Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଟର୍ଣ୍ଣାଡୋ ପ୍ରପୀଡିତଙ୍କୁ 1 ମିଲିୟନ୍‌ ଡଲାର ସହାୟତା କଲେ ଟେଲର ସ୍ବିଫ୍ଟ
ଅନ୍ତରାଷ୍ଟ୍ରୀୟ

ଟର୍ଣ୍ଣାଡୋ ପ୍ରପୀଡିତଙ୍କୁ 1 ମିଲିୟନ୍‌ ଡଲାର ସହାୟତା କଲେ ଟେଲର ସ୍ବିଫ୍ଟ

March 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଟର୍ଣ୍ଣାଡୋ ପ୍ରପୀଡିତ ବ୍ୟକ୍ତିଙ୍କୁ 1 ମିଲିୟନ୍‌ ଡଲାରର ସହାୟତା ରାଶି ପ୍ରଦାନ କରିଛନ୍ତି ହଲିଉଡ୍‌ ଗାୟିକା ଟେଲର ସ୍ବିଫ୍ଟ । ନାସଭିଲ୍ଲେର ଟେନିସି ସହର ଟର୍ଣ୍ଣାଡୋ ଦ୍ବାରା ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ବେଳେ ସ୍ବିଫ୍ଟ ଏହି ସହାୟତା ରାଶି ଘୋଷଣା କରିଛନ୍ତି । 1 ମିଲିୟନ୍‌ ଡଲାର ସହାୟତା ରାଶି ପ୍ରଦାନ କରିଥିବା ବେଳେ ନିଜର ଫଲୋଅର ମାନଙ୍କୁ ମଧ୍ୟ ସହାୟତା କରିବା ପାଇଁ ନିବେଦନ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଟେଲର ସ୍ବିଫ୍ଟଙ୍କର ଇନ୍‌ଷ୍ଟାଗ୍ରାମ୍‌ରେ 127 ମିଲିୟନ୍‌ ଫଲୋଅର ରହିଛନ୍ତି । ଟେଲରଙ୍କ ଅନୁରୋଧ ପରେ ଅନ୍ୟତମ ଗାୟକ କ୍ରିସ୍‌ ୟଙ୍ଗ 50 ହଜାର ଡଲାରର ସହାୟତା ରାଶି ଘୋଷଣା କରିଛନ୍ତି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026
Latest News

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ଆଜି ଫାଇନାଲ ପାଇଁ ଲଢେଇ: ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.