ ଅଧିକାରୀ ଏବେ ଚକ୍ରବ୍ୟୁହରେ। ଏବେ ତଦନ୍ତ କରୁଥିବା ପୋଲିସ କଣ କରିବ?
ଏ ମୃତ୍ୟୁ କାଣ୍ଡ ଉପରୁ ପରଦା ଉଠେଇବ? ନା ଅନେକ ବଡ ବଡ ଲୋକମାନଙ୍କୁ ବଞ୍ଚେଇବା ପାଇଁ ଘଟଣା ଉପରେ ପରଦା ଘୋଡେଇ ଦବ? ଏ ପର୍ଯ୍ୟନ୍ତ ଓଡିଶାର ସବୁଠାରୁ ବଡ ଅପରାଧିକ କାହାଣୀ ଓ ଟି ଟି ପ୍ଲାଟଫର୍ମ କଞ୍ଚାଲଙ୍କା ଆପଣମାନଙ୍କୁ ଭେଟି ଦବାକୁ ଯାଉଛି ୬ ନମ୍ବେମ୍ବର ୨୦୨୨ ରେ SIX।

ଏହି ୱେବସିରିଜ୍‌ ର ନିର୍ଦ୍ଦେଶକ ଧୃବାନନ୍ଦ ପଣ୍ଡା କୁହନ୍ତି: ଏ ସତ୍ୟ କାହାଣୀକୁ ଆମେ ଆମ ଦର୍ଶକମାନଙ୍କ ପାଖରେ ପହଞ୍ଚାଇବା ପାଇଁ ଆମକୁ ଅନେକ କଠିନ ପରିଶ୍ରମ କରିବାକୁ ପଡିଛି। ଆମର ଆଶା ଓ ଭରଷା ଓଡ଼ିଶାର ସବୁଠୁ ବଡ ଅପରାଧିକ କାହାଣୀ ଆମ ଦର୍ଶକ ମାନଙ୍କୁ ବହୁତ ଭଲ ଲାଗିବ।

ଏହି ୱେବସିରିଜ୍‌ର କାହାଣୀ ଓ ଚିତ୍ରନାଟ୍ୟ ଅଭିଜିତ୍‌ ସିଦ୍ଧେ ଲେଖିଥିବା ବେଳେ ସଂଳାପ ଲେଖିଛନ୍ତି ଦିଲିପ୍ ବଳବନ୍ତରାୟ। ବିରଞ୍ଚି ନାୟକ, ରାଗିନୀ, ବାଦଲ ମହାନ୍ତି, ଲତାଶା, ବିଦୁସ୍ମିତା, ଉଦିତ୍‌ ଗୁରୁ, କୈଳାସ୍ ପାଣିଗ୍ରାହୀ, ବରଦା, ଅଙ୍କିତ୍,ସାଇ, ସୂର୍ଯ୍ୟକାନ୍ତ, ରଶ୍ମିତା, ଦୂର୍ଯ୍ୟଧନ, ଜୟପ୍ରକାଶ ଦାଶ ଓ ଆହୁରି ଅନେକ୍ କଳାକାର ମାନେ ଅଭିନୟ କରିଛନ୍ତି ଏହାର ପ୍ରଯୋଜନା କରିଛନ୍ତି ବିରଞ୍ଚି ନାରାୟଣ ନାୟକ।

ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କା ୱେବ୍ ସିରିଜ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ତାରିକ ରହମାନଙ୍କ ଶପଥ ଗ୍ରହଣ

February 17, 2026

୨୦୨୬ ଟି-୨୦ ବିଶ୍ୱକପ୍‌: ପାକିସ୍ତାନ ମ୍ୟାଚ ହାରୁଥିବା ଦେଖି ଷ୍ଟାଡିୟମରୁ ଚାଲିଗଲେ ମୋହସିନ୍ ନକଭି

February 17, 2026

ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେସନ

February 17, 2026

ରବୀନ୍ଦ୍ର ମଣ୍ଡପ ଠାରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

February 17, 2026
Latest News

ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ତାରିକ ରହମାନଙ୍କ ଶପଥ ଗ୍ରହଣ

February 17, 2026

ଭାରତର ମାଷ୍ଟରଷ୍ଟ୍ରୋକ୍!: ରାଫେଲ୍ ଦେବ ଫ୍ରାନ୍ସ, ବଦଳରେ ନେବ ପିନାକା

February 17, 2026

୨୦୨୬ ଟି-୨୦ ବିଶ୍ୱକପ୍‌: ପାକିସ୍ତାନ ମ୍ୟାଚ ହାରୁଥିବା ଦେଖି ଷ୍ଟାଡିୟମରୁ ଚାଲିଗଲେ ମୋହସିନ୍ ନକଭି

February 17, 2026

ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେସନ

February 17, 2026

ରବୀନ୍ଦ୍ର ମଣ୍ଡପ ଠାରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.