Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସରେ ମିଶିଲେ ସଂଗୀତ ନିର୍ଦ୍ଦେଶକ ଗୁଡଲି ରଥ, ଗାୟିକା ପମି ମିଶ୍ର
ଆଜିର ଖବର

କଂଗ୍ରେସରେ ମିଶିଲେ ସଂଗୀତ ନିର୍ଦ୍ଦେଶକ ଗୁଡଲି ରଥ, ଗାୟିକା ପମି ମିଶ୍ର

December 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Guddly Rath
କଂଗ୍ରେସରେ ମିଶିଲେ ସଂଗୀତ ନିର୍ଦ୍ଦେଶକ ଗୁଡଲି ରଥ, ଗାୟିକା ପମି ମିଶ୍ର

ଭୁବନେଶ୍ବର: ଆଜି ଓଡିଶା ପ୍ରଦେଶ କଂଗ୍ରେସରେ ସାମିଲ ହୋଇଛନ୍ତି ଓଡିଆ ଚଳଚିତ୍ର ତଥା ଆଲବମ ସଂଗୀତ ନିର୍ଦ୍ଦେଶର ଗୁଡଲି ରଥ। ତାଙ୍କ ସହିତ ମଧ୍ୟ କଣ୍ଠଶିଳ୍ପୀ ପମି ମିଶ୍ର ମଧ୍ୟ କଂଗ୍ରେସରେ ଯୋଗ ଦେଇଛନ୍ତି। ଭୁବନେଶ୍ବର ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଉଭୟଙ୍କୁ ପ୍ରଭାରୀ ଏ ଚେଲ୍ଲାକୁମାର ଦଳରେ ସାମିଲ କରାଇଛନ୍ତି।

ଏହି ମିଶ୍ରଣ ପର୍ବରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହିତ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ମିଶ୍ରଣ ପରେ ଗୁଡଲି ରଥ କହିଛନ୍ତି ଯେ, ତାଙ୍କ ବାପା କଂଗ୍ରେସର ଜଣେ ସକ୍ରିୟ ସଦସ୍ୟ ଥିଲେ। ସେଥିପାଇଁ ସେ ଏହି ଦଳରେ ଯୋଗଦେବାକୁ ନିଷ୍ପତି କରିଥିଲେ। ଅନ୍ୟପକ୍ଷରେ ସଭାପତି ଶରତ ପଟ୍ଟନାୟକଙ୍କ ଅନୁରୋଧ କରିବା ପରେ ଦଳରେ ମିଶିବା ପାଇଁ ନିଷ୍ପତି କଲି।

କଂଗ୍ରେସ ମିଶ୍ରଣ କଂଗ୍ରେସରେ ସାମିଲ ପମି ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଜାରି: ବାତିଲ୍ ହେଲା ଏହି ସବୁ ଟ୍ରେନ

June 28, 2026

ମାଲକାନଗିରିରେ ସୁରକ୍ଷା ବାହିନୀର ବଡ଼ ସଫଳତା, ବିପୁଳ ମାଓ ସାମଗ୍ରୀ ଜବତ

June 28, 2026

କମିଶନରେଟ୍ ପୁଲିସ୍‌ ହାତରେ ୫ କୋଟି ଠକେଇର ମୋଷ୍ଟ ୱାଣ୍ଟେଡ୍ ଅଭିଯୁକ୍ତ

June 28, 2026

ଜମି ପାଇଁ ବାପା ଭାଇକୁ ହାଣିଲା ବଡ଼ ଭାଇ

June 28, 2026
Latest News

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଜାରି: ବାତିଲ୍ ହେଲା ଏହି ସବୁ ଟ୍ରେନ

June 28, 2026

ମାଲକାନଗିରିରେ ସୁରକ୍ଷା ବାହିନୀର ବଡ଼ ସଫଳତା, ବିପୁଳ ମାଓ ସାମଗ୍ରୀ ଜବତ

June 28, 2026

କମିଶନରେଟ୍ ପୁଲିସ୍‌ ହାତରେ ୫ କୋଟି ଠକେଇର ମୋଷ୍ଟ ୱାଣ୍ଟେଡ୍ ଅଭିଯୁକ୍ତ

June 28, 2026

ଜମି ପାଇଁ ବାପା ଭାଇକୁ ହାଣିଲା ବଡ଼ ଭାଇ

June 28, 2026

କେନ୍ଦ୍ରମନ୍ତ୍ରୀଙ୍କୁ ୯୯ ଲକ୍ଷ ସବସିଡି ମିଳିଥିବା ଅଭିଯୋଗ: ଜାଣନ୍ତୁ ଏହି ଯୋଜନାରେ କିପରି ଉପକୃତ ହେବେ ଚାଷୀ?

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.