Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୩୦ ତମ ପିକକ୍ ଶିଶୁମେଳା ର ଦ୍ଵିତୀୟ ଦିବସ, ଆଧୁନିକ ନୃତ୍ୟ ସେ ମଜ୍ଜିଲେ ଦର୍ଶକ
ଆଜିର ଖବର

୩୦ ତମ ପିକକ୍ ଶିଶୁମେଳା ର ଦ୍ଵିତୀୟ ଦିବସ, ଆଧୁନିକ ନୃତ୍ୟ ସେ ମଜ୍ଜିଲେ ଦର୍ଶକ

November 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
୩୦ ତମ ପିକକ୍ ଶିଶୁମେଳା ର ଦ୍ଵିତୀୟ ଦିବସ, ଆଧୁନିକ ନୃତ୍ୟ ସେ ମଜ୍ଜିଲେ ଦର୍ଶକ

ଭୁବନେଶ୍ଵର: ୩୩ ତମ ପିକକ୍ ଶିଶୁମେଳା ର ଅଜିଥିଲା ଦ୍ଵିତୀୟ ଦିବସ। ଆଜି ସନ୍ଧ୍ୟା ର ମୁଖ୍ୟ ଆକର୍ଷଣ ଥିଲା ବେବି ଅଫ ଦି ଇୟର ଓ ଆଧୁନିକ ନୃତ୍ୟ ର ପ୍ରତିଯୋଗୀତା। ଆକର୍ଷଣୀୟ ବେଶ ପୋଷାକରେ ସଜ୍ଜିତ ପିଲାମାନଙ୍କର ନୃତ୍ୟ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା। ଏହି ପ୍ରତିଯୋଗୀତାର ବିଚାରକ ଭାବେ ଅଭିଷକ ସାମନ୍ତରାୟ, ଶ୍ରୀମତୀ ପ୍ରତୀକ୍ଷା ସାହୁ, ଶ୍ରୀ ଦିଲ୍ଲୀପ କୁମାର ଜି, ଓ  ଶ୍ରୀମତୀ ଅନ୍ନପୂର୍ଣା ମହାନ୍ତି ଯୋଗ ଦେଇ ପିଲାମାନଙ୍କୁ ଉତ୍ସାହିତ କରିଥିଲେ।

ଆଜି ସଂଧ୍ୟାରେ ଅତିଥିଭାବେ ଓଡିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ର ପ୍ରୋଗ୍ରାମ ମ୍ୟାନେଜର ପ୍ରୀତିକାନ୍ତ ପଣ୍ଡା, ଓଡିଶା ଶିଶୁ ସୁରକ୍ଷା ଆୟୋଗ ର ପୂର୍ବତନ ଅଧ୍ୟକ୍ଷା କସ୍ତୁରୀ ମହାପାତ୍ର, ବିଶିଷ୍ଟ ସାମ୍ବାଦିକ ମାଧବାନନ୍ଦ ବେହୁରା ଓ ସ୍ତ୍ରୀରୋଗ ବିଶେଷଜ୍ଞ ଡାକ୍ତର ପୁରୁଣିମା ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। ସେମାନେ  ପିକକ୍ ର ଏହି ଉଦ୍ୟମ କୁ ବହୁ ପ୍ରଶଂସା କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ  ପିକକ୍ ଶିଶୁମେଳା କମିଟି ର ଅଧ୍ୟକ୍ଷ ପ୍ରଦୋଷ ପଟ୍ଟନାୟକ, ପିକକ୍ ର ସମ୍ପାଦକ ରଞ୍ଜନ ମହାନ୍ତି ଓ  କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଅନୁରାଧା ମହାନ୍ତି ଉପସ୍ଥିତ ଥିଲେ। କୌତୁକ ପୋଷାକ, ବକ୍ତୃତା ଓ ଓଡିଶୀ ନୃତ୍ୟ ର କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ ମଧ୍ୟ କରାଯାଇଥିଲା।  ସଂନ୍ଧ୍ୟାରେ କ୍ଵିଟିକିଡ଼ ଗ୍ରୁପ ଓ ଲିଟିଲଷ୍ଟାର ଗ୍ରୁପ ର ପିଲାମାନଙ୍କ ଦ୍ଵାରା ପରିବେଷିତ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକ ମାନଙ୍କର ମନ ମୋହି ନେଇଥିଲା।

ପିକକ୍ ର ରତ୍ନା, ଜ୍ୟୋତିଶଙ୍କର, ସୁମିତ୍ରା, ଚନ୍ଦନ, ରଞ୍ଜିତା, ଇତିଶ୍ରୀ, ପ୍ରିୟଦର୍ଶିନୀ, ଊର୍ମିଳା, ବିଷ୍ଣୁପ୍ରିୟା, ଶୀତଳ, ଚିତ୍ତରଞ୍ଜନ ପ୍ରମୁଖ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ।

ପିକକ୍ ଶିଶୁମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.