Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦର୍ଶକଙ୍କୁ ଆକର୍ଷିତ କରିବାରେ ଲାଗିଛି ଜୀ ସାର୍ଥକର ‘ଝିଲି ‘
ଆଜିର ଖବର

ଦର୍ଶକଙ୍କୁ ଆକର୍ଷିତ କରିବାରେ ଲାଗିଛି ଜୀ ସାର୍ଥକର ‘ଝିଲି ‘

February 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦର୍ଶକଙ୍କୁ ଆକର୍ଷିତ କରିବାରେ ଲାଗିଛି ଜୀ ସାର୍ଥକର 'ଝିଲି '

ଭୁବନେଶ୍ବର: ବର୍ତ୍ତମାନ ଜୀ-ସାର୍ଥକରେ ସନ୍ଧ୍ୟା ୭ଟା ରେ ଚାଲିଥିବା ମେଗା ଧାରାବାହିକ ‘ଝିଲି’ ଲୋକପ୍ରିୟତା ଶୀର୍ଷରେ। ଏହି ଧାରାବାହିକରେ ଝିଲି ଓ ସିଦ୍ଧ ଯୋଡ଼ି ଦର୍ଶକମାନଙ୍କ ଦ୍ୱାରା ଖୁବ୍ ପ୍ରଶଂସିତ ହେବା ସହ ଏହାର କାହାଣୀ ଦର୍ଶକଙ୍କୁ ବାନ୍ଧି ରଖିଛି। ଏବେ କାହାଣୀରେ ଗୋଟେ ଭିନ୍ନ ମୋଡ଼ ଆସିଛି। କାହାଣୀର ଗତିଶୀଳତା ସହ ମିଠା ମହଲ ଏବେ ନାନା ସମସ୍ୟା ଭିତରେ ଗତି କରୁଛି। ସମରେଶ ଓ ସନ୍ଦୀପ ପୁରା ବିଜିନେସକୁ ଦୁଇ ଭାଗରେ ବାଣ୍ଟି ନେବାକୁ ଠିକ୍ କରୁଥିବା ବେଳେ ଝିଲି ଚାହୁଁନାହିଁ ଯେ ଜେଜେ ଏକଥା ଜାଣନ୍ତୁ। ସିଦ୍ଧ, ଝିଲିର କଥା ବୁଝିଲେ ବି କିଛି କରି ପାରୁନି।

ସମରେଶ ନିଜର ସ୍ଵତନ୍ତ୍ର ବ୍ୟବସାୟ ଆରମ୍ଭ କରିବାକୁ ଚାହୁଁଥିବା ବେଳେ ନିବେଶକ ମାନେ ଶେଷ ମୁହୂର୍ତ୍ତରେ ଓହରି ଯାଉଛନ୍ତି ଓ ସମରେଶଙ୍କୁ କ୍ଷତି ସହିବାକୁ ପଡ଼ିଛି। ଏପରି ଏକ ମାନସିକ ଚାପ ଭିତରେ ସେ ଏକ ମୃଦୁ ହୃଦଘାତର ଶୀକାର ହେଉଛନ୍ତି। ସିଦ୍ଧର କନଷ୍ଟ୍ରକସନ୍ କମ୍ପାନୀ ମଧ୍ୟ ଏଥିରେ କ୍ଷତିଗ୍ରସ୍ତ ହେଉଛି ଯାହା ଫଳରେ ସିଦ୍ଧ ଓ ତା ବାପାଙ୍କ ମଧ୍ୟରେ ଦୂରତା ସୃଷ୍ଟି କରୁଛି। ଏସବୁ ଦେଖି ଝିଲି ଆହୁରି ଚିନ୍ତାରେ ପଡ଼ୁଛି। ସବୁ ପରିବାରରେରେ ସମସ୍ୟା ରହିଥାଏ। ହେଲେ ଝିଲି ପରିବାରରେରେ ବ୍ୟବସାୟକୁ ନେଇ ଯେଉଁ ସମସ୍ୟା ଉପୁଜୁଛି, ସେ କେମିତି କରିବା ଏହାର ସାମ୍ନା ।ସେ କ’ଣ ତାର ପ୍ରେମ,ନିଷ୍ଠା ଓ ବିଶ୍ୱାସ ବଳରେ ବାନ୍ଧି ରଖି ପାରିବ ତା’ର ପରିବାରକୁ। ଏହା ଦେଖିବାପାଇଁ ପ୍ରତିଦିନ ସନ୍ଧ୍ୟା ୭ଟା ରେ ଏହି ମେଗା ଧାରାବାହିକ ସହ ଯୋଡିହୋଇ ରହିଥାନ୍ତୁ।

ଏପରି ଅନେକ କିଛି ଖଟା ମିଠା ଘଟଣା ଓ ମଧୁର ସମ୍ପର୍କକୁ ନେଇ ଏହି ଧାରାବାହିକର କାହାଣୀ ଆଗକୁ ଗତିଶୀଳ ହେଉଛି।

'ଝିଲି' ଜୀ ସାର୍ଥକ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026
Latest News

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.