Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ମୁକାବିଲା ପାଇଁ 1 କୋଟି ଲେଖାଏଁ ପ୍ରଦାନ କଲେ ପ୍ରଭାସ ଓ ମହେଶ ବାବୁ
ଆଜିର ଖବର

କରୋନା ମୁକାବିଲା ପାଇଁ 1 କୋଟି ଲେଖାଏଁ ପ୍ରଦାନ କଲେ ପ୍ରଭାସ ଓ ମହେଶ ବାବୁ

March 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହାଇଦ୍ରାବାଦ : ଦେଶରେ କରୋନା ମୁକାବିଲା ପାଇଁ ବିଭିନ୍ନ କଳାକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ 1 କୋଟି ଟଙ୍କା ଦାନ କରିଛନ୍ତି ପ୍ରଭାସ୍‌ ଏବଂ ମହେଶ ବାବୁ । ଏହି ଦୁଇ କଳାକାରଙ୍କ ବ୍ୟତିତ ରଜନୀକାନ୍ତ , ପଓ୍ବନ୍‌ କଲ୍ୟାଣ, ଚିରଞ୍ଜିବୀ, ରାମଚରଣ ଏବଂ ନିତିନ୍‌ ମଧ୍ୟ ସହାୟତା ପ୍ରଦାନ କରିଛନ୍ତି । ତେଲେଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ଏହି ସହାୟତା ରାଶି ପ୍ରଦାନ କରାଯାଇଛି । ମହେଶ ବାବୁ ଏବଂ ପ୍ରଭାସ ସୋସିଆଲ ମିଡିଆ ଜରିଆରେ ପ୍ରଦତ୍ତ ଅର୍ଥରାଶି ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି । (ଏଜେନ୍ସି)

maheshbabu prabhas
Share. Facebook Twitter LinkedIn Email WhatsApp Copy Link

Related Posts

ଚମକିଲା ପୂର୍ବତଟ ରେଳପଥ ଲୋକୋ ସେଡ୍: ସମସ୍ତ ବର୍ଗରେ ହାସଲ କଲା ପୁରସ୍କାର 

June 14, 2026

ଏମଟେକ ରେ ରାଜ୍ୟ ଟପ୍ପରକୁ ରାଜ୍ୟସ୍ତରୀୟ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬ ରେ ସମ୍ବର୍ଦ୍ଧିତ 

June 14, 2026

ରଣପୁର ମନ୍ଦାକିନୀ ସାହିତ୍ୟ ସଂସ୍କୃତି ସଂସଦର ସାହିତ୍ୟ ଉତ୍ସବ ଓ କବିତା ଆସର ଅନୁଷ୍ଠିତ

June 14, 2026

ମଧ୍ୟପ୍ରଦେଶରେ ବଡ଼ ଦୁର୍ଘଟଣା: ଅଗ୍ନିକାଣ୍ଡ ଗୁଜବ ପରେ ଟ୍ରେନ୍ ରୁ ଡେଇଁ ୬ ଯାତ୍ରୀ ମୃତ

June 14, 2026
Latest News

ଚମକିଲା ପୂର୍ବତଟ ରେଳପଥ ଲୋକୋ ସେଡ୍: ସମସ୍ତ ବର୍ଗରେ ହାସଲ କଲା ପୁରସ୍କାର 

June 14, 2026

ଏମଟେକ ରେ ରାଜ୍ୟ ଟପ୍ପରକୁ ରାଜ୍ୟସ୍ତରୀୟ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬ ରେ ସମ୍ବର୍ଦ୍ଧିତ 

June 14, 2026

ରଣପୁର ମନ୍ଦାକିନୀ ସାହିତ୍ୟ ସଂସ୍କୃତି ସଂସଦର ସାହିତ୍ୟ ଉତ୍ସବ ଓ କବିତା ଆସର ଅନୁଷ୍ଠିତ

June 14, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ମଧ୍ୟପ୍ରଦେଶରେ ବଡ଼ ଦୁର୍ଘଟଣା: ଅଗ୍ନିକାଣ୍ଡ ଗୁଜବ ପରେ ଟ୍ରେନ୍ ରୁ ଡେଇଁ ୬ ଯାତ୍ରୀ ମୃତ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.