Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟାଇଗର୍‌- ଦିଶାଙ୍କ ଡ୍ୟାନ୍ସ ଭିଡିଓ ଭାଇରାଲ୍‌
ଆଜିର ଖବର

ଟାଇଗର୍‌- ଦିଶାଙ୍କ ଡ୍ୟାନ୍ସ ଭିଡିଓ ଭାଇରାଲ୍‌

March 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ବଲିଉଡ୍‌ ଅଭିନେତା ଟାଇଗର୍‌ ଶ୍ରଫ୍‌ ଏବଂ ଦିଶା ପଟାନୀଙ୍କ ଡ୍ୟାନ୍ସ ଭିଡିଓ ଭାଇରାଲ୍‌ ହୋଇଛି । ଟାଇଗର୍‌ ଶ୍ରଫ୍‌ଙ୍କ ଅଭିନୀତ ଫିଲ୍ମ ଓ୍ବାରର ଏକ ଗୀତରେ ଉଭୟ ଜବରଦସ୍ତ ନୃତ୍ୟ ପ୍ରଦର୍ଶନ କରିଛନ୍ତି । ଦିଶା ନିଜର ଇନ୍‌ଷ୍ଟାଗ୍ରାମ୍ ଆକାଉଣ୍ଟରେ ଏହି ଡ୍ୟାନ୍ସ ଭିଡିଓଟିକୁ ସେୟାର କରିଛନ୍ତି । ନିକଟରେ ଟାଇଗର୍‌ ଏବଂ ଦିଶା ଏକତ୍ର ବାଗୀ-3ର ଆଇଟମ ନମ୍ବର ଡୁ ୟୁ ଲଭ୍‌ ମିରେ ନଜର ଆସୁଛନ୍ତି । ଦିଶା ଶେଷଥର ପାଇଁ ମଲଙ୍ଗରେ ନଜର ଆସିଥିବା ବେଳେ ଟାଇଗର୍‌ ଓ୍ବାର୍‌ରେ ନଜର ଆସିଥିଲେ ।

https://www.instagram.com/p/B9Nyr2TgLH3/

ଅହମଦ୍‌ ଖାନ୍‌ଙ୍କ ନିର୍ଦ୍ଦେଶନାରେ ଟାଇଗର୍‌ ସ୍ରଫ୍‌ଙ୍କ ବାଗୀ-3 ମାର୍ଚ୍ଚ 6 ତାରିଖରେ ପରଦାକୁ ଆସୁଛି । (ଏଜେନ୍ସି)

BAAGHI3 dishapatani TIGERSHROFF
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପିର ବଡ଼ ଘୋଷଣା: ଉତ୍ତରାଖଣ୍ଡରୁ ଦିନେଶ ଆର୍ଯ୍ୟ, ପଶ୍ଚିମବଙ୍ଗରୁ କୋୟଲ ମଲ୍ଲିକଙ୍କୁ ଟିକେଟ୍

October 4, 2026

ବ୍ରହ୍ମଗିରିରେ ଗୁଳିକାଣ୍ଡ: ପାରିବାରିକ ବିବାଦରୁ ସମ୍ପର୍କୀୟ ଭାଇଙ୍କୁ ଗୁଳିମାଡ଼, ଗୁରୁତର ଯୁବକ ଭୁବନେଶ୍ୱର ସ୍ଥାନାନ୍ତର

October 4, 2026

ସ୍ତ୍ରୀ ଆଖି ଆଗରେ ଚାଲିଗଲା ସ୍ୱାମୀଙ୍କ ଜୀବନ, ପିକଅପ୍ ଭ୍ୟାନ୍ ଧକ୍କାରେ ମୃତ୍ୟୁ

October 4, 2026

୨ ଇରାନୀ କୂଟନୀତିଜ୍ଞଙ୍କୁ ବହିଷ୍କାର କଲା ଆମେରିକା

October 4, 2026
Latest News

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପିର ବଡ଼ ଘୋଷଣା: ଉତ୍ତରାଖଣ୍ଡରୁ ଦିନେଶ ଆର୍ଯ୍ୟ, ପଶ୍ଚିମବଙ୍ଗରୁ କୋୟଲ ମଲ୍ଲିକଙ୍କୁ ଟିକେଟ୍

October 4, 2026

ବ୍ରହ୍ମଗିରିରେ ଗୁଳିକାଣ୍ଡ: ପାରିବାରିକ ବିବାଦରୁ ସମ୍ପର୍କୀୟ ଭାଇଙ୍କୁ ଗୁଳିମାଡ଼, ଗୁରୁତର ଯୁବକ ଭୁବନେଶ୍ୱର ସ୍ଥାନାନ୍ତର

October 4, 2026

ସ୍ତ୍ରୀ ଆଖି ଆଗରେ ଚାଲିଗଲା ସ୍ୱାମୀଙ୍କ ଜୀବନ, ପିକଅପ୍ ଭ୍ୟାନ୍ ଧକ୍କାରେ ମୃତ୍ୟୁ

October 4, 2026

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେପିର ତତ୍ପରତା: ଜନସମ୍ପର୍କ ଓ ସାଂଗଠନିକ ସମନ୍ୱୟ ଉପରେ ଡି. ପୁରନ୍ଦେଶ୍ୱରୀଙ୍କ ଗୁରୁତ୍ୱ

October 4, 2026

ବିମାନ ଆକ୍ରମଣ ଏଡ଼ାଇଥିବା ଭାରତୀୟ ପାଇଲଟଙ୍କ ସହ କଥା ହେଲେ ନେତନ୍ୟାହୁ

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.