Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୀ-ସାର୍ଥକ ‘ରଜ କୁଇନ ୨୦୨୩’: ଅଡିସନ୍ ରେ ନିଅନ୍ତୁ ଭାଗ
ଆଜିର ଖବର

ଜୀ-ସାର୍ଥକ ‘ରଜ କୁଇନ ୨୦୨୩’: ଅଡିସନ୍ ରେ ନିଅନ୍ତୁ ଭାଗ

April 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ୧୧ ବର୍ଷରେ ପଦାର୍ପଣ କଲା ଜୀ-ସାର୍ଥକ ର ଲୋକପ୍ରିୟ ରିଏଲିଟି ଶୋ, ‘ରଜ କୁଇନ୍‌’, ଆରମ୍ଭ ହେବାକୁ ଯାଉଛି ଅଡିସନ୍। ଏଥର ରହିଛି ଏକ ବିଶେଷ ସ୍କଲାରସିପ୍ ସେମାନଙ୍କ ପାଇଁ ଯେଉଁ ମାନେ ମନୋରଂଜନ ଜଗତର ଯେକୌଣସି ବିଭାଗରେ ପାରଦର୍ଶିତା ହାସଲ କରିଛନ୍ତି ଓ ସେହି ବିଭାଗରେ ଆଗକୁ ବଢ଼ିବାକୁ ଚାହୁଁଛନ୍ତି , ସେମାନେ ନିଜର ଅନନ୍ୟ କଳା ବା ପାରଦର୍ଶୀତା ପ୍ରଦର୍ଶନ କରି ଏହି ସ୍କଲାରସିପ୍ ର ହକଦାର୍ ହୋଇପାରିବେ। ଏଭଳି ସୁଯୋଗ ଓ ସହଯୋଗ କେବଳ ଜୀ-ସାର୍ଥକ ର ରଜ କୁଇନ୍‌ ପ୍ରତିଯୋଗୀମାନଙ୍କୁ ମିଳିପାରିବ।

‘ରଜ କୁଇନ ୨୦୨୩’ ପାଇଁ ଅଡିସନ୍ ଖୁବ୍ ଶୀଘ୍ର ଓଡ଼ିଶାର କିଛି ପ୍ରମୁଖ ସହରରେ ଭିନ୍ନ ଭିନ୍ନ ତାରିଖରେ ହେବାକୁ ଯାଉଛି, ଭଦ୍ରକ/ କେନ୍ଦୁଝରରେ ଏପ୍ରିଲ୍ ୮ ତାରିଖରେ, ଭୁବନେଶ୍ଵରରେ ଏପ୍ରିଲ୍ ୯ ତାରିଖରେ, ଯାଜପୁର/ ବାଲେଶ୍ୱରରେ ଏପ୍ରିଲ୍ ୧୫ ତାରିଖରେ, କଟକରେ ଏପ୍ରିଲ୍ ୧୬ ତାରିଖରେ, ଅନୁଗୁଳରେ ଏପ୍ରିଲ୍ ୨୨ ତାରିଖରେ ଓ ରାଉରକଲାରେ ଏପ୍ରିଲ୍ ୨୩ ତାରିଖରେ ହେବାକୁ ଯାଉଛି।

ରଜକୁଇନ୍ ରେ ଭାଗ ନେବାପାଇଁ ଜୀସାର୍ଥକ ଦେଖିବା ସହ ଜଲଦି ଜୀ-ସାର୍ଥକର ସୋସିଆଲ ମିଡ଼ିଆ ପେଜ୍ ରେ ଯୋଡ଼ି ହୋଇ ନିଜ ସ୍ବପ୍ନକୁ ପୂରଣ କରନ୍ତୁ।

ଅଡିସନ୍ ଜୀ ସାର୍ଥକ ରଜ କୁଇନ୍
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026

ରୂପା ଦରରେ ୧.୩୪ ଲକ୍ଷ ହ୍ରାସ, ୧.୩୮ ଲକ୍ଷକୁ ଖସିଲା ସୁନା!

February 2, 2026

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026

ଏଥର ଓଡ଼ିଶା ପାଇଁ କେନ୍ଦ୍ର ବଜେଟରେ କ’ଣ ହେଲା ଘୋଷଣା?: ଜାଣନ୍ତୁ ସବୁକିଛି

February 2, 2026
Latest News

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026

ରୂପା ଦରରେ ୧.୩୪ ଲକ୍ଷ ହ୍ରାସ, ୧.୩୮ ଲକ୍ଷକୁ ଖସିଲା ସୁନା!

February 2, 2026

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.