Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ମନୋରଂଜନ»ଏହି ଓଲିଉଡ ଯୋଡିଙ୍କ ‘ପ୍ରେମ ପାଇଁ ମହାଭାରତ’
ମନୋରଂଜନ

ଏହି ଓଲିଉଡ ଯୋଡିଙ୍କ ‘ପ୍ରେମ ପାଇଁ ମହାଭାରତ’

May 16, 2018No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରେମ ପାଇଁ ମହାଭାରତ’ରେ ଦର୍ଶକ ପୁଣି ଏକ ନିଆରା କାହାଣୀ ଦେଖିବାକୁ ପାଇବେ। ଏହି ଓଡ଼ିଆ ଚଳଚ୍ଚିତ୍ରର ନାୟକ ହେଲେ ସମ୍ବିତ୍‌ ଓ ନାୟିକା ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି ରୀୟା ଦେ। ‘ପ୍ରେମ ପାଇଁ ମହାଭାରତ’ ହେବ ସମ୍ବିତ୍‌-ରୀୟା ଯୋଡ଼ିଙ୍କର ଦ୍ୱିତୀୟ ସିନେମା।

‘ପ୍ରେମ ପାଇଁ ମହାଭାରତ’ ରେ ସମ୍ବିତ ଓ ରୀୟା ପ୍ରେମିକ-ପ୍ରେମିକା ଭାବେ ପରଦାକୁ ଆସିବେ। ଏହି ସିନେମାରେ ଅନ୍ୟମାନଙ୍କ ମଧ୍ୟରେ ମିହିର ଦାସ, ବବି ମିଶ୍ର ଓ ପିଣ୍ଟୁ ନନ୍ଦ ପ୍ରମୁଖ ମଧ୍ୟ ଅଛନ୍ତି ଗୁରୁତ୍ୱପୂର୍ଣ୍ଣ ଭୂମିକାରେ । ପ୍ରଦୀପ କିଶୋର ଆଚାର୍ଯ୍ୟ ଏହି ଓଡ଼ିଆ ଚଳଚ୍ଚିତ୍ରର ପ୍ରଯୋଜକ। ‘ଯୋଗୀ’ ଭଳି ଏକ ବାସ୍ତବଧର୍ମୀ ସିନେମାରେ ନିର୍ଦ୍ଦେଶନା ଦେଇଥିବା ନିରଂଜନ ବେହେରା ‘ପ୍ରେମ ପାଇଁ ମହାଭାରତ’ର ନିର୍ଦ୍ଦେଶକ। ଅଭିଜିତ ମଜୁମଦାର ଏହାର ସଙ୍ଗୀତ ନିର୍ଦ୍ଦେଶକ। ଛବିତା ମାର୍ଥା ଏହି ଓଡ଼ିଆ ଚଳଚିତ୍ରର କାହାଣୀକାର।

Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଜନ୍ତରମନ୍ତରଠାରେ ଆନ୍ଦୋଳନ କରିବ ସିଜେପି

October 9, 2026

ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲା: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଛାନ୍‌ଭିନ୍‌

October 9, 2026

ଓଆଇଏସ୍ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ: ସଠିକ୍‌, ଶୀଘ୍ର ଓ ସରଳତା

October 9, 2026

୪୮ତମ ବିଶ୍ବ ଦକ୍ଷତା ପ୍ରତିଯୋଗିତାରେ ‘ଟିମ୍ ଇଣ୍ଡିଆ’ର ପ୍ରତିନିଧିମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

October 9, 2026
Latest News

‘ସିଜେପିଠାରୁ ନିଜକୁ ଦୂରେଇ ରଖନ୍ତୁ”: ପ୍ରତିବାଦରୁ ଦୂରେଇ ରହିବାକୁ ପରାମର୍ଶ ଦେଲେ ମୌଲାନା

October 10, 2026

୯ କୋଟିରୁ ଅଧିକ ସରକାରୀ ପାଣ୍ଠି ହଡ଼ପ ମାମଲା: ବନ୍ଧା ହେଲେ ଆଉ ୩ ସରକାରୀ କର୍ମଚାରୀ

October 10, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଠିଆ ହୋଇଥିବା ଟ୍ରକକୁ ପିଟିଲା ଯାତ୍ରୀବାହୀ ବସ୍, ୩ ଗୁରୁତର

October 10, 2026

ପୋଲିସ ହେପାଜତରେ ଅଭିଜିତ, ସୌରଭ ଏବଂ ଆଶୁତୋଷ: ଜାଣନ୍ତୁ ଅପଡେଟ୍

October 10, 2026

CJP ପ୍ରତିବାଦ ପୂର୍ବରୁ କାର୍ଯ୍ୟାନୁଷ୍ଠାନ: ଧ୍ରୁବ ରାଠୀଙ୍କୁ ଅଟକ ରଖିଲା ଦିଲ୍ଲୀ ପୋଲିସ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.