Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୃଦ୍ଧାଶ୍ରମରେ ଭାଲେନଟାଇନ ଡେ ପାଳନ କଲେ ଅଭିନେତ୍ରୀ ଅଙ୍କିତା
ଆଜିର ଖବର

ବୃଦ୍ଧାଶ୍ରମରେ ଭାଲେନଟାଇନ ଡେ ପାଳନ କଲେ ଅଭିନେତ୍ରୀ ଅଙ୍କିତା

February 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Valentine day at Oldage home

ଭୁବନେଶ୍ୱର, ଯେଉଁମାନଙ୍କ ପୁଅ ଝିଅ,ନାତିନାତୁଣୀ ଥାଇ ମଧ୍ୟ ନିଜ ବୃଦ୍ଧ ପିତାମାତାଙ୍କୁ ପଚାରନ୍ତିନି ଦେଖାଶୁଣା କରନ୍ତିନି ସେମାନେ ଅନ୍ୟ ଉପାୟ ନପାଇ ବିଭିନ୍ନ ବୃଦ୍ଧାଆଶ୍ରମରେ ନିଜର ବାକି ଜୀବନ ଅତିବାହିତ କରନ୍ତି । ସେମାନେ ପ୍ରେମ ଦିବସ ବୋଲି କିଛି ଜାଣିନଥାନ୍ତ।ଆଜି ସେହି ପ୍ରେମ ଦିବସ ଅବସରରେ ରେ , ଯୁକ୍ତାମୁଖୀ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ଟଙ୍କପାଣି ରୋଡ଼ସ୍ଥିତ ଶ୍ରୀକ୍ରିଷ୍ଣା ଆନନ୍ଦ ବୃଦ୍ଧାଆଶ୍ରମରେ ପ୍ରେମ ଦିବସକୁ  ନିରାଡ଼ମ୍ବର ସହକାରେ ଏକ ନିଆରା ଢଙ୍ଗରେ ପାଳନ କରାଯାଇଛି।ଓଡ଼ିଆ ଚଳଚ୍ଚିତ୍ର ମିଠାକଥାର  ଅଭିନେତ୍ରୀ ଅଙ୍କିତା ଦାସ ସହ ଚଳଚିତ୍ର ସଂଯୋଜକ ପ୍ରଣୟ ଜେଠି, ସମାଜସେବୀ ରଶ୍ମି ମହାପାତ୍ର,ମିଲି ପଣ୍ଡା,ଅମିତା ବିଶ୍ୱାଳ,ବିଷ୍ଣୁପ୍ରିୟା ଚାନ୍ଦ ପ୍ରମୁଖ ଯୋଗଦେଇ ଆଶ୍ରମରେ ଥିବା ଅନ୍ତେବାସୀଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରିବା ସହ ସେମାନଙ୍କ ଆଶୀର୍ବାଦ ନେଇଥିଲେ। ସେମାନଙ୍କୁ ମିଠା,ଫଳ ଖୁଆଇ ସେମାନଙ୍କ ଦୁଃଖ କଷ୍ଟ କୁ ଦୂର କରିବାକୁ ଚେଷ୍ଟା କରିଥିଲେ।ଏହି ଅବସରରେ ଟ୍ରଷ୍ଟର ସଦସ୍ୟ  ଦମ୍ପତି ତାଙ୍କ ପୁଅର ଜନ୍ମଦିକକୁ  ଯୋଗଦେଇଥିବା ଅତିଥି ଓ ଅନ୍ତେବାସିଙ୍କ ଗହଣରେ ଆନନ୍ଦ ସହକାରେ କେକ କାଟି ପାଳନ କରିଥିଲେ।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ରୋହିତ ଶର୍ମାଙ୍କ ବିଶ୍ୱ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ବାବର ଆଜମ, ହେଲେ ନମ୍ବର-୧ ବ୍ୟାଟର

November 1, 2025

ଖୋର୍ଦ୍ଧା ପୋଲିସର ବଡ଼ ଧରଣର ଅଦଳବଦଳ: ୨୬ ଏସ୍‌ଆଇ ଏବଂ ଏଏସ୍‌ଆଇଙ୍କ ବଦଳି

November 1, 2025

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

November 1, 2025

ଆଜି ଛତିଶଗଡରେ ୧୪,୨୬୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦ‌ଘାଟନ କରିବେ ପ୍ରଧାନମନ୍ତ୍ରୀ

November 1, 2025
BJP Ads
Latest News

ରୋହିତ ଶର୍ମାଙ୍କ ବିଶ୍ୱ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ବାବର ଆଜମ, ହେଲେ ନମ୍ବର-୧ ବ୍ୟାଟର

November 1, 2025

ଖୋର୍ଦ୍ଧା ପୋଲିସର ବଡ଼ ଧରଣର ଅଦଳବଦଳ: ୨୬ ଏସ୍‌ଆଇ ଏବଂ ଏଏସ୍‌ଆଇଙ୍କ ବଦଳି

November 1, 2025

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

November 1, 2025

ଆଜି ଛତିଶଗଡରେ ୧୪,୨୬୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦ‌ଘାଟନ କରିବେ ପ୍ରଧାନମନ୍ତ୍ରୀ

November 1, 2025

ଓଡ଼ିଶାରେ ୬୨ଟି ଅତିରିକ୍ତ ପିଜି ସିଟ୍ ବୃଦ୍ଧି: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ 

November 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.