Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଞ୍ଚସ୍ଥ ହେଲା ନାଟକ ‘ସେମାନେ ବି ମୋର’
ଆଜିର ଖବର

ମଞ୍ଚସ୍ଥ ହେଲା ନାଟକ ‘ସେମାନେ ବି ମୋର’

November 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ମଞ୍ଚସ୍ଥ ହେଲା ନାଟକ 'ସେମାନେ ବି ମୋର'

ଭୁବନେଶ୍ବର: ଭିନ୍ନ ଏକ କଥାବସ୍ତୁକୁ ନେଇ ନାଟକ ‘ସେମାନେ ବି ମୋର’ ଭୁବନେଶ୍ବରରେ ମଞ୍ଚସ୍ଥ ହୋଇଯାଇଛି।  ସାଧାରଣ ଲୋକେ କିପରି ନିଜର ଅହଂ ଭାବ ବା ମୋର ମୋର ଶଦ୍ଦରେ ବିମୋହିତ ହୋଇ ସବୁକିଛି ହରାଇ ବସେ, ମଣିଷକୁ କିପରି ଅହଂ ଭାବ ଖାଇ ଦିଏ, ସେହି କଥାବସ୍ତୁ ଉପରେ ଆଧାରିତ ହୋଇଛି ଏହି ନାଟକ ‘ସେମାନେ ବି ମୋର’।

ଏହି ନାଟକର ମୂଳ ରଚନା କରିଛନ୍ତି ଆର୍ଥର ମିଲର, ଯାହାର ନାମ ରହିଛି ‘ଅଲ ମାଇଁ ସନ୍ସ’। ଏହାକୁ ଓଡିଆ ରୂପାନ୍ତର କରିଛନ୍ତି ପ୍ରଫେସର ଜିତେନ୍ଦ୍ର ପଟ୍ଟନାୟକ। ଏହି ନାଟକଟି ପରିକଳ୍ପନା ଓ ନିର୍ଦ୍ଦେଶନା ଦେଇଛନ୍ତି ଡ. ସମିତାରାଣି ମହାନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ସମଗ୍ର ଓଡ଼ିଶାରେ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ: ସ୍ଵ-ଗଣନା ପୋର୍ଟାଲରେ ଏଭଳି କରନ୍ତୁ ନିଜକୁ ସାମିଲ

April 13, 2026

ନୂଆ ଅବକାରୀ ନୀତି କାର୍ଯ୍ୟକାରୀ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

April 13, 2026

ଯୁଦ୍ଧ ଯୋଗୁଁ ବିଶ୍ୱ ଇନ୍ଧନ ବଜାର ପ୍ରଭାବିତ: କିପରି ରହିଛି ଓଡିଶାରେ ଘରୋଇ ଏଲପିଜି ଯୋଗାଣ ବ୍ୟବସ୍ଥା?

April 13, 2026

ପରିସ୍ରା ପୋଡ଼ା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 13, 2026
Latest News

ସମଗ୍ର ଓଡ଼ିଶାରେ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ: ସ୍ଵ-ଗଣନା ପୋର୍ଟାଲରେ ଏଭଳି କରନ୍ତୁ ନିଜକୁ ସାମିଲ

April 13, 2026

ନୂଆ ଅବକାରୀ ନୀତି କାର୍ଯ୍ୟକାରୀ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

April 13, 2026

ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 13, 2026

ଯୁଦ୍ଧ ଯୋଗୁଁ ବିଶ୍ୱ ଇନ୍ଧନ ବଜାର ପ୍ରଭାବିତ: କିପରି ରହିଛି ଓଡିଶାରେ ଘରୋଇ ଏଲପିଜି ଯୋଗାଣ ବ୍ୟବସ୍ଥା?

April 13, 2026

ଗୋଦାବରୀଶ ମହାବିଦ୍ୟାଳୟ ରୋଭର ଓ ରେଞ୍ଜର ମାନଙ୍କ ଜଳ ବଣ୍ଟନ କାର୍ଯ୍ୟକ୍ରମ

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.