Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ମନୋରଂଜନ»ମଇ ୨୯, ଜୀ-ସାର୍ଥକ ସଂସାରର ସବୁ ଧାରାବାହିକରେ ସବୁଠାରୁ ବଡ଼ଦିନ
ମନୋରଂଜନ

ମଇ ୨୯, ଜୀ-ସାର୍ଥକ ସଂସାରର ସବୁ ଧାରାବାହିକରେ ସବୁଠାରୁ ବଡ଼ଦିନ

May 25, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଓଡିଶାର ମନୋରଞ୍ଜନ ଚ୍ୟାନେଲ ଜୀ-ସାର୍ଥକ ସର୍ବଦା ଦର୍ଶକଙ୍କୁ ନୂଆ ନୂଆ କାହାଣୀ ଓ ପାରିବାରିକ ଘଟଣାକୁ ନେଇ ଦର୍ଶକମାନଙ୍କ ମନୋରଞ୍ଜନ କରିଆସିଛି। ସେଥିପାଇଁ ମଇ ୨୯, ଜୀ-ସାର୍ଥକ କରୁଛି, ଜୀ-ସାର୍ଥକ ସଂସାରର ସବୁଠାରୁ ବଡ଼ଦିନ, ଜୀ-ସାର୍ଥକ ସହିତ ଜଡ଼ିତ ରୁହନ୍ତୁ କାରଣ ଚ୍ୟାନେଲର ସମସ୍ତ ମେଗା ଧାରାବାହିକରେ ରହିବ ବଡ଼ ଧରଣର ମନୋରଞ୍ଜନ।

ସନ୍ଧ୍ୟା ୬:୩୦ରେ ‘ମୁଁ ବି ବିଜୟୀନି’ ଯେଉଁଥିରେ ଦେଖିବେ, କାହ୍ନା ଓ ରାଧିକାର ବାହାଘରରେ ରାଧିକା ନିଖୋଜ ଅଛି ତେବେ ଦେବିକା ଓ ସ୍ତୁତି କେମିତି ଖୋଜିବେ ରାଧିକାକୁ, କ’ଣ କରିବେ ? ସେହିପରି ୭ଟାରେ ‘ଝିଲ୍ଲୀରେ ଦେଖିବେ, ଝିଲ୍ଲୀ ଓ ଟିନା ମଧ୍ୟରେ ହେବ ଏକ ହେଲ୍ଦି କିଚେନ୍ସ ପ୍ରତିଯୋଗିତା, ତେବେ ଏଇ ପ୍ରତିଯୋଗିତାରେ କାହାର ହେବ ଜିତ୍ ??? କଣ କରିବ ଝିଲ୍ଲୀ ? ୭:୩୦ରେ ଦେଖିବେ ‘ସୁନାଝିଅ’, ଆରମ୍ଭ ହୋଇଛି ଶାଶୁ ବୋହୂଙ୍କ ଲଢେଇ ଓ ପ୍ରଥମ ଥର ପାଇଁ ପ୍ରିୟା ଭବାନୀକୁ ଜେଲ୍ ପଠାଇବାକୁ ସଫଳ ହୋଇଛି ହେଲେ କେମିତି ? ୮ଟାରେ ଦେଖିବେ ‘ସାଥିରେ’, ଧାରା ସାମନାକୁ ଆସିଛି ପ୍ରକୃତ ଖଳନାୟକ ଇନ୍ଦ୍ରାଣୀ ର ଅସଲ ଚେହେରା।

ଧାରା ଅମ୍ବରକୁ ଇନ୍ଦ୍ରାଣୀ ବିଷୟରେ ଯେତେ କହିଲେବି ଅମ୍ବର ଏହାକୁ ମାନୁନାହିଁ ଓ ଧାରାକୁ ବିଶ୍ବାସ କରୁନାହିଁ। ଏବେ କେମିତି ଶାସ୍ତି ଦେବା ଧାରା ଇନ୍ଦ୍ରାଣୀକୁ? ୮:୩୦ରେ ‘ତୁ ଖରା ମୁଁ ଛାଇ’ରେ ଦେଖିବେ ହଠାତ୍ ମାନିନୀ ସନ୍ଦେହ କରୁଛି, ଏଜେ ନିଜ ପ୍ରଥମ ସ୍ତ୍ରୀର ହତ୍ୟା କରିଛନ୍ତି ବୋଲି ହେଲେ କାହିଁକି ଏମିତି କଣ କରିଛି ଏଜେ ? ମାନିନୀ କଣ ସତର ମୂଳ ପର୍ଯ୍ୟନ୍ତ ପହଞ୍ଚି ପାରିବ ? ୯ଟାରେ ଦେଖିବେ ‘ଖୁସିର ଛୁଙ୍କ’ରେ ଖାଇବା ଓ ଖୁଆଇବା ପାଇଁ ପସନ୍ଦ କରୁଥିବା ଏକ ଚୁଲବୁଲି ଝିଅ ଖୁସିର ନିଜ ସିନ୍ଦୂରକୁ ଫେରି ପାଇବାର ଚେଷ୍ଟା। କରନ୍ କୁ ଖୋଜିବାକୁ ପୁରୀରୁ ରଜତ ସହିତ ଭୁବନେଶ୍ବର ଆସିଛି ଖୁସି କିନ୍ତୁ ଭୁବନେଶ୍ବର ଆସିବା ପରେ ସେ ଫସି ଯାଇଛି ରଜତର ଚାଲ୍ ରେ। ଏଇସବୁ ବାଧାବିଘ୍ନକୁ ପାର୍ କରି କଣ ଖୁସି ଫେରେଇ ଆଣିପାରିବ ନିଜ ସହିତ ନିଜ ସିନ୍ଦୂରକୁ? ଜାଣିବାପାଇଁ ଦେଖନ୍ତୁ ୧ ଘଣ୍ଟାର ମହା ଅଧ୍ୟାୟ। ଏମିତି ବହୁ ବଡ଼ ବଡ଼ ସସପେନ୍ସ ଓ ପରିବର୍ତ୍ତନ ଦେଖିବେ ଜୀ-ସାର୍ଥକ ସମସ୍ତ ମେଗା ଧାରାବାହିକରେ।

ଆଜି ଠାରୁ ଆପଣଙ୍କ ସବୁ କାମ ସାରି ପ୍ରସ୍ତୁତ ରୁହନ୍ତୁ ମଇ୨୯, ରେ ଜୀ-ସାର୍ଥକ ର ସବୁ ଠାରୁ ବଡ଼ ଦିନ ପାଇଁ। ଜୀ-ସାର୍ଥକ ସର୍ବଦା ଦର୍ଶକଙ୍କୁ କିଛି ନୂଆ ଦେଖାଇବାକୁ ଚେଷ୍ଟା କରିଥାଏ।  ଏଥର ଜୀ-ସାର୍ଥକ ଏହି ବଡ଼ ଦିନ ରେ ସମସ୍ତ ମେଗା ଧାରାବାହିକରେ ସସପେନ୍ସ କାହାଣୀ ସବୁ ଦର୍ଶକଙ୍କ ମନକୁ ଛୁଇଁବ ବୋଲି ଆଶା ପ୍ରକାଶ କରିଛନ୍ତି ଜୀ-ସାର୍ଥକ ଚ୍ୟାନେଲ ଚିଫ୍ ଅଫିସର ପ୍ରତୀକ ସିଲ୍।

ଜୀ ସାର୍ଥକ
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଆଜି ରୂପା ମୂଲ୍ୟ ୧୭,୦୦୦ କୁ ହ୍ରାସ

February 2, 2026

ନିର୍ବାଚନ କମିଶନରଙ୍କୁ କହିଲେ ମିଛୁଆ: ଦିଲ୍ଲୀରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ମମତା ବାନାର୍ଜୀ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.